-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନଭେମ୍ବର ମାସ ୨୯ ତାରିଖରୁ ଆରମ୍ଭ ହେବ ଚତୁର୍ଥ ଭୈରବୀ ମହୋତ୍ସବ, ଆଜି ହେଲା ଶୁଭଖୁଣ୍ଟି ସ୍ଥାପନ

16-Oct-2024



ବୌଦ୍ଧ/ହରଭଙ୍ଗା(ଦେବବ୍ରତ ଦାସ): ବୌଦ୍ଧ ଜିଲ୍ଲାର କଳା ସଂସ୍କୃତି ପରମ୍ପରା ଭକ୍ତି ଏବଂ ଭାବନାର ଅପୂର୍ବ ସମାହୋର ହେଉଛି ବୌଦ୍ଧ ଜିଲ୍ଲାର ଭୈରବୀ ମହୋତ୍ସବ । ବୌଦ୍ଧ ଜିଲ୍ଲାର ଇଷ୍ଟଦେବୀ ମା ଭୈରବୀଙ୍କ ନାମ ରେ ନାମିତ ଭୈରବୀ ମହୋତ୍ସବ। ଚଳିତ ବର୍ଷ ନଭେମ୍ବର ମାସ ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଚତୁର୍ଥ ଭୈରବୀ ମହୋତ୍ସବ। ମହୋତ୍ସବ ପାଇଁ ଆଜି ବୌଦ୍ଧ ବିଧାୟକ ତଥା ଶାସକ ଦଳର ମୁଖ୍ୟ ସଚେତକ ସରୋଜ ପ୍ରଧାନ ଶୁଭଖୁଣ୍ଟି ସ୍ଥାପନ କରିଛନ୍ତି ।

ଚଳିତ ବର୍ଷ ମହୋତ୍ସବ ନଭେମ୍ବର ୨୯ ତାରିଖରୁ ଡିସେମ୍ବର ୪ତାରିଖ ପର୍ଯ୍ୟନ୍ତ ୬ଦିନ ବ୍ୟାପି ହେବାକୁ ଲକ୍ଷ ରଖାଯାଇଛି। ମହୋତ୍ସବ ରେ ପ୍ରତିଦିନ ଜିଲ୍ଲା ଓ ରାଜ୍ୟ ତଥା ରାଜ୍ୟ ବାହାରର କଳାକାର ମାନେ ସଂକୃତିକ କାର୍ଯ୍ୟକ୍ରମ ପରିବେଷଣ କରିବା ସହ ପଲ୍ଲିଶ୍ରୀ ମେଳା ଓ ବାଣିଜ୍ୟ ମେଳା ର ମଜା ନେବା

ସହ ବିଭିନ୍ନ ସାମଗ୍ରୀ କିଣି ପାରିବେ ଦର୍ଶକ । ଅନ୍ୟପଟେ ଭୈରବୀ ମହୋତ୍ସବ ବିଗତ ୩ବର୍ଷ ମଧ୍ୟରେ ବ୍ଲକ ସ୍ତରୀୟ ମହୋତ୍ସବରୁ ଜିଲ୍ଲା ସ୍ତରୀୟ ମହୋତ୍ସବ ରେ ପରିଣତ ହୋଇଛି । ତେଣୁ ଆଗାମୀ ଦିନ ରେ ଏହି ମହୋତ୍ସବ ରାଜ୍ୟସ୍ତରୀୟ ମହୋତ୍ସବ ରେ ପରିଣତ ହେବ ବୋଲି ବୌଦ୍ଧ ବିଧାୟକ କହିଛନ୍ତି । ଏହି କାର୍ଯ୍ୟକ୍ରମ ରେ ଭୈରବୀ ମହୋତ୍ସବ କମିଟି ର ସଭାପତି ଅଶୋକ କୁମାର ଅଗ୍ରୱାଲଙ୍କ ସମେତ ସମସ୍ତ କମିଟି ସଦସ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like