-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମୁର୍ଷୁଣ୍ଢୀ ଗଜଲକ୍ଷ୍ମୀ ପୂଜାରେ ମୁରାସୁର ଦରବାର ଉଦଘାଟିତ

17-Oct-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଠାରେ ଗୁରୁବାର ଠାରୁ ଆରମ୍ଭ ହୋଇ ଯାଇଛି ୪୨ତମ ଗଜଲକ୍ଷ୍ମୀ ପୂଜା। ଏହି ଅବସର ରେ ମୁରାସୁର ଦରବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି। ଗଜଲକ୍ଷ୍ମୀ ପୂଜା କମିଟୀର ଉପ ସଭାପତି ଧନଞ୍ଜୟ ସାହୁ ଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ସ୍ଥାନୀୟ ସରପଞ୍ଚ ମନୋଜ କୁମାର ସାହୁ ମୁଖ୍ୟ ଅତିଥି ଏବଂ ସମିତି ସଭ୍ୟା ରୀତା ଗର୍ଡିଆ ଓ ବରିଷ୍ଠ ବିଜେଡି ନେତା ସତ୍ୟଞ୍ଜିବ ମିଶ୍ର ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ମୁରାସୁର ଦରବାର କୁ ଉଦଘାଟନ କରିଛନ୍ତି।ଏହି ଅବସର ରେ ଅତିଥି ମାନେ ମୁର୍ଷୁଣ୍ଢୀ ଗଜଲକ୍ଷ୍ମୀ ପୂଜା କମିଟୀର କର୍ମକର୍ତ୍ତା ଙ୍କ ପ୍ରଚେଷ୍ଟା କୁ ପ୍ରଶଂସା କରିଥିଲେ। ଏହି ଯାତ୍ରାର ଉତ୍ତୋରତ୍ତର କାମନା କରିବା ସହିତ ସବୁ ପ୍ରକାର ସହାୟତା ପ୍ରଦାନ କରିବାକୁ କହିଥିଲେ। ଅତିଥି ମାନଙ୍କୁ ଉତ୍ତରୀୟ ଓ ସ୍ମୃତି ଫଳକ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା।

ଏହି ଅବସର ରେ ମୁର୍ଷୁଣ୍ଢୀ ଗଜଲକ୍ଷ୍ମୀ ପୂଜା ଆରମ୍ଭ କରିଥିବା ଗ୍ରାମର ପାଞ୍ଚ ଜଣ ବରିଷ୍ଠ ନାଗାରୀକ ଙ୍କୁ ଆୟୋଜକ ଙ୍କ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା।ପରେ ପରେ ମୁକ୍ତାକାଶ ରଙ୍ଗମଞ୍ଚରେ  ଆରମ୍ଭ ହୋଇଥିଲା  ପୌରାଣିକ କଥାବସ୍ତୁ ଉପରେ ଆଧାରିତ ଲିଳା ନାଟକ। ନାଟ୍ୟାଭିକ୍ରମରେ କର୍ଣ୍ଣାଟ ପ୍ରଦେଶରେ ମୁରାସୁର ର ରାଜ୍ୟଭିଶେକ, କଣ୍ଠ ,ବିକଣ୍ଠ ଙ୍କୁ ସେନାପତି ଭାବେ ନିଯୁକ୍ତି, ମୁରାସୁର ର ସ୍ବର୍ଗପୁର ଆକ୍ରମଣ ଏବଂ ଦେବରାଜ ଇନ୍ଦ୍ର ଙ୍କୁ ପରାସ୍ତ ଆଦି ପର୍ଯ୍ୟାୟ କ୍ରମେ ପରିବେଷଣ ହୋଇଥିଲା। ଏଥିରେ ମୁରାସୁର ଭୁମିକାରେ ଅନ୍ତର୍ଡା,ବିନିକା ର ଗୋପାଳ ପଣ୍ଡା ମୁରାସୁର ଭୁମିକାରେ ଅଭିନୟ କାରୁଥିବା ବେଳେ କଣ୍ଠ ଭୂମିକାରେ ଲକ୍ଷିନ୍ଦ୍ର ଭୋଇ,ବିକଣ୍ଠ ଦେବାନନ୍ଦ ଭୋଇ ଏବଂ କିରଟୀ ମିଶ୍ର,ସୁନିଲ ରାଏ ଓ ଅନନ୍ତ ପ୍ରଧାନ ଦେବତା ମଣ୍ଡଳୀ ଭୂମିକାରେ ଅଭିନୟ କରୁଛନ୍ତି । ଏହା ସହିତ ମଞ୍ଚରେ ସମ୍ବଲପୁରୀ, ଆଧୁନିକ ଓ ଦଲଗତ ଲୋକନୃତ୍ୟ ପରିବେଷଣ ହେଉଛି। ଏହା ଦେଖିବାକୁ ସହସ୍ରାଧିକ ଦର୍ଶକ ଙ୍କ ସମାଗମ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like