-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଧଉରାବନ୍ଦାର ଦଶହରାରେ ବରୁଆ ଯାତ୍ରା ଏକ ନିଆରା

17-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବରପାଲି ବ୍ଳକ୍ ଅନ୍ତର୍ଗତ ଧଉରାଖନ୍ଦା ଗ୍ରାମରେ ଗତ ତା୧୩ରୁ ୧୫ତାରିଖ ପର୍ଯ୍ୟନ୍ତ ଦଶହରା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ୧୩ତାରିଖ ର ୨ଟା ରେ ଖଣ୍ଡାଧୁଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଇଥିଲା ଓ ଅପରାହ୍ନ ୩ଟା ସମୟରେ ଜଗତ ଜନନୀ ମାଁ ଦୂର୍ଗା ଙ୍କ ବରୁଆ ଗ୍ରାମ ପରିକ୍ରମା କରି ଭକ୍ତ ମାନଙ୍କୁ ଆଶିର୍ବାଦ ଦେଇଥିଲେ ।
ସନ୍ଧ୍ୟାରେ ଗାଁ ର ଗୈାଉନ୍ତିଆ ସୁଶାନ୍ତ ଦାଶ ଦୁଲ୍‌ଦୁଲି ବାଦ୍ୟ ସାହାଯ୍ୟରେ ବନଦୂର୍ଗା ମନ୍ଦିର କୁ ଯାଇ ପୁଜା କରି ସାରି ଗ୍ରାମର ପରିକ୍ରମା ସହିତ ଖଣ୍ଡା ପୂଜା କାର୍ଯ୍ୟ ସମାପନ କରିଥିଲେ । ସନ୍ଧ୍ୟାରେ ତରଣି ସେନ୍ ଜେନା ଓ ଭରତ ନାଏକ ଙ୍କ ସନ୍ଜୋଜନା ରେ ଛୋଟ ବଡ ବାଳକ ବାଳିକା ମାନଙ୍କର ସମଲପୁରି ନାଚ  ହୋଇଥିଲା । ରାତ୍ରି ୮ଟା ସମୟ ରେ ରାବଣ ଦରବାର ଅନୁଷ୍ଠିତ ହୋଇଇଥିଲା।
ରାବଣ ଦରବାର କୁ ଗ୍ରାମ ଗୈାଉନ୍ତିଆ କ୍ଷିରୋଦ୍ର ଦାଶ ଦରବାର କୁ ଉଦ୍ ଘାଟନ କରିଥିଲେ । ଦ୍ବିତୀୟ ଦିନର ସନ୍ଧ୍ୟାରେ ରାବଣ ଦରବାର କୁ ପୁର୍ବ ତନ ମନ୍ତ୍ରୀ ରିତା ସାହୁ ଓ ସମାଜସେବୀ ଟିକାୟତ ମହତ୍ତମ୍  ଅତିଥି ଭାବରେ ଯୋଗଦେଇ ଥିଲେ ଓ ରାତ୍ରି ୧୧ଟା ସମୟରେ ମାଁ ପାର୍ବତୀ ଗଣନାଟ୍ୟ ସରକଣ୍ଡା ଦ୍ବାରା ସାମାଜିକ ନାଟକ ଅନୁଷ୍ଠିତ ହୋଇଇଥିଲା। ଏଠାରେ ଉଲ୍ଲେଖଯୋଗ୍ୟ ଯେ ଧଉରାଖନ୍ଦା ଏଇ ନିଆରା ପରମ୍ପରା ଦଶହରାଯାତ୍ରା। ମାଁ ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ଦଶମୀ ତିଥିରେ ସମାପନ ହୋଇଥାଏ ହେଲେ ଧଉରାବନ୍ଦ ଗ୍ରାମରେ ଦଶମୀ ତିଥିରେ ମାଁ ଦଶଭୁଜା ଙ୍କ ପୂଜା ଅର୍ଚ୍ଚନା ସହିତ ବରୁଆ ଯାତ୍ରା କେଉଁ ଆବାହମାନ କାଳରୁ ପାଳନ ହୋଇ ଆସୁଛି।
ତୃତୀୟ ଦିନରେ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ମାଁକୁ ଦର୍ଶନ ନିମନ୍ତେ ଗ୍ରାମକୁ ଆସିଥିଲେ ଓ ରାବଣ ଦରବାର ରେ ଶ୍ରୀଯୁକ୍ତ ବିରସେନ୍ ସାହୁ, ଶ୍ରୀଯୁକ୍ତ ଗୁରୁ ମେହେର, ଶ୍ରୀଯୁକ୍ତ ମହାଦେବ ପ୍ରଧାନ, ଶ୍ରୀଯୁକ୍ତ ସୁବାଷ ମଟାରି ଅତିଥି ଭାବେ ନିମନ୍ତ୍ରିତ ହୋଇଥିଲେ। ଏହି କାର୍ଯ୍ୟକ୍ରମକୁ ସର୍ବଶ୍ରୀ:-ସୁବଲ ନାଏକ,ରାଜେଶ ବିଭାର , ପାଣ୍ଡବ ବିଭାର, ସୁବାଷ ପାତ୍ର, ଷଷ୍ଠୀ ନାଏକ, ବିପିନ ନାଏକ,ଶେଷ ବାଗ,ଧୃବ ଦାଶଙ୍କ ସହିତ ଗ୍ରାମର ସମସ୍ତ ବ୍ୟକ୍ତିଙ୍କ ସହଯୋଗରେ ଗ୍ରାମର ଦଶହରା ଯାତ୍ରା ସମାପନ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like