-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||     

HOME   ରାଜ୍ୟ

ମିଛୁଆ ଅରୁଣ ବ୍ରୋଥାଙ୍କୁ SIT ମୁଖ୍ୟ ରୁ ରାଜ୍ୟ ସରକାର ବହିଷ୍କାର କରନ୍ତୁ : ସମୀର ମହାନ୍ତି

05-Jan-2021



ଭୁବନେଶ୍ୱର,(ଶୁଭାଶିିଷ ନାୟକ) :ପରୀ ହତ୍ୟାକାଣ୍ଡରେ ମନ୍ତ୍ରୀ ଅରୁଣ ସାହୁଙ୍କୁ ସୁରକ୍ଷା ଦେବା ଲାଗି ଏସଆଇଟି ମୁଖ୍ୟ ଅରୁଣ ବ୍ରୋଥା ତଦନ୍ତକୁ ଦିଗହରା କରିଥିଲେ ବୋଲି ବିଜେପି ଅଭିଯୋଗ କରିଛିଭୁ  l ବନେଶ୍ୱ ରାଜ୍ୟର ବହୁ ଚର୍ଚ୍ଚିତ ପରୀ ହତ୍ୟାକାଣ୍ଡରେ ମନ୍ତ୍ରୀ ଅରୁଣ ସାହୁଙ୍କୁ ସୁରକ୍ଷା ଦେବା ଲାଗି ଏସଆଇଟି ମୁଖ୍ୟ ଅରୁଣ ବ୍ରୋଥା ତଦନ୍ତକୁ ଦିଗହରା କରିଥିଲେ । ତଦନ୍ତର ନିରପେକ୍ଷତାକୁ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହେଉଥିଲା । ଆଜି ସରୋଜ ସେଠୀଙ୍କୁ ମାନ୍ୟବର ପୋସ୍କୋ କୋର୍ଟ ନାବାଳକ ବୋଲି କହିଛନ୍ତି । ମାନ୍ୟବର କୋର୍ଟଙ୍କ ଶୁଣାଣୀ ପରେ ଅରୁଣ ବ୍ରୋଥା ମିଛୁଆ ବୋଲି ପ୍ରମାଣିତ ହୋଇଛନ୍ତି । ଏସଆଇଟିର ମୁଖ୍ୟ ଭାବେ ଅରୁଣ ବ୍ରୋଥା ନ୍ୟାୟିକ ପ୍ରକ୍ରିୟାକୁ ପ୍ରତାରଣା କରି ମିଥ୍ୟା ତଥ୍ୟ ସବୁ ଦେଇଥିବାରୁ ରାଜ୍ୟ ସରକାର ତୁରନ୍ତ ଅରୁଣ ବ୍ରୋଥାଙ୍କୁ ଏସଆଇଟି ମୁଖ୍ୟ ପଦବୀରୁ ବହିଷ୍କାର କରନ୍ତୁ ବୋଲି ବିଜେପି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଦାବି କରିଛନ୍ତି ।

ଅରୁଣ ବ୍ରୋଥା ପ୍ରଥମ ଦିନରୁ ତଦନ୍ତକୁ ବାଟମଣା କରିବା ପାଇଁ ଯେଉଁ ସ୍କ୍ରିପ୍ଟ ଲେଖିଥିଲେ ତାହା ଆଜି ମାନ୍ୟବର କୋର୍ଟ ପ୍ରମାଣିତ କରିଛନ୍ତି । ପରୀ ସମେତ ରାଜ୍ୟର ଗତ ୨ ବର୍ଷରେ ନିଖୋଜ ହୋଇଥିବା ୫୫୦୩ ଶିଶୁଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ସିବିଆଇକୁ ତଦନ୍ତ ଭାର ଦିଅନ୍ତୁ ବୋଲି ଶ୍ରୀ ମହାନ୍ତି ଦାବି କରିଛନ୍ତି । ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ମୁଖପାତ୍ର ଠାକୁର ରଂଜିତ ଦାସ ଓ ମହିଳାମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   20-Aug-2026
  ଜିଲ୍ଲା  
*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   20-Aug-2026
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026

You Might Also Like