-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପ୍ୟାକ୍ସରେ କୃଷି ଋଣ ଜାଲିଆତିରେ ତତ୍କାଳୀନ ସରକାର ଏବଂ ପ୍ୟାକ୍ସ କର୍ମଚାରୀ ଜଡିତ* - - *ବିକଳାଙ୍ଗ ଓ ଭୁତ ଙ୍କ ଟଙ୍କା ଖାଇବାରେ ମାହିର ଥିଲା ବିଜେଡି*-- *ତଦନ୍ତ ଦାବୀ କଲା ବିଜେପି କୃଷକ ମୋର୍ଚ୍ଚା*

18-Oct-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପୁଆ ପ୍ୟାକ୍ସରେ କୃଷି ଋଣ ଜାଲିଆତିରେ ତତ୍କାଳୀନ ବିଜେଡି ସରକାର ଏବଂ ପ୍ୟାକ୍ସ କର୍ମଚାରୀ ଜଡିତ ବୋଲି ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ  ସର୍କିଟ ହାଉସରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରାଯିବା ସହ ଏହାର ତଦନ୍ତ ଦାବି କରାଯାଇଛି । ପୁଆ ପ୍ୟାକ୍ସରେ କୃଷି ଋଣ ଜାଲିଆତି ହୋଇଥିବା ଅଭିଯୋଗ ମିଳିବା ପରେ ମଙ୍ଗଳବାର ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ସଭାପତି ମହେଶ୍ୱର ସାହୁଙ୍କ ନେତୃତ୍ୱରେ ଏକ ଟିମ କ୍ଷେତ୍ର ପରିଦର୍ଶନରେ ଯାଇଥିଲେ । ପୁଆ ପ୍ୟାକ୍ସରେ ଶତାଧିକ ଚାଷୀଙ୍କ ନାମରେ ଋଣ ଜାଲିଆତି କରାଯାଇ ଉଠାଣ ହୋଇଥିବା କ୍ଷେତ୍ର ପରିଦର୍ଶନରେ ଜଣାପଡି ଥିବା ସାମ୍ବାଦିକ ସମ୍ମିଳନୀରେ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ଗତ କାଲି ସୂଚନା ଦିଆଯାଇଛି । ପୁଆ ଗ୍ରାମର ଗରିବ ସାହୁ ୨୦୨୩ରେ ମୃତ୍ୟୁ ବରଣ କରି ସାରି ଥିବାବେଳେ ତାଙ୍କ ନାମରେ ୨୦୨୪ରେ ୯୪ ହଜାର ୫୦୦ ଟଙ୍କା ଜାଲିଆତି କରି ଋଣ ଉଠାଯାଇଥିବା ସୂଚନା ଦିଆଯାଇଛି । ସେହିପରି ପୁଆ ଗ୍ରାମର ଜଣେ ଦିବ୍ୟାଙ୍ଗ ରାଜୁ ପ୍ରଧାନଙ୍କ ନାମରେ ୨୦୧୯ରେ ୫୦ ହଜାର ଟଙ୍କା କୃଷି ଋଣ ମଞ୍ଜୁର ହୋଇଥିବାବେଳେ ତାଙ୍କୁ ପ୍ୟାକ୍ସ କର୍ତୃପକ୍ଷ ମାତ୍ର ୨୦ ହଜାର ଟଙ୍କା ଏବଂ ୮ ବସ୍ତା ସାର ଦେଇଥିବା କ୍ଷେତ୍ର ପରିଦର୍ଶନ ସମୟରେ ଜଣା ପଡ଼ିଥିବା ସୂଚନା ଦିଆଯାଇଛି । ଏପରିକି ଦିବ୍ୟାଙ୍ଗ ରାଜୁ ତାଙ୍କ ନାମରେ ୧ ଲକ୍ଷ ୬୯ ହଜାର ଟଙ୍କା ଋଣ ହୋଇଥିବା ନେଇ ଗତ ଅଗଷ୍ଟ ୨୮ ତାରିଖରେ ଜାଣିବାକୁ ପାଇଥିଲେ । ଏସମ୍ପର୍କରେ ଚାଷୀମାନେ ଗତ ୩ ତାରିଖରୁ ଜିଲ୍ଲାପାଳ ଏବଂ ଡିଆରସିଏସ ଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ଜିଲ୍ଲା ପ୍ରଶାସନ କୁମ୍ଭକର୍ଣ୍ଣ ନିଦ୍ରାରେ ରହିଥିବାରୁ ତଦନ୍ତ ଯେତିକି ଆଗେଇବା କଥା ଆଗେଇ ନାହିଁ ବୋଲି ଅଭିଯୋଗ କରିଛି ବିଜେପି କୃଷକ ମୋର୍ଚ୍ଚା । କ୍ଷେତ୍ର ପରିଦର୍ଶନ ପରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟି ଘଟଣାର ତଦନ୍ତକୁ ତ୍ୱରାନ୍ୱିତ କରିବା ନେଇ ଆଲୋଚନା ହୋଇଥିବା ସୂଚନା ଦିଆଯାଇଛି । ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଏବଂ ସମବାୟ ମନ୍ତ୍ରୀଙ୍କୁ ଅବଗତ କରାଯିବ ବୋଲି ସୂଚନା ଦିଆଯାଇଛି  । ରାଜ୍ୟ ଡବଲ ଇଞ୍ଜିନ ସରକାର ତାର ପ୍ରତିଶୃତି ପାଳନ କରିଛି । ଚଳିତ ଖରିଫ ଧାନ କ୍ରୟ ସମୟରୁ ଚାଷୀଙ୍କୁ ଧାନ କ୍ୱିଣ୍ଟାଲ ପିଛା ୩୧୦୦ଟଙ୍କା ଚାଷୀଙ୍କୁ ମିଳିବ ବୋଲି ସୂଚନା ଦିଆଯାଇଛି । ପୁଆ ପ୍ୟାକ୍ସ ଘଟଣା ଏକ ସ୍ପର୍ଶକାତର ବିଷୟ ହୋଇଥିବାରୁ ଏହାର ବିଧିବଦ୍ଧ ତଦନ୍ତ କରି ଜିଲ୍ଲା ପ୍ରଶାସନ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ସଭାପତି ମହେଶ୍ୱର ସାହୁ,ଜିଲ୍ଲା ବିଜେପି ସଭାପତି ପ୍ରମୋଦ ମହାପାତ୍ର, ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ପୁଲିନ ପୁହାଣ,ରାଜ୍ୟ କୃଷକ ମୋର୍ଚ୍ଚା ସଂଯୋଜକ ମଧୁସୂଦନ ଶର୍ମା, ଅଶୋକ ପୃଷ୍ଟି ପ୍ରମୁଖ ସୂଚନା ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like