-+91-9937148622 |

prerana_bgr@rediffmail.com |

  Saturday 7th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||     

HOME   ଜିଲ୍ଲା

ପୁରାତନ ଛାତ୍ରଛାତ୍ରୀ ଙ୍କ ବନ୍ଧୁ ମିଳନ ଉତ୍ସବ

15-Oct-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ଉଚ୍ଚ ବିଦ୍ୟାଳୟର ୨୦୧୨ ମାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀ ମାନଙ୍କୁ ନେଇ ନିକଟସ୍ଥ ଆମ୍ବ ଟୋତା ଠାରେ ଏକ ବନ୍ଧୁ ମିଳନ ଉତ୍ସବ ମହା ଆଡ଼ମ୍ବରରେ ସହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ସଭା ଆୟୋଜନ ହୋଇଥିଲା। ଏଥିରେ ସମସ୍ତ ଛାତ୍ରଛାତ୍ରୀ ନିଜର ଛାତ୍ର ଜୀବନର ଉପରେ ମତବ୍ୟକ୍ତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଲକ୍ଷ୍ମଣ ସାହୁ ପରିଚାଳନା କରିଥିବା ବେଳେ ଦିନେଶ ବିଶ୍ଵାଲ ପରିଚୟ ପ୍ରଦାନ କରିଥିଲେ। ଶେଷରେ ସୁଶାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ପିଣ୍ଟୁ ମାଝି, ସିଦ୍ଧାର୍ଥ ମିଶ୍ର, ଶୁଭଶ୍ରୀ ପ୍ରଧାନ, ଭଗବତୀ ପ୍ରଧାନ, ରାଜଲକ୍ଷ୍ମୀ ମିଶ୍ର, ସସ୍ମିତା ପ୍ରଧାନ,ଭଜବନ୍ତି ବିଶ୍ଵାଲ, କାହ୍ନୁ ସାହୁ, ଶ୍ରୀକାନ୍ତ ପ୍ରଧାନ, ଗଣେଶ ପାଣ୍ଡେ, ରାଧାକାନ୍ତ ବାଘ,ସତ୍ୟଞ୍ଜୟ ନାଏକ , ବ୍ରଜଗୋପାଲଙ୍କ ସହ ସମସ୍ତ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   07-Mar-2026
  ଜିଲ୍ଲା  
ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   07-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   07-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   07-Mar-2026
  ଜିଲ୍ଲା  
ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   07-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   06-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   06-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   06-Mar-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି   06-Mar-2026
  ଜିଲ୍ଲା  
ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   06-Mar-2026

You Might Also Like