-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର ଠାରେ ନଭେମ୍ବର ୮ ରେ କୃଷକ ଗର୍ଜନ ସମାବେଶ

16-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ଠାରେ ଚଳିତ ବର୍ଷ ୮ ନଭେମ୍ବର ରେ ହେବ କୃଷକ ଗର୍ଜନ ସମାବେଶ, ସାମିଲ ହେବେ ସଂଯୁକ୍ତ କିସାନ ମୋର୍ଚ୍ଚା ନେତୃମଣ୍ଡଳୀ। ଏହି କାର୍ଯକ୍ରମ କୁ ସଫଳ କରିବା ପାଇଁ ରାଜବୋଡାସମ୍ବର କୃଷକ ସଂଗଠନର ସଭାପତି ପଞ୍ଚାନନ ସାହୁଙ୍କ ସଭାପତିତ୍ୱରେ ଗୋରୁ ବଜାର ପଦ୍ମପୁର ଠାରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଦ୍ୟୁତ ସମସ୍ୟା, ଧାନ ବିକ୍ରି, ଫସଲ ବୀମା, ଇନପୁଟ ସବସିଟି, ବର୍ଷା ଏବଂ ରୋଗପୋକ ପ୍ରସଙ୍ଗରେ ବିସ୍ତୃତ ଭାବେ ଆଲୋଚନା କରାଯାଇଛି । ସଭାରେ ସର୍ବ ସମ୍ମତ କ୍ରମେ ବାର୍ଷିକ ସମାବେଶ କରିବା ପାଇଁ ନିଷ୍ପତ୍ତି ନିଆଯାଉଛି। ଏହି ସମାବେଶ କୁ ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତି ସଦସ୍ୟ ମାନଙ୍କୁ ମଧ୍ୟ ନିମନ୍ତ୍ରଣ କରିବା ପାଇଁ ପ୍ରସ୍ତାବ ପାରିତ ହୋଇଛି। କୃଷକ ଗର୍ଜନ ସମାବେଶରେ ଅନ୍ୟ ବର୍ଷ ପରି ଚଳିତ ବର୍ଷ ମଧ୍ୟ ବିଭିନ୍ନ ସମସ୍ୟା ଲୋକ ଲୋଚନକୁ ଆଣିବା ସହିତ ସରକାର ମାନଙ୍କୁ ଏହି ସମସ୍ୟା ପ୍ରସଙ୍ଗରେ ଅବଗତ କରିବା ଲକ୍ଷ ଅଟେ। ପ୍ରମୁଖ ସମସ୍ୟା ମାନଙ୍କ ମଧ୍ୟରେ ପଦ୍ମପୁର ଅଞ୍ଚଳକୁ ସମ୍ପୂର୍ଣ୍ଣ ଜଳସେଚନ କରିବା, ସ୍ୱାମୀନାଥନ ପ୍ରସ୍ତାବ ଅନୁସାରେ ଫସଲର ମୂଲ୍ୟ ନିର୍ଧାରଣ କରିବା, ସବୁ ଚାଷୀଙ୍କ ଋଣ ଛାଡ଼ କରିବା ଏବଂ ସୁଧ ମୁକ୍ତ ଋଣ ପ୍ରଧାନ କରିବା,ସୁଚାରୁରୂପେ ଧାନ କିଣା ବିକା କରିବା , ୩୦୦ ୟୁନିଟ ବିଦ୍ୟୁତ ସମସ୍ତଙ୍କୁ ମାଗଣା ଦେବା ସହିତ କୃଷି କ୍ଷେତ୍ରରେ ବ୍ୟବହୃତ ବିଦ୍ୟୁତ ବିଲ ଜଳକର ଆଧାରରେ ସ୍ଥିର କରିବା, ଲଘୁ ବନ୍ୟାଜାତ ଦ୍ରବ୍ୟ ର ଉଚିତ ମୂଲ୍ୟ ଏବଂ ବଜାର ବ୍ୟବସ୍ଥା, ୩୦୦୦ ଟଙ୍କା ଭତ୍ତା, ସମ୍ବଲପୁରୀ ଭାଷାକୁ ସାମ୍ବିଧାନିକ ମାନ୍ୟତା ଏବଂ ପଦ୍ମପୁର ଜିଲ୍ଲା ଘୋଷଣା କାର୍ଯ୍ୟକାରୀ କରିବା ପ୍ରସଙ୍ଗ ପ୍ରାୟ ୧୦  ହଜାରରୁ ଉର୍ଦ୍ଧ୍ୱ ଚାଷୀ ସମାବେତ ହେବାର ଆକଳନ କରାଯାଇଛି। ଏହି ପ୍ରସ୍ତୁତି ସଭାରେ ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ର, ଆଇନ ପରାମର୍ଶ ଦାତା ଅଜିତ ଶତପଥୀ ଉପସ୍ଥିତ ଥିବା ବେଳେ ସମାବେଶକୁ ସଫଳ କରିବା ପାଇଁ ୨୧ ଜଣିଆ ନୂତନ ପରିଚାଳନା କମିଟି ଗଠନ କରାଯାଇଛି,ସେମାନଙ୍କ ମଧ୍ୟରେ ରୋହିତ ପଧାନ, କୈଳାସ ବାରିକ, ପରମାନନ୍ଦ ଭୋଇ, ରମେଶ ବରିହା, ହିମାଂଶୁ ପଧାନ, ଅରବିନ୍ଦ ପଣ୍ଡା, ଆନନ୍ଦ ପଧାନ, ପ୍ରସନ୍ନ କୁମ୍ଭାର, ମହେନ୍ଦ୍ର ସାହୁ, ମନବୋଧ ବିଶ୍ୱାଳ, ନିରାକାର ସାହୁ, ପ୍ରକାଶ ଦାସ, ପ୍ରକାଶ ମିଶ୍ର, ନବୀନ ବେହେରା, ଚିତ୍ତରଞ୍ଜନ ପାଣ୍ଡେ, ଅମୃତ ସାହୁ,ହୋତାସନ ବିଶ୍ୱାଳ  ସମେତ ଅନେକ କର୍ମୀ ଯୋଗଦେଇ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like