-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମସିଣାଗୋରା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ପୁର୍ବ ଛାତ୍ରଛାତ୍ରୀ ଆଚାର୍ଯ୍ୟ ଏକତ୍ରୀକରଣ କାର୍ଯ୍ୟକ୍ରମ

16-Oct-2024



କଣ୍ଟାମାଳ
ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକର ଖୁଣ୍ଟିଗୋରା ପଞ୍ଚାୟତର ମସିଣାଗୋରା ସ୍ଥିତ  ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର   ପରିସରରେ ସଭାପତି ଦିଗାମ୍ବର ସାହୁ ଙ୍କ ଅଧ୍ୟକ୍ଷତା ରେ ପୂର୍ବ ଛାତ୍ର ଛାତ୍ରୀ ଓ ଆଚାର୍ଯ୍ୟ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶିକ୍ଷା ବିକାଶ ସମିତି ଓଡିଶାର ବୌଦ୍ଧ ଜିଲ୍ଲା ପ୍ରମୁଖ କlର୍ତ୍ତିକେଶ୍ଵର ବେହେରା  ଦୀପ ପ୍ରଜ୍ଵଳନ କରି ଉଦ୍ଘାଟନ  କରିଥିଲେ । ମୁଖ୍ୟବକ୍ତା ଭାବେ କଣ୍ଟାମାଳ ସଙ୍କୁଳ ପ୍ରମୁଖ ତଥା ଅବସରପ୍ରାପ୍ତ ଅଧ୍ୟାପକ ସନ୍ତୋଷ କୁମାର ବିଶି ଉପସ୍ଥିତ ରହି ସ୍ବାବଲମ୍ବୀ ଭାରତ ଗଠନ ରେ ପୂର୍ବଛାତ୍ରଛାତ୍ରୀଙ୍କ ଭୂମିକା ବିଷୟରେ ମାର୍ଗଦର୍ଶନ ପ୍ରଦାନ କରିଥିଲେ।ସମ୍ମାନିତ ଅତିଥିଭାବେ କଣ୍ଟାମାଳ ସଙ୍କୁଳ ସଂଯୋଜକ ଭଗବାନ ମନହିରା , ବିଦ୍ୟୁତ୍ ପରିଷଦ ସଭାପତି ଦୁର୍ଗାଚରଣ ଚାଉଳିଆ , ବିଦ୍ୟୁତ ପରିଷଦ ସମ୍ପାଦକ ଛବିଚନ୍ଦ୍ର ଗୁରୁ , ସଦସ୍ୟା ଲକି ସାହୁ ଉପସ୍ଥିତ  ରହିଥିଲେ   ।ପ୍ରଧାନ ଆଚାର୍ଯ୍ୟ ସୁଶାନ୍ତ ସାହୁ ଅତିଥି ପରିଚୟ କରିଥିବା ବେଳେ ବୌଦ୍ଧିକ ପ୍ରମୁଖ ସନ୍ଧ୍ୟାରାଣୀ ମନହିରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ପୂର୍ବଛାତ୍ର ପରିଷଦ ଗଠନ  କରାଯାଇଥିଲା ଓ ଶିଶୁ ଭଉଣୀ ମାନେ ନୃତ୍ୟ ପରିବେଷଣ କରିଥିଲେ । ୭୦ ଜଣ ପୂର୍ବ ଛାତ୍ରଛାତ୍ରୀ ଭାଇ ଭଉଣୀ ୩ ଜଣ ପୂର୍ବ ଆଚାର୍ଯ୍ୟ ଉପସ୍ଥିତ ରହିଥିଲେ  ।   କୋଷାଧ୍ୟକ୍ଷ  ମନ୍ଦରଧର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରଥମେ ପୁରାତନ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପରିଚୟ ପ୍ରଦାନ ସହ ଅନୁଷ୍ଠାନ ପ୍ରତି ନିଜର କର୍ତ୍ତବ୍ୟ ଏବଂ ଉନ୍ନତି ପାଇଁ ଆଲୋଚନା ହୋଇଥିଲା। ଆଚାର୍ଯ୍ୟ ଶ୍ରୀକାନ୍ତ କୁଦେଇ , ରୋଶନ ସାହୁ , ନେପାଳ ପ୍ରଧାନ , ରାଜକୁମାର ରଣା ଆଚାର୍ଯ୍ୟl ,ଝରଣା ପ୍ରଧାନ , ମମିତା ରଣା , ବେଦମତି କୁଦେଇ ,ସୁରୁସୂତା ଭୋଇ ସ୍ୱାଗତିକା ନାଗ  ସହଯୋଗ କରିଥିଲେ। ପରିଚାଳନା ସମିତି କାର୍ଯ୍ୟକର୍ତ୍ତାଙ୍କ ସହ କେତେକ ଅଭିଭାବକ ଉପସ୍ଥିତ ରହି  ଉତ୍ସlହିତ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like