-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଅତାବିରା ମାଁ ସମଲେଶ୍ଵରୀଙ୍କ ବଏଲ ଯାତ୍ରା ସମ୍ପନ୍ନ

16-Oct-2024



ଅତାବିରା(ଆକାଶ ମିଶ୍ର): ଅତାବିରା ବସ୍ତିରେ ମାଁ ସମଲେଶ୍ଵରୀଙ୍କ ବଏଲ ଯାତ୍ରା ଆଜି ସମ୍ପନ୍ନ ହୋଇଯାଇଛି ।  ଏହି ଯାତ୍ରା ପାଇଁ ପୂଜାକାର୍ଯ୍ୟ ମହାଳୟା ଦିନ ଠାରୁ ଆରମ୍ଭ ହୋଇଥାଏ। ଏଥିପାଇଁ ଘଣ୍ଟଶଙ୍ଖ ସହ ଦୁଲୁଦୁଲି  ବାଜାରେ ଶତାଧିକ ମହିଳା ଓ ପୁରୁଷ କଳସ ଶୋଭାଯାତ୍ରାରେ ବାହାରି  ଦମ୍ ଦମା  ପର୍ଯ୍ୟନ୍ତ ପହଞ୍ଚି ସେଠାରେ ପୂଜାର୍ଚ୍ଚନା କରି ପବିତ୍ର ଜଳଭରି ପୂର୍ଣ୍ଣ କଳସ ସହ ମାଁ ଙ୍କ ଖଣ୍ଡା ଧରି ସହର ପରିକ୍ରମା ପୂର୍ବକ ମନ୍ଦିରରେ ପହଞ୍ଚିଥିଲେ। ଏହାପରେ ରୀତିନୀତି ସହ ପୂଜା ଆରମ୍ଭ ହୋଇଥିଲା। ପ୍ରତିଦିନ ସକାଳେ ଚଣ୍ଡୀ ହୋମଯଜ୍ଞ ସହ ଷୋଡ଼ଶ ପୂଜା କରାଯାଇ ସନ୍ଧ୍ୟାରେ ମାଁ ଙ୍କ ମହାଆରତୀ କରାଯାଉଥିଲା। ବିଜୟା ଦଶମୀ ଦିନ ଅପରାଜିତା ଓ ଘଟ ବିସର୍ଜନ ପରେ ଆଜି  ପ୍ରାତଃ ୩ ଟା ରୁ ପୂଜକ ଝାଙ୍କର ବିଶ୍ଵନାଥ ଭୁଏ ଙ୍କ ଦେହରେ ମାଁ ପ୍ରବେଶ କରି ଭକ୍ତଙ୍କୁ ଦର୍ଶନ  ଦେଇଥିଲେ। ସନ୍ଧ୍ୟା ସମୟରେ ମହାଆରତୀକୁ ଦେଖିବା ପାଇଁ  ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗି ରହୁଥିଲା। ମାନସିକଧାରୀ ମାନେ ଅଖଣ୍ଡ ଦୀପ ଜାଳି ମାନସିକ ପୁରଣ ପାଇଁ ମାଁ ଙ୍କ ଠାରେ ପ୍ରାର୍ଥନା  କରିଥିଲେ। ସେମାନଙ୍କ ଆସ୍ଥା ଓ ବିଶ୍ୱାସ ରହିଛି ଯେ ମାଁ ବରୁଆ ଦେହରେ ପ୍ରବେଶ କରି ସମସ୍ତଙ୍କୁ ଦର୍ଶନ ଦେବା ସହିତ ସମସ୍ତଙ୍କର  ମନୋକାମନା ପୁରଣ କରିଥିଲେ। ଏହି ପୂଜା ପାଇଁ ଚଳିତବର୍ଷ ସନାତନ ପ୍ରଧାନ ଓ ଧର୍ମପତ୍ନୀ ରାଧାରାଣୀ ଏବଂ ଜନାର୍ଦ୍ଦନ ପ୍ରଧାନ ଓ ପତ୍ନୀ ରୁକ୍ମିଣୀ କର୍ତ୍ତା ଦାୟିତ୍ଵ ନିର୍ବାହ କରୁଛନ୍ତି। ପଣ୍ଡିତ ସଞ୍ଜୟ ଦାଶ, ରାକେଶ ମିଶ୍ର ଓ ସାଥୀ ପଣ୍ଡିତ ଭାବେ ବରଣ ହୋଇ ପୂଜାଦାୟିତ୍ଵ ତୁଲାଇ ଥିଲେ। ଏହି ପୂଜାର ଅନ୍ତିମ ଦିବସରେ ଚଣ୍ଡୀ ହୋମ ହୋଇ ଥିଲା l ଏଥିରେ କର୍ତ୍ତା ମନୋଜ ବାଙ୍କା ସପତ୍ନିକ କର୍ତ୍ତା ଦାୟିତ୍ଵ ତୁଲାଇଥିଲେ। ବରୁଆ କାଳିଆ ଝାଂକରଙ୍କ ଦେହରେ ମାଁ ବିରାଜମାନ କରି ଭକ୍ତଙ୍କ ମନୋକାମନା ପୁରାଣ କରିଥିଲେ l ପ୍ରତି ଘରେ 

ମା ସମଲେଶ୍ବରୀଙ୍କୁ ପୂଜାର୍ଚ୍ଚନା କରି ଶ୍ରଦ୍ଧା ସହ ମାଁ ଙ୍କ ନିକଟରେ ନିଜ ନିଜର ଦୁଃଖ ଗୁହାରି କରିଥିଲେ।
ରାତିରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଉଦିଆଁତରା ମହିଳା ଦଣ୍ଡ ନୃତ୍ୟ ଓ କୂରେଫୁଲ ସାଂସ୍କୃତିକ ଅନୁଷ୍ଠାନ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହେବlସହ ଅନ୍ୟ ଦିନ ଗୁଡ଼ିକରେ ଭଜନ ସନ୍ଧ୍ୟା କରାଯାଇଥିଳା। ଭୋଇପୂରା  ଗ୍ରାମ ଓ ଯାଦବ ସମାଜ  ପକ୍ଷରୁ  ଯୁଗାରଯାତ୍ରା ପହଞ୍ଚି ବୋଲି ପୂଜା କମିଟି ସୂତ୍ରରୁ ଜଣା ପଡ଼ିଛି । କମିଟିର ସଭାପତି ରଘୁନାଥ ବିଶ୍ଵାଳ, ସମ୍ପାଦକ ମନୋଜ ବରେଇ ଓ କୋଷାଧ୍ୟକ୍ଷ ଦେବେଶ ପ୍ରଧାନ, ସମସ୍ତ  କର୍ମକର୍ତ୍ତା ଓ  ଗ୍ରାମବାସୀ ସକ୍ରିୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like