-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରାସ୍ତା ପାର୍ଶ୍ଵରେ ଥିବା ଶନି ମନ୍ଦିରକୁ ଧକ୍କା ଦେଇ ଭାଙ୍ଗି ଦେଲା ହାଇୱା ଟ୍ରକ୍, ଦୁର୍ଘଟଣାରେ ଚାଳକ ଗୁରୁତର

17-Oct-2024



ବଲାଙ୍ଗୀର(ପ୍ରେରଣା ଖବର): ଆଜି ଭୋର୍ ୫ ଟା ସମୟରେ ସମ୍ବଲପୁର ପଟୁ ଆସୁଥିବା ଏକ ୧୬ ଚକିଆ ବେଦାନ୍ତ କମ୍ପାନୀ ର ହାଇୱl ଟ୍ରକ(ଓ ଆର୧୫ ଭି ୫୨୯୯୯)ଦୁର୍ଘଟଣାଗ୍ରସ୍ତ ହୋଇଛି l ସ୍ଥାନୀୟ ମହାଦେବ ମନ୍ଦିର ପାର୍ଶ୍ଵରେ ଥିବା ଶନି ମନ୍ଦିରକୁ ଏହି ଟ୍ରକ୍ ଟି ଧକ୍କା ଦେବା ଯୋଗୁଁ ଶନି ମନ୍ଦିର ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି l ଟ୍ରକ୍ ର ସାମ୍ନା ଭାଗ ଭାଙ୍ଗିଯାଇ ଥିବା ବେଳେ ଏଥିରେ କେହି ମୃତାହତ ହୋଇନାହାନ୍ତି l ଦୁର୍ଘଟଣାରେ ଗାଡି ଚଳାଉଥିବା ଡ୍ରାଇଭର୍ତେ ଜଣକ ଗୁରୁତର ଆହାତ ହୋଇଥିବା ଜଣାପଡିଛି l ତେବେ  ବେପରୁଆ

ଗାଡି ଚାଳନା ଓ ଅସାବଧାନତା ଯୋଗୁଁ ବାହାର ଜିଲ୍ଲାରୁ ଆସୁଥିବା ଏହି ଭାରି ଯାନ ଗୁଡ଼ିକ ଦୁର୍ଘଟଣାଗ୍ରସ୍ତ ହୋଇ କେତେବେଳେ ଧାର୍ମିକ ଅନୁଷ୍ଠାନ ତ କେତେବେଳେ ସରକାରୀ ସମ୍ପତ୍ତିକୁ ନଷ୍ଟ କରୁଛନ୍ତି l ବଲାଙ୍ଗୀର ସହର ଦେଇ  ଭୋରରୁ ଅତିକ୍ରମ କରୁଥିବା ଏହି ଭାରି ଯାନ ଲୋକଙ୍କ ମାଧ୍ୟରେ ଭୟର ବାତାବରଣ ଖେଳିଯାଇଛି l ଦୁର୍ଘଟଣା ପରେ ପୋଲିସ ଓ

ଅଗ୍ନିଶମ ବିଭାଗର ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି l ପୋଲିସ ଗାଡିକୁ ଅଟକ ରଖିଛି l ରାସ୍ତା ପାର୍ଶ୍ଵରେ ଥିବା ଏହି ପବିତ୍ର ପୀଠ ତଥା ଲୋକଙ୍କ ଧାର୍ମିକ ବିଶ୍ଵାସ ର ପ୍ରତୀକ ଶନି ମନ୍ଦିରକୁ ଧକ୍କା ଦେଇ ନଷ୍ଟଭ୍ରଷ୍ଟ କରିଦେବା ଘଟଣାକୁ ବଲାଙ୍ଗୀରର ଅଗଣିତ ଭକ୍ତ ଓ ଶ୍ରଦ୍ଧାଳୁ ନିନ୍ଦା କରିବା ସହ ଦୋଷୀ ଗାଡି ଡ୍ରାଇଭର୍ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି l 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like