-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||     

HOME   ଜିଲ୍ଲା

ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ପୋଲସରା ବିଧାୟକ

05-Jan-2021



ପୋଲସରା, (ଡ଼ଃ.କୁମୁଦ ଚନ୍ଦ୍ର ବେହେରା)ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବ୍ଲକର ପାଣ୍ଡିରିପଡ଼ା ଗ୍ରାମ ପଞ୍ଚାୟତ ସଭା ଗୃହରେ ଜାନୁଆରୀ ୫ ତାରିଖ ଦିନ ଗୋଷ୍ଠୀ ଉନ୍ନୟନ ଅଧକାରୀ ଶମ୍ଭୁନାଥ ନନ୍ଦୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇ ଲୋକମାନଙ୍କ ବିଭିନ୍ନ ଅଭାବ ଅସୁବିଧାର ଅଭିଯୋଗ ଗ୍ରହଣ କରି ସମାଧାନ କରିଥିଲେ। ଅଭିଯୋଗ ଗୁଡ଼ିକ ମଧ୍ୟରେ ଭତ୍ତା,ରାସନ କାର୍ଡ଼, ବିଭିନ୍ନ ପ୍ରକଳ୍ପ ବିଷୟ ରହିଥିବା ବେଳେ ଆଇନ ଅନୁଯାୟୀ ଭତ୍ତା ଓ ରାସନ କାର୍ଡ଼ କାର୍ଯ୍ୟକାରୀ କରିବା ସହ ପାଞ୍ଚାୟତର ବିଭିନ୍ନ ଆବଶ୍ୟକ ପ୍ରକଳ୍ପ ତୁରନ୍ତ କାର୍ଯ୍ୟକାରୀ କରାଯିବ ବୋଲି ବିଧାୟକ ପ୍ରତିଶ୍ରୁତି ପ୍ରଦାନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷା ସଂଯୁକ୍ତା ବାଡ଼ତ୍ୟା, ସହକାରୀ ଯନ୍ତ୍ରୀ ଗୋପାଳ କୃଷ୍ଣ ଗୌଡ଼, ଅନ୍ୟାନ୍ୟ ବ୍ଲକ କର୍ମଚାରୀ ବୃନ୍ଦ, ଜିଲ୍ଲା ପରିଷଦ ସଦସ୍ୟ, ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ସଭ୍ୟ ସଭ୍ୟା, ବରିଷ୍ଠ ନାଗରିକ ଓ ସାଧାରଣ ଜନତା ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   20-Aug-2026
  ଜିଲ୍ଲା  
*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   20-Aug-2026
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026

You Might Also Like