-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ: ବରିଷ୍ଠ ଆଇନଜୀବୀ ଚନ୍ଦ୍ରଶେଖର ପାଢ଼ୀ ଜିଲ୍ଲା ପାଠଗାରକୁ ପୁନଃ ୧୮ ଗୋଟି ଆଇନ ପୁସ୍ତକ ଦାନ

15-Oct-2024



ବୌଦ୍ଧ: ବରିଷ୍ଠ ଆଇନଜୀବୀ ଚନ୍ଦ୍ରଶେଖର ପାଢ଼ୀ ଜିଲ୍ଲା ପାଠଗାରକୁ ପୁନଃ ୧୮ ଗୋଟି ଆଇନ ପୁସ୍ତକ ଦାନ କରିଛନ୍ତି l ଏହା ଆଗରୁ  ସେ ଆଇନ,ଅଭିଧାନ , ସାଧାରଣଜ୍ଞାନ ଆଦି ୧୬ଟି ପୁସ୍ତକ ଦାନ କରିଥିଲେ l ପାଠଗାରର ପାଠକ , ପାଠିକାଙ୍କ ଉପସ୍ଥିତିରେ ସେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହଙ୍କୁ ସମସ୍ତ ପୁସ୍ତକ ହସ୍ତାନ୍ତର କରିଥିଲେ | ଉପସ୍ଥିତ ପାଠକ , ପାଠିକାମାନେ ଖୁସି ବ୍ୟକ୍ତ କରିବା ସହ ଏଭଳି ମହତ୍ କାର୍ଯ୍ୟ ପାଇଁ ଶ୍ରୀ ପାଢ଼ୀଙ୍କ ପ୍ରଶଂସା କରିଥିଲେ । ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗ୍ରନ୍ଥlଗାରିକ ଅକ୍ଷୟ କୁମାର ମହାକୁଡ଼,  କର୍ମଚାରୀ ଜିତେନ୍ଦ୍ର କୁମାର ମହାନ୍ତି,ବୀର କିଶୋର କର୍ମୀ , ଶ୍ରୀଯୁକ୍ତ ପାଢ଼ୀ ଙ୍କ ସୁପୁତ୍ର ଅଂଶୁଲ ବିନାୟକ, ବିଜୟ ପ୍ରଧାନ  ଉପସ୍ଥିତ ଥିଲେ । ସୁଶ୍ରୀ ସିଂହ ଆଗକୁ ମଧ୍ୟ ଏହି ପ୍ରକାର ଅଭିଯାନ ଜାରି ରଖିବା ପାଇଁ ସମସ୍ତଙ୍କୁ ଆହ୍ଵାନ କରିଛନ୍ତି ।ଏହା ଆଗରୁ  ଜ଼ିଲ୍ଲା ମସ୍ୟ ଅଧିକାରୀ  ଲିପ୍ସା ପଟ୍ଟନାୟକ ମଧ୍ଯ ପ୍ରତିଯୋଗିତା ମୂଳକ ବହୁ ଉପାଦେୟ ପୁସ୍ତକ ପାଠାଗାର  କୁ ଦାନ  କରିଥିଲେ l ପାଠଗାର ରେ ପାଠକ  ମାନଙ୍କ ଆଗ୍ରହ ଦେଖି  ଦାତା ମାନେ ପୁସ୍ତକ ଯୋଗାଇବାକୁ ଆଗ୍ରହ ପ୍ରକାଶ କରୁଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like