-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚୁଇଟି ସମ୍ବନ୍ଧୀୟ ନିଷ୍ପତ୍ତିର ପୁନଃବିଚାର କରିବା ପାଇଁ ରାଜସ୍ଵ ଅମଲା ସଂଘର ଦାବି

15-Oct-2024



ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି ଘୋଷଣା କରି   ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଏହାକୁ ପିଛିଲା ଭାବେ ୨୦୨୪ ଜାନୁଆରୀ ୧ ରୁ ଲାଗୁ ହେବ ବୋଲି ଘୋଷଣା କରିଛନ୍ତି l 

 ନିଷ୍ପତ୍ତି ଅନୁଯାୟୀ, ରାଜ୍ୟ ସରକାରୀ କର୍ମଚାରୀ ମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚୁଇଟି (DCRG)କୁ  ୧୫ ଲକ୍ଷ ରୁ ୨୦ ଲକ୍ଷ ଟଙ୍କାକୁ ତା ୧.୧.୨୦୨୪ ରୁ ପିଛିଲା ଭାବରେ ରାଜ୍ଯ ସରକାରଙ୍କ ଅର୍ଥ ବିଭାଗ ର ପତ୍ର ସଂଖ୍ୟା ୨୮୬୨୪ ତା ୯.୧୦.୨୦୨୪ ରିଖ ଅନୁଯାୟୀ ଲାଗୁ କରାଯାଇ ଏହାକୁ ରାଜ୍ୟ ରେ କାର୍ଯ୍ୟରତ ବିଭିନ୍ନ ସରକାରୀ ସେବା ସଙ୍ଗଠନ ଗୁଡିକର ଅନୁରୋଧ କ୍ରମେ ଲାଗୁ କରାଯାଇଅଛି ବୋଲି ସେ ପ୍ରକାଶ କରିଛନ୍ତି। ଏହା ସମ୍ପୂର୍ଣ୍ଣ ଭାବେ ଭିତ୍ତିହୀନ lଏଠାରେ  ପ୍ରକାଶ ଥାଉକି,  ଗୋଟିଏ ଅଣ ଗେଜେଟେଡ ସରକାରୀ କର୍ମଚାରୀ ର ମୂଳ ଦରମା ଯଦି ୬୦,୦୦୦/- ଟଙ୍କା ହୁଏ ତାହାର ଗ୍ରାଚୁଇଟି ସରକାରୀ ହିସାବ ଅନୁସାରେ ୧୪,୮୫,୦୦୦/- ଟଙ୍କା ହେଉଛି l ଏଥିରେ ରାଜ୍ଯ ସରକାରଙ୍କ ଅଧିନରେ କାର୍ଯ୍ୟରତ ଜଣେ  ହେଲେ   ତୃତୀୟ ଏବଂ ଚତୁର୍ଥ ଶ୍ରେଣି ଅଣ ଗେଜେଟେଡ ଜିଲ୍ଲା ସ୍ତରୀୟ ସରକାରୀ କର୍ମଚାରୀ କୌଣସି ପ୍ରକାରେ ଲାଭବାନ ହେବେ ନାହିଁ l କେବଳ ଉଚ୍ଚପଦାଧିକାରୀ ମାନେ ଏହା ଦ୍ଵାରା ଲାଭାନ୍ୱିତ ହେବେ l ରାଜ୍ଯ ସରକାରଙ୍କ ଉପରୋକ୍ତ ଅଧିସୂଚନା କୁ ଓଡିଶା ରାଜସ୍ଵ ଅମଲା ସଂଘ ଦୃଢ଼ ବିରୋଧ କରିବା ସହ ଅଣ ଗେଜେଟେଡ କର୍ମଚାରୀ ମାନେ କିପରି ସରକାରଙ୍କ ଘୋଷିତ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚୁଇଟି ୨୦,୦୦,୦୦୦/- କୋଡ଼ିଏ ଲକ୍ଷ ଟଙ୍କା ପାଇ ପାରିବେ ସେଥିପ୍ରତି ସରକାର ସ୍ଵତନ୍ତ୍ର ଦୃଷ୍ଟି ଦେଇ ତ୍ଵରିତ ପଦକ୍ଷେପ ଗ୍ରହଣ କଲେ ଓଡ଼ିଶାର ସମସ୍ତ କାର୍ଯ୍ୟରତ ଅଣଗେଜେଟେଡ କର୍ମଚାରୀ ମାନେ ଉପକୃତ ହୋଇପାରିବେ ବୋଲି ଓଡିଶା ରାଜସ୍ୱ ଅମଲା ସଂଘ ତରଫରୁ ଦାବି କରଯାଇଛି l
ପୁନଶ୍ଚ, ପୂର୍ବରୁ ସମର୍ପଣ ଛୁଟି (surrender leave) ଜିଲ୍ଲା ସ୍ତରରେ କାର୍ଯ୍ୟରତ ଅଣ ଗେଜେଟେଡ ସରକାରୀ  କର୍ମଚାରୀ ମାନେ ପାଇ ଆସୁଥିଲେ ମଧ୍ୟ, ବିଗତ ୨୪ ବର୍ଷ ହେଲା ତାହାର ବ୍ୟତିକ୍ରମ ହୋଇ ସମର୍ପଣ ଛୁଟି ପାଇବାରୁ ବଞ୍ଚିତ ହେଉଛନ୍ତି l ଏହା ହେବା ଦ୍ଵାରା  ସରକାରୀ କର୍ମଚାରୀ ମାନଙ୍କ ମହଲରେ ଘୋର ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି  ଏବଂ ଏହାକୁ ନେଇ ନିକଟ ଭବିଷ୍ୟତରେ କର୍ମଚାରୀ ଅସନ୍ତୋଷ ଯେ ଏକ ଆନ୍ଦୋଳନାତ୍ମକ ପରିସ୍ଥିତି ସୃଷ୍ଟି ନ କରିବ ତାହା କହି ହେବ ନାହିଁ ବୋଲି ଓଡିଶା ରାଜସ୍ୱ ଅମଲା ସଂଘ ତରଫରୁ ରାଜ୍ଯ ସଭାପତି ତ୍ରିପତି ବାଲାଜୀ ସାହୁ ଏବଂ ସାଧାରଣ ସମ୍ପାଦକ ନରେଶ ଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି l
ରାଜ୍ଯ ସରକାର ପକ୍ଷପାତିତା ପୂର୍ଣ୍ଣ ମନୋଭାବ ପ୍ରତ୍ୟାହାର କରି ସରକାରୀ କର୍ମଚାରୀ ମାନଙ୍କ ସମସ୍ୟା ଗୁଡିକ ସୌହାର୍ଦ୍ଦ୍ୟ ପୁର୍ଣ୍ଣ ବାତାବରଣ ମଧ୍ୟରେ ସମାଧାନ କରିବାକୁ ସେମାନେ ରାଜ୍ଯ ସରକାରଙ୍କୁ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like