-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||     

HOME   ଜିଲ୍ଲା

୫ ତମ ମଝିପଡ଼ା ସାର୍ବଜନୀନ କାଳୀପୂଜା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

16-Oct-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ସୋନପୁର ମଝିପଡ଼ାର ୫୬ତମ ସାର୍ବଜନୀନ ମହାକାଳୀପୂଜା ପାଇଁ ରାମଧୁନ କ୍ଲବର ସମ୍ପାଦକ ପିୟୁଷ କୁମାର ପଣ୍ଡାଙ୍କ ଅଧକ୍ଷତାରେ ମଝିପଡ଼ା ମାଉସୀ ମାଁ ମଣ୍ଡପ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଅଛି l ସଭାରେ ପ୍ରଥମେ  କ୍ଲବର ପ୍ରତିଷ୍ଠାତା ତଥା ବରିଷ୍ଠ ସଭ୍ୟ ବଳରାମ ପଣ୍ଡାଙ୍କ ବିୟୋଗରେ ସମ୍ମାନ ଜଣାଇ ସମସ୍ତେ ଦୁଇ ମିନଟ ନିରବ ପ୍ରାର୍ଥନା କରି ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l ବୈଠକରେ ଗତ ବର୍ଷ କାଳୀ ପୂଜାର ଆୟ ବ୍ୟୟ ଉପରେ ଆଲୋଚନା କରାଯାଇଥିଲା lଚଳିତ ବର୍ଷରେ ନୂତନ କର୍ମକର୍ତା ରୂପେ ପୁରେନ୍ଦ୍ର ନାଏକ ସଭାପତି, ବୁବୁନ ନାଏକ ଉପସଭାପତି, ସୁରଜ ସାହୁ ସମ୍ପାଦକ, ଚନ୍ଦନ ସାହୁ ସହ- ସମ୍ପାଦକ ଏବଂ ରାଜୀବ କୁମାର ସାହୁଙ୍କୁ କୋଷାଧକ୍ଷ ଭାବରେ କାର୍ଯ୍ୟ ତୁଲାଇବା ପାଇଁ ପୂଜା କମିଟିରେ ନିଷ୍ପତ୍ତି ନେଇ ଦାୟିତ୍ୱ ପ୍ରଦାନ କରାଗଲା l ଚଳିତ ବର୍ଷ କାଳୀପୂଜା କୁ ଆହୁରି କିପରି ଆକର୍ଷଣୀୟ କରାଯିବ ସେ ବିଷୟରେ ସମସ୍ତେ ନିଜ ନିଜ ମତାମତ ପ୍ରଦାନ କଲେ l ଏହି ବର୍ଷ କିପରି ମାଁଙ୍କୁ ରୁପା ଅଳଙ୍କାର ରେ ସଜ୍ଜିତ  କରାଯିବ ସେ ଉପରେ ନିଷ୍ପତ୍ତି ନିଆଗଲା ଏବଂ  ତୋରଣ, ଆଲୋକ ସଜ୍ଜା, ସାମୁହିକ ପ୍ରସାଦ ସେବନ, ସନ୍ଧ୍ୟା ଆଳତି ଓ ପ୍ରସାଦ ବଣ୍ଟନ, ପ୍ରତ୍ୟହ ଅନୁଷ୍ଟିତ ହେବାକୁ ଥିବା ଭଜନ , ମେଲୋଡି ପ୍ରୋଗ୍ରାମ ତା ସହିତ ଭସାଣି କାର୍ଯ୍ୟକ୍ରମ ଉପରେ ପୁଙ୍ଖାନୁ ପୁଙ୍ଖ ଭାବରେ ଆଲୋଚନା କରାଗଲା l  ଚଳିତ ବର୍ଷ ପୂଜାର ବଜେଟ ପ୍ରାୟତଃ 15 ଲକ୍ଷ ଟଙ୍କା ରଖା ଯାଇଅଛି l ସଭାରେ ପୂଜା କମିଟି ର ଉପଦେଷ୍ଟା କଇରୁ ସ୍ବାଇଁ, ମନ ବୋଧ ଭୋଇ, ଭାକୋଡୋ ସ୍ବାଇଁ, ରାମଜୀ ନେଗି, ମାନସ ସେଠି, ଜଗତ ବନ୍ଧୁ ତ୍ରୀପାଠୀ, ବାବୁଲୁ ହୋତା, ଶେଷ ଦେବ ମେହେର ପ୍ରମୁଖ ସମସ୍ତ  ଉପଦେଷ୍ଟା ଓ  ଶତାଧିକ ସଭ୍ୟ  ଉପସ୍ଥିତ ରହିଥିବା ବେଳେ ସଭା କାର୍ଯ୍ୟକୁ ବିକାଶ ପଣ୍ଡା ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026

You Might Also Like