-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ମାଟି ର ପୁଅ ଦିବ୍ୟମ୍ କେଜରିୱାଲ ବ୍ୟାଡମିଣ୍ଟନ ରେ ଓଡିଶା ଚମ୍ପିୟନ

15-Oct-2024



ବଲାଙ୍ଗୀର(ପ୍ରେରଣା ଖବର): କ୍ରୀଡା କ୍ଷେତ୍ର ଏବେ ଆଉ କାହାରି ଏକଚାଟିଆ ଅଧିକାରରେ ନାହିଁ । ବଡ ସହରରୁ ଦୂରରେ ସାଧାରଣ ଅଞ୍ଚଳ ରପିଲା ବି ଏବେ ଖେଳରେ ମାତ ଦେଲେଣି  ବଡ ବଡ ସହରର ଖେଳାଳୀଙ୍କୁ।  ନିକଟରେ ଅଲ୍‌ ଓଡ଼ିଶା ବ୍ୟାଡ଼ମିଣ୍ଟନ ଚାମ୍ପିୟନ୍‌ସିପ୍‌ରେ ବଲାଙ୍ଗିର ମାଟିର ପୁଅ ଦିବ୍ୟମ୍‌ କେଜ୍ରିୱାଲ କମାଲ କରିବା ସହ ଉଭୟ ସିଙ୍ଗଲ ଓ ଡବଲ୍ସରେ  ଚାମ୍ପିୟନ୍‌ ହୋଇ ଆଣିଛନ୍ତି ଏପରି ଗୌରବ। । ଦିବ୍ୟମ୍‌ ବଲାଙ୍ଗିର କଂସାରୀପଡ଼ା ନିବାସୀ ଆଦିତ୍ୟ କେଜ୍ରିୱାଲ ଓ ଶ୍ରୀମତୀ ଶୀତଲ କେଜ୍ରିିୱାଲଙ୍କ ବଡ଼ ପୁଅ ହୋଇଥିବା ବେଳେ ତାଙ୍କ ସଫଳତାକୁ ନେଇ ସାରା ବଲାଙ୍ଗିର ମାଟି ଏବେ ଗର୍ବିତ । ଭୁବନେଶ୍ୱର ସ୍ଥିତ ମଲ୍‌ଟି ପର୍‌ପସ ବ୍ୟାଡ଼ମିଣ୍ଟନ ଷ୍ଟାଡ଼ିୟମ୍‌ରେ ଅନୁଷ୍ଠିତ ଅଲ୍‌ ଓଡ଼ିଶା ବ୍ୟାଡ଼୍‌ମିଣ୍ଟନ ଚାମ୍ପିୟନ୍‌ସିପ୍‌ରେ ଦିବ୍ୟମ୍‌  ୧୯ ବର୍ଷ ରୁ କମ ବର୍ଗର ସିଙ୍ଗଲ୍‌ରେ ବାଲେଶ୍ୱରର  ଜ୍ୟୋତିସୂର୍ଯ୍ୟ ପରମାଣିକ୍‌କୁ ହରାଇ ବିଜୟୀ ହୋଇଥିବା ବେଳେ  ୧୯ ବର୍ଷ ରୁ କମ ବର୍ଗର 
ଡ଼ବଲସ୍‌ରେ ପାର୍ଟନର୍‌ ବାପୁନ ରାଉତଙ୍କ ସହ ମିଶି ମୟୂରଭଞ୍ଜର ଶ୍ରୀୟାନ୍ସ ଜେନା ଓ ଢେଙ୍କାନାଲର ଶୁଭ୍ରକେତନ୍‌ ମଲ୍ଲିକଙ୍କୁ ହରାଇ ଦିବ୍ୟମ୍‌ ଓ ବାପୁନ ଚାମ୍ପିୟନ ହୋଇଛନ୍ତି । ଦିବ୍ୟମ୍‌ଙ୍କ ଏହି ସଫଳଙ୍କୁ ନେଇ ତାଙ୍କ ଶୁଭେଚ୍ଛୁମାନେ ଶୁଭେଚ୍ଛା ଜଣାଇବା ସହ ଅଭିନନ୍ଦନ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like