-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ନ୍ୟାୟୀକ ସଂଗଠନ,ଆଇଲାଜ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ

16-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ସର୍ବ ଭାରତୀୟ ସ୍ତରର ଓକିଲମାନଙ୍କ ସୁରକ୍ଷା ପାଇଁ ଗଠିତ  ହୋଇଥିବା ଅଖିଳ ଭାରତୀୟ ନ୍ଯାୟୀକ ସଂଗଠନ ,   ଆଇଲାଜ  (All India lawyers' Association for justice ) ତରଫରୁ ବରଗଡ଼ ସ୍ଥିତ ସମତା ଭବନ ପରିସରରେ ଏକ ଆଲୋଚନା ସଭା ଏଡଭୋକେଟ ରମେଶ ପତି ଙ୍କ ସଭାପତିତ୍ବରେ  ଅନୁଷ୍ଠିତ ହୋଇଥିଲା । ଏହି ଆଲୋଚନା ସଭାରେ ସଂଗଠନ ର ରାଜ୍ୟ ଆବାହକ ତଥା ଓଡିଶା ଉଚ୍ଚ ନ୍ୟାୟାଳୟ ର  ବରିଷ୍ଠ ଆଇନଜୀବୀ ଗୁରୁ ପ୍ରସାଦ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ ଭାରତୀୟ ନ୍ଯାୟୀକ ବ୍ଯବସ୍ଥା ରେ ଓକିଲମାନଙ୍କ ଗୁରୁତ୍ବପୂର୍ଣ ଭୂମିକା ରହିଛି। ସାଂପ୍ରତିକ ପରିସ୍ଥିତିରେ ଯେଉଁ ଓକିଳମାନେ ଅନ୍ଯମାନଙ୍କୁ ସୁରକ୍ଷା ପ୍ରଦାନ କରୁଛନ୍ତି  ସେମାନଙ୍କୁ ସୁରକ୍ଷାର ଆବଶ୍ୟକତା ରହିଛି ବୋଲି ସେ ଗୁରୁତ୍ବାରୋପ କରିଥିଲେ। ଏହାକୁ ନେଇ ରାଷ୍ଟ୍ରୀୟ ଓ  ରାଜ୍ୟ ସ୍ତରରେ ଏହି ସଂଗଠନ କାର୍ଯ୍ଯ କରିଆସୁଛି। ଆସନ୍ତା ୨୧ ଡିସେମ୍ବର ୨୦୨୪ ରେ କଟକ ଠାରେ ହେବାକୁ ଥିବା ରାଷ୍ଟ୍ରୀୟ ସମ୍ମିଳନୀ ଅନୁଷ୍ଠିତ ହେବ।

ଏହି କାର୍ଯ୍ୟକ୍ରମରେ ବରଗଡ଼ ରୁ ବହୁ ସଂଖ୍ୟାରେ ଯୋଗଦାନ କରିବା ପାଇଁ ଶ୍ରୀ ମହାନ୍ତି ଆହ୍ୱାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ହାଇକୋର୍ଟ ର ବରିଷ୍ଠ ଓକିଳ ଧନୋଜ କୁମାର ସାହୁ, ଅଗସ୍ତି କାନୁନଗୋ, ବିଜୟ କୁମାର ବେହେରା, ଯୋଗଦେଇବା ବେଳେ ବରିଷ୍ଠ ଚାଷୀ ନେତା ଲିଂଗରାଜ,  ବରଗଡ଼ ବାର ଏସୋସିଏସନ ର ସଂପାଦକ ଦ୍ଯୁତିଶ ଆଚାର୍ଯ୍ୟ, ସୀତାରାମ ମେହେର ମଞ୍ଚାସୀନ ହୋଇଥିଲେ ଏବଂ ରମେଶ କୁମାର ପତି, ସରୋଜ କୁମାର ସୁନା, ହୀରାଲାଲ ଭୋଇ , ଜୟରାମ ବାଗ, ଭୈରବି ସାହୁ, ରାକ୍ଷୀ ସୁନା ଆଦି  ଆଲୋଚନା ରେ ଅଂଶଗ୍ରହଣ କରି ଓକିଳମାନଙ୍କ ସୁରକ୍ଷା ଦିଗରେ ଆଲୋଚନା କରିଥିଲେ। ଶେଷରେ  ବିଜେପୁର ଓକିଳ ସଂଘ ର ସଭାପତି ପୂର୍ଣ୍ଣଚନ୍ଦ୍ର ପାଇକ ଧନ୍ୟବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like