-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ପୁଆ ପେକ୍ସରେ ମହାଦୁର୍ନୀତି: ମୃତ ଚାଷୀଙ୍କ ନାମରେ ଚାଷୀ ଋଣ :ଜିଲ୍ଲାପାଳ ଓ ଡି.ଆର.ଏସ.ଏସ ଙ୍କ ଠାରେ ଅଭିଯୋଗ

16-Oct-2024



ତରଭା(କପିଳାସ ସେଠ )ତରଭା ବ୍ଲକ ପୁଆ ପ୍ରାଥମିକ କୃଷି ସମବାୟ ସମିତି ଲି. ରେ ମୃତ ଚାଷୀଙ୍କ ନାମରେ ଚାଷୀ ଋଣ ହେବା ନେଇ ପୁଆ ଚାଷୀ ମାନେ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଡି. ଆର.ଏସ.ଏସ ଙ୍କ ଠାରେ ଅଭିଯୋଗ ହୋଇଛି l ଚାଷୀଙ୍କ ଅଭିଯୋଗ ଜାଣିବା ଆଜି ବିଜେପି ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ମହେଶ୍ୱର ସାହୁ ତଦନ୍ତ ପାଇଁ ଚାଷୀଙ୍କ ପାଖରେ ପହଞ୍ଚି ସମସ୍ୟା ବୁଝିଲେ। ତରଭା ବ୍ଲକ ପୁଆ ପ୍ରାଥମିକ ସେବା ସମବାୟ ସମିତିରୁ ସଭାପତିଙ୍କ ଇଙ୍ଗିତରେ ପ୍ୟାକ୍ସ ସଂପାଦକ ଏବଂ କର୍ମଚାରୀମାନେ ଚାଷୀଙ୍କୁ ହଇରାଣ କରିବା ସହିତ ଚାଷୀଙ୍କ ଅଜାଣତରେ ଲୋନ୍ କରି ଚାଷୀଙ୍କ ଆକାଉଣ୍ଟରୁ ଉଠାଇନେଇ ଲକ୍ଷଲକ୍ଷ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି । କେବଳ ସେତିକି ନୁହେଁ ଗତ ୮/୧/୨୩ରେ ଟକରଲ୍ଲା ଗ୍ରାମର ମୃତ ଚାଷୀ ଗରିବ ସାହୁ ଓ ଦିବ୍ୟାଙ୍ଗ ରାଜୁ ପଧାନଙ୍କ ନାଁରେ ବି ଲକ୍ଷାଧିକ ଟଙ୍କା ଲୋନ୍ ହୋଇ ଟଙ୍କା  ହଡପହୋଇଛି। ପୁଆ ପ୍ରାଥମିକ ସେବା ସମବାୟ ସମିତି ଅଧିନରେ ଥିବା ଆହୁରି ଶତାଧିକ ଚାଷୀଙ୍କ ଅଜାଣତରେ ତାଙ୍କ ଆକାଉଣ୍ଟରୁ ରୁଣ କରି ଟଙ୍କା ହେରଫେର ହୋଇଥିବା ଅଭିଯୋଗ ହେଉଛି । ରୁଣ ନକରି ରୁଣୀ ହୋଇଥିବା ଚାଷୀ  ଚିନ୍ତାରେ ରହି ବିଭିନ୍ନ ଅଧିକାରୀ ଓ ରାଜ ନେତାଙ୍କ ଦ୍ୱାରସ୍ଥ ହେଉଛନ୍ତି। ପୁଆ ପେକ୍ସରେ ୫୦୭ଜଣ ଚାଷୀଙ୍କ ନାମରେ ଅନ୍ୟମିତତା କରି ଚାଷୀ ଋଣ କରିଥିବାସହ ବର୍ତ୍ତମାନ ୧୦୦ ଜଣ ଚାଷୀ ଦୁର୍ନୀତି ହୋଇଥିବା ଆମ ପାଖରେ ପ୍ରମାଣ ରହିଛି ବୋଲି ଚାଷୀ ହେମନ୍ତ ମାଝୀ, ପ୍ରଶାନ୍ତ ବେଜ ପ୍ରମୁଖ ରାଜ୍ୟ ସଭାପତିଙ୍କ ଠାରେ ଅଭିଯୋଗ କରିଥିଲେ I ପ୍ୟାକ୍ସର ସଭାପତି ଏବଂ ସଂପାଦକ କରିଥିବା ଅନିୟମିତତାରେ ଚାଷୀ ପେଶି ହୋଇ ଯାଇଛି। ପୁଆ ପେକ୍ସରେ ହୋଇଥିବା ଦୁର୍ନୀତି ନେଇ କେତେ ଦିନ ମଧ୍ୟରେ କାର୍ଯ୍ୟlନୁଷ୍ଠାନ ହେବ, ସେନେଇ ଆମ ପ୍ରତିନଧି ପଚାରିବାରୁ ସମୟ କହିବ କାର୍ଯ୍ୟନୁଷ୍ଠାନର ଦିନ, ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିଆକର୍ଷଣ କରାଯିବ ବୋଲି ମତ ରଖିଥିଲେ I ପୁଆ ପେକ୍ସ ସମୁଖରେ ଚାଷୀଙ୍କ ଆଲୋଚନା ସମୟରେ ମହେଶ୍ୱର ସାହୁ, କୃଷକ ମୋର୍ଚ୍ଚା ଉପସଭାପତି ପୁଲିନ ପୃଷ୍ଟି,, ପ୍ରମୋଦ ମହାପତ୍ର, ଅଶୋକ ପୃଷ୍ଟି, ବାବୁଲୁ ବିଶି, କଲ୍ୟାଣ ନାଏକ, ରାଜକିଶୋର ମେଣ୍ଡଳୀ, ଭବାନୀ ପଣ୍ଡାଙ୍କ ସମେତ ସମେତ ବହୁ ନେତା ଉପସ୍ଥିତ ଥିଲେ I ଭିଜିଲାନ୍ସ ତଦନ୍ତ ସହ ଏକ ଉଚ୍ଚସ୍ତରୀୟ ତଦନ୍ତ ଆବଶ୍ୟକ ଥିବା ଜନମତ ପ୍ରକାଶ ପାଇଛି I 
 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like