-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ଯାଦବ ମହାସଭାର ବାର୍ଷିକୋତ୍ସବ ପାଳିତ*- *ଯୋଗଦେଲେ ପରିଚିତ ବିଧାୟକ ଲକ୍ଷ୍ମଣ ବାଗ*-

17-Oct-2024



(ମନୋରଞ୍ଜନ ତ୍ରିପାଠୀ )
ପବିତ୍ର ଆଶ୍ବିନ ପୁର୍ଣିମା ଅବସର ରେ ପ୍ରତି ବର୍ଷପରି ଚଳିତ ବର୍ଷ ମଧ୍ୟ ସୁବର୍ଣ୍ଣପୁର  ଜିଲ୍ଲା ଯାଦବ ସମାଜର ବାର୍ଷିକ ଉତ୍ସବ ସ୍ଥାନୀୟ ସମେଲେଇ ମନ୍ଦିର ପରିସର ରେ ଅନୁଷ୍ଠିତ ହୋଇଯାଇଛି ା ଏଥିରେ ପ୍ରଥମେ  ମାଁ ବୁଢିସମଲେଇ ମନ୍ଦିର ରୁ ଏକ ପାରମ୍ପାରିକ ବାଡିଖେଳ ର ଏକ ବିରାଟ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ସମଲେଇ ମନ୍ଦିର ରେ ପହଂଚିଥିଲେ ା ପରେ ମାଁ ସମଲେଶ୍ବରିଙ୍କ ପୂଜାର୍ଚ୍ଚନା ପରେ ମନ୍ଦିର ପରିସରରେ ଏକ ସଭା ଆୟୋଜିତ ହୋଇଯାଇଛି ା ଏହିଉତ୍ସବରେ ଜିଲ୍ଲା ସଭାପତି ତପନ ଜୁଆଡି ଙ୍କ ଅଧ୍ୟକ୍ଷତାରେ  ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଯୋଗଦେଇ ଯାଦବ ସମାଜ ସମଗ୍ର ମାବଜାତିରଏକ ଶ୍ରେଷ୍ଠ ସମାଜବୋଲି ଅଭିହିତ କରିଥିବା ବେଲେ ରାଜ୍ୟରେଥିବା ସମସ୍ତ ଯାଦବ ସମାଜର ଉନ୍ନତି କାମନା କରିଥିଲେ ା ସେହିପରି ସୁବର୍ଣ୍ଣପୁର ଜିଲ୍ଲାପରିଷଦ ଅଧ୍ୟକ୍ଷା ସୂପାରଠେଲା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଯାଦବ ସମାଜର ମହିଳା ମାନଂକୁୁ ସମାଜର ମୁଖ୍ୟ ସ୍ରୋତ ରେ ସାମିଲ ହେବାପାଇଁ ପ୍ରବର୍ତ୍ତାଇ ଥିଲେ । ଏହିଉତ୍ସବରେ ପଡୋଶି ବରଗଡ,ସମ୍ବଲପୁର ବଲାଙ୍ଗିର, ବୌଦ୍ଧ ଆଦି ଜିଲ୍ଲାର ସଭାପତି ମାନେ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିବା ବେଳେ ଜିଲ୍ଲାର ଛଅଗୋଟି ବ୍ଲକର ସଭାପତି, ଉପସଭାପତି ଓ ସମ୍ପାଦକ ମାନେ ଯୋଗଦେଇ ଯାଦବ ସମାଜରେ ଥିବା ବିଭିନ୍ନ ପ୍ରକାର କୁସଂସ୍କାର କୁ ପ୍ରତିହତ କରିବା ସହିତ ସମାଜରେ ଥିବା ଅବହେଳିତ ପରିବାର ସମୂହକୁ ସମାଜରମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଓ ଜିଲ୍ଲା ଯାଦବ ସମାଜ ପକ୍ଷରୁ ସହଯୋଗ କରିବା ପାଇଁ ପ୍ରତିବଦ୍ଧ ଥିବା କହିଥିଲେ ା ଏହିସଭାରେ ବୃନ୍ଦାବନ ଦୀପ ସଭାପରିଚାଳନା କରିଥିବା ବେଳେ ସୋନପୁର ଯୁବ ଯାଦବ ସଭାପତି ସୁରେଶ ଷlଣ୍ଢ ଧନ୍ୟବାଦ୍ ଦେଇଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ  ଜିଲ୍ଲା ଯାଦବ ସମାଜର ସହରାଞ୍ଚଳ ସଭାପତି ପ୍ରପୁଲ୍ଲ ନାଏକ, ସମ୍ପାଦକ ପୀତବାସ ଭୋଇ, ରୁତୁରାଜ ବାଘ,ପ୍ରକାଶ ହାତି, ରଂଜନ ଠେଲା, ଗଣପତି ବାଘ, ପୂର୍ବତନ ଜିଲ୍ଲା ସଭାପତି ମନବୋଧ ଭୋଇ, କୃଷ୍ଣକୁମାର ବାଘ, ଚିତ୍ତରଞ୍ଜନ ଭୋଇ, ଦୁର୍ବାଦଳ ନାଏକ, ପୃଥ୍ୱୀରାଜ ବାଗ, ପଞ୍ଚାନନ ନାଏକ, ଅରବିନ୍ଦ ଭୋଇ, ସତ୍ୟନାରାୟଣ ବାଗ, ନନ୍ଦିକିଶୋର ଭୋଇ,ମନୋଜ ଯୁଆଡି, ସଦାନନ୍ଦ ଥପା ,ସଦାନନ୍ଦ ଜାଲ, ପ୍ରମୁଖ ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like