-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଅଜଣା ଗାଡି ଧକ୍କାରେ କଲରାପତରିଆ ବାଘର ମୃତ୍ୟୁ

16-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ବନଖଣ୍ଡ ଭଟଲି ବନାଞ୍ଚଳ ଅନ୍ତର୍ଗତ ଲଖନପୁର ରାସ୍ତାରେ ଥିବା  ମୁଣ୍ଡ କଟି ଗ୍ରାମ ନିକଟରେ  ଗୋଟିଏ ଅଜଣା ଗାଡି ଧକ୍କାରେ କଲରାପତରିଆ ବାଘର ମୃତ୍ୟୁ ହୋଇଯାଇଛି । ପ୍ରାପ୍ତ ସୂଚନା ଅନୁଯାୟୀ ଗତକାଲି ମଙ୍ଗଳବାର ଦିନ ପ୍ରାୟ ସଂଧ୍ୟା ୬ଟା ସମୟରେ  ଗାଡି ଧକ୍କାରେ ଗୋଟିଏ ମାଈ କଲରାପତରିଆ ବାଘର ମୃତ୍ୟୁ ହୋଇଯାଇଥିଲା । ଖବର ପାଇ  ବରଗଡ ଆର୍ ଆର୍ ଟି ଦଳ ଘଟଣାସ୍ଥଳକୁ ସଙ୍ଗେ ସଙ୍ଗେ ଯାଇ ମୃତ ବାଘଟିକୁ ଜବତ କରି  ଭଟଲି ବନବିଭାଗ କାର୍ଯ୍ୟାଳୟକୁ ଅଣାଯାଇଥିଲା । ପରଦିନ ସକାଳେ ବରଗଡ ବନଖଣ୍ଡ ଅଧିକାରୀ ବିକ୍ରମଦେବ ପଟ୍ଟନାୟକଙ୍କ ନିର୍ଦ୍ଧେଶକ୍ରମେ ବରଗଡ  ସହକାରୀ ବନ ସଂରକ୍ଷକ ରାଜେନ୍ଦ୍ର କୁମାର ଭୋଇ, ବରଗଡ  ସହକାରୀ ବନ ସଂରକ୍ଷକ ହରମୋହନ ରଥଙ୍କ ଉପସ୍ଥିତିରେ ଭଟଲି ବନାଞ୍ଚଳ ଅଧିକାରୀ ତଥା  ସହକାରୀ ବନ ସଂରକ୍ଷକ ସୁବୋଧ କୁମାର ସାହୁଙ୍କ ତତ୍ୱାବଧାନରେ ଭଟଲି ବ୍ଳକ୍ ପଶୁଚିକିତ୍ସା ଅଧିକାରୀ ଜିତେନ୍ଦ୍ର ମୋହନ ପଣ୍ଡା ତଥା ତାଙ୍କ ଚିକିତ୍ସକ ଦଳ ମୃତ ବାଘଟିର ଶରୀର ପରିମାପ ଓ ଯାଞ୍ଚ କରିବା ପରେ ଶବ ବ୍ୟବଚ୍ଛେଦ କରିଥିଲେ ଓ ଶରୀରର କିଛି ଅଂଶ ପରୀକ୍ଷାଗାରକୁ ପଠାଇବା ପାଇଁ ସଂଗ୍ରହ କରିଥିଲେ ପରେ ବାଘଟିକୁ ଭଟଲି ବନବିଭାଗ କାର୍ଯ୍ୟାଳୟ ପରିସରରେ ସମସ୍ତଙ୍କ ଉପସ୍ଥିତରେ ନିଆଁରେ ପୋଡି ଦିଆଯାଇଥିଲା । ଏହି ଅବସରରେ ବରଗଡ ଉପ ଜିଲ୍ଲପାଳ ପ୍ରସନ୍ନ କୁମାର ପାଣ୍ଡେ, ବରପାଲି ତହସିଲଦାର ରୁକ୍ମଣ ମେହେର, କର୍ଲା ଗ୍ରାମପଞ୍ଚାୟତ ସରପଞ୍ଚ ତନୟା ଭୋଇ, ବିଜୁପଟ୍ଟନାୟକ ପୁରସ୍କାର ପ୍ରାପ୍ତ ବିଶ୍ୱନାଥ ସାହୁ , ଅବସରପ୍ରାପ୍ତ ବନ୍ୟଜନ୍ତୁ ରକ୍ଷକ ମୀନକେତନ ସାହୁ, ପରିବେଶ ବିଶେଷଜ୍ଞ ସଞ୍ଜୟ ଖମାରୀ, ପରିବେଶବିତ୍ ତଥା ପ୍ରକୃତିମିତ୍ର ସୁଶିଲ କୁମାର ସାହୁ, ବନପାଲ ରାଜେନ୍ଦ୍ର କୁମାର ସିଂ, କର୍ଲା ବନପାଲ ପର୍ଶୁରାମ ବେହେରା ଓ ଅନ୍ୟ ସମସ୍ତ ବନ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like