-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

କାର୍ତ୍ତିକ ବ୍ରତ ପାଇଁ ଶ୍ରୀମନ୍ଦିରରେ ପ୍ରସ୍ତୁତି: ଏହି ଦ୍ବାର ଦେଇ ପ୍ରବେଶ କରିବେ ଭକ୍ତ

17-Oct-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳ): ଦିନକ ପରେ ଧର୍ମ ମାସ ‘କାର୍ତ୍ତିକ’ ଆରମ୍ଭ ହୋଇଯିବ। ଶ୍ରଦ୍ଧାଳୁମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିବେ। ଜୀବନକୁ ଭକ୍ତିମାର୍ଗରେ ନିୟୋଜିତ କରିବେ। ନାମ-ସଂକୀର୍ତ୍ତନରେ ଅଧିକ ସମୟ ବିତାଇବେ। ଗୋଟିଏ ଓଳି ଖାଇ ମହାପ୍ରଭୁଙ୍କ ନିକଟରେ ଲୟ ରଖିବେ। କାର୍ତ୍ତିକ ବ୍ରତ ପାଇଁ ଧର୍ମାନୁଷ୍ଠାନ ଗୁଡ଼ିକରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏହାରି ମଧ୍ୟରେ ବିଶ୍ବ ପ୍ରସିଦ୍ଧ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା ଲାଗୁ କରାଯାଇଛି।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆସନ୍ତା ୧୮ ତାରିଖ ଠାରୁ କେବଳ ୨ଟି ଦ୍ବାର ଦେଇ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ସିଂହଦ୍ବାର ଓ ପଶ୍ଚିମ ଦ୍ବାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ ପାଇଁ ଶ୍ରଦ୍ଧାଳୁମାନଙ୍କୁ ଅନୁମତି ମିଳିବ। ଶ୍ରଦ୍ଧାଳୁମାନେ ସିଂହଦ୍ବାର ବ୍ୟତୀତ ଅନ୍ୟ ୩ ଦ୍ବାରରେ ପ୍ରସ୍ଥାନ କରିପାରିବେ ବୋଲି କୁହାଯାଉଛି। ହିନ୍ଦୁ ଧର୍ମରେ କାର୍ତ୍ତିକ ମାସକୁ ଏକ ପବିତ୍ର ମାସ ଭାବେ ଗଣାଯାଏ। କାର୍ତ୍ତିକ ମାସରେ ମହିଳାମାନେ ହବିଷ ବ୍ରତ ପାଳନ କରିଥାନ୍ତି। ପ୍ରାୟତଃ ପୁରୀ ଯାଇ ସେଠାରେ ଦୀର୍ଘ ଏକ ମାସ ରହି ଏହି ବ୍ରତ ପାଳନ କରିଥାନ୍ତି। ପ୍ରତ୍ୟେକ ଦିନ ବଡ଼ିଭୋରୁ ଉଠି ନିତ୍ୟକର୍ମ ସାରି ସମସ୍ତ ମନ୍ଦିର ବୁଲି ଦିଅଁ ଦର୍ଶନ କରିବା ସହ ସକାଳ ଆଳତି ଦର୍ଶନ କରିଥାନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like