-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜୈବ ବିବିଧତା ଉତ୍ସବ ବିଶ୍ୱାଖଦ୍ୟ ଦିବସ ୨୦୨୪ ଉତଯାପିତ

16-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲାର ପବିତ୍ର ନୃସିଂହନାଥ ପରିସରରେ ବିଶ୍ଵ ଖାଦ୍ୟ ଦିବସ ଅବସରରେ ଜୈବ ବିବିଧତା ଉତ୍ସବ ବୁଧବାର ଉତଯାପିତ ହୋଇଯାଇଛି। ଦୁଇ ଦିନ ଧରି ଚାଲିଥିବା ଏହି ଉତ୍ସବ ପାଇକମାଲ ଅହିଂସା କ୍ଳବ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି।ଏ ନେଇ ଅନୁଷ୍ଠିତ ସଭାରେ ଡୋଲାମଣି ମହାପାତ୍ର ସଭାପତିତ୍ବ କରିଥିବା ବେଳେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ।ସେହିପରି ମୁଖ୍ୟ ବକ୍ତା ଭାବେ ପଦ୍ମଶ୍ରୀ ହଳଧର ନାଗ, ସମ୍ମାନିତ ଅତିଥି ଭାବେ ଏ.ଡି.ଓ. ପ୍ରଭାସ କୁମାର ପଣ୍ଡା,ଡି.ପି.ସି.ୱାସାନ ସବ୍ୟସାଚୀ ହନୁମାନ,ଯାଦବ ନିଲି ଠାକୁର,ଦିନେଶ ବାଲମ,ସମାଜ ସେବୀ ତଥା ପ୍ରକୃତି ବନ୍ଧୁ ବଡ଼ ଶତପଥି, ସ୍କିମ ଅଫିସର ଅଞ୍ଜନ କୁମାର ନାୟକ, ବି.ଏ.ଓ. ସୋମନାଥ ମହାପାତ୍ର,ଜିଲ୍ଲା ପରିଷଦ ସଦସ୍ୟ ସୁରେନ୍ଦ୍ର ପ୍ରତାପ ସିଂ ବରିହା,ସରୋଜ ସାମଲ,ରାମ କୁମାର ଗୁପ୍ତା ପ୍ରମୁଖ ଅତିଥି ଭାବରେ ଯୋଗଦେଇ ବିଶ୍ଵ ଖାଦ୍ୟ ଦିବସ ଅବସରରେ ଅମୃତର ସନ୍ତାନ ଅମୃତ ଖାଇବା ବଦଳରେ ପରୋକ୍ଷରେ ବିଷ ଖାଉଛେ,ଯେଉଁ ଜିନିଷ କୁ ନେଇ  ଅନ୍ନ ଉପାର୍ଜନ ହେଉଛି,ଅଧିକରୁ ଅଧିକ ଉପାର୍ଜନ ହେବ ବୋଲି ସାର ରୂପକ ବିଷ ପ୍ରୟୋଗ କରୁଛି।

ଏଣୁ ଜୈବିକ ପଦ୍ଧତିରେ ଅନ୍ନ ଉପାର୍ଜନ କଲେ ବିଷ ବଦଳରେ ଅମୃତ ଖାଇବାକୁ ମିଳିବ ବୋଲି ଅତିଥି ମତ ପ୍ରକାଶ କରିଥିଲେ। ବିଶ୍ଵ ତାପ ନିୟନ୍ତ୍ରଣ ପାଇଁ ସମସ୍ତେ ବୃକ୍ଷ ଲଗାଇବା ପାଇଁ ପ୍ରକୃତି ବନ୍ଧୁ ଶ୍ରୀ ଶତପଥି ମତବ୍ୟକ୍ତ କରିବା ସହ ଏଅବସରରେ ମୁଖ୍ୟ ଅତିଥି ସାଂସଦ ଶ୍ରୀଯୁକ୍ତ ପୁରୋହିତଙ୍କୁ ଗୋଟିଏ ବୃକ୍ଷ ପ୍ରଦାନ କରିଥିଲେ।ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ବିଶିଷ୍ଟ କୃଷକ ନେତା ସରୋଜ ମହାନ୍ତି ।ସଭା ପରିଚାଳନା କରିଥିଲେ ଶିବ ପ୍ରସାଦ ସାହୁ। ୨ୟ ଅଧିବେଶନରେ ଡୋଳାମଣି ମାହାରଙ୍କ ପରିଚାଳନାରେ ବିଭିନ୍ନ ସ୍କୁଲ କଲେଜର କୃତି ଛାତ୍ର ଛାତ୍ରୀ,କୃଷକ,ସ୍ଵୟଂ ସହାୟିକା ଗୋଷ୍ଠୀ ତଥା ଯମୁନା କନ୍ଧୁଣି ବାଳିକା ଉଚ୍ଚ ବିଦ୍ୟାଳୟଳର ନୃତ୍ୟରେ ଭାଗ ନେଇଥିବା ଛାତ୍ରୀ ମାନଙ୍କୁ ଅତିଥି ମାନେ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରିଥିଲେ।ଏଥିସହ ଅହିଂସା କ୍ଳବ ପକ୍ଷରୁ ଗୁଲ୍ଜି କୁଦୋ ଜୈବିକ ପଦ୍ଧତିରେ ଚାଷ କରିବା ପାଇଁ ଚାଷୀ ମାନଙ୍କୁ ସରକାର ପ୍ରୋତ୍ସାହନ ଦେବା ପାଇଁ ସାଂସଦ ପୁରୋହିତଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ଦାବୀ ପତ୍ର ପ୍ରଦାନ କରିଥିଲେ।ଶେଷରେ ନୀଳମଣି ପୁରୋହିତ ଧନ୍ୟବାଦ ଅର୍ପଣ କରୁଥିବା ବେଳେ ଗୌରଚନ୍ଦ୍ର ସାହୁ ପ୍ରମୁଖ ବିଭିନ୍ନ କାର୍ଯ୍ୟରେ ସହଯୋଗ କରିଥିଲେ। ପ୍ରାୟ ହଜାର ହଜାର ସଂଖ୍ୟାରେ ମହିଳା ଓ ପୁରୁଷ ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like