-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପୋଲିସ ମହା ନିର୍ଦେଶକ ୱାଇ ବି ଖୁରାନିଆ ବୌଦ୍ଧ ଜିଲ୍ଲା ଗ୍ରସ୍ତ

18-Oct-2024



ବୌଦ୍ଧ(ଦେବବ୍ରତ ଦାଶ): ମାଓ ମୁକ୍ତ ହେବ ବୌଦ୍ଧ ଜିଲ୍ଲା । ସୂଚନା ଦେଲେ ପୋଲିସ ମହା ନିର୍ଦେଶକ ୱାଇ ବି ଖୁରାନିଆ । ସୂଚନା ମୁତାବକ ଗତ କାଲି କନ୍ଧମାଳ ଓ ଆଜି ବୌଦ୍ଧ ଜିଲ୍ଲା ଗ୍ରସ୍ତରେ ଆସିଛନ୍ତି ପୋଲିସ ମହା ନିର୍ଦେଶକ ୱାଇ ବି ଖୁରାନିଆ । ବୌଦ୍ଧ ଜିଲ୍ଲା ଗ୍ରସ୍ତ ରେ ଆସି ସେ ମାଓ ପ୍ରବଣ ଥାନା ଓ ଜିଲ୍ଲାରେ ଥିବା BSF ସହ SOG କ୍ୟାମ୍ପ କୁ ପରିଦର୍ଶନ କରି ସେଠାରେ କର୍ମଚାରୀ ଙ୍କ ସହିତ ଆଲୋଚନା କରିଥିଲେ । ଆଗାମୀ ଦିନ ରେ ଆଣ୍ଟି ନକ୍ସଲ ଅପରେସନ ଜୋରଦାର ହେବ । ଏଥି ପାଇଁ ଆଜି ବୌଦ୍ଧ ଏସି ଙ୍କ କାର୍ଯ୍ୟାଳୟ ରେ ଦୀର୍ଘ ୪ରୁ ୫ ଘଣ୍ଟା କାଳ ଦୁର୍ଦ୍ଧଦ୍ଵାର ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକ ରେ ପୋଲିସ ମହା ନିର୍ଦେଶକ ୱାଇ ବି ଖୁରାନିଆ ଙ୍କ ସମେତ ଆଇଜି ଓପ୍ରେସନ ଜୟ ନାରାୟଣ ପଙ୍କଜ ଡି ଆଇ ଜି ,ଏସ ଆଇ ଡବ୍ଲୁ କନବର, ବିଶାଲ ସିଂହ ଦକ୍ଷିଣା ଅଞ୍ଚଳ ଡି ଆଇ ଜି ସାର୍ଥକ ସଡ଼ଙ୍ଗୀ , ବୌଦ୍ଧ ଏସ ପି ନାଗେଶ୍ୱର ଦେବାରକୋଣ୍ଡା ଉପସ୍ଥିତ ଥିଲେ । ବୈଠକ ରେ ମାଓ ଦମନ ଏବଂ ଜିଲ୍ଲାର ଆଇନ ସୃଙ୍ଖଳା ପରିସ୍ଥିତି ନେଇ ଜ଼ୀଲ୍ଲା ପୋଲିସ କାର୍ଯ୍ୟାଳୟ ରେ ସମୀକ୍ଷା ହୋଇଛି । ଅନ୍ୟପଟେ ଜିଲ୍ଲାରୁ ସମ୍ପୂର୍ଣ୍ଣ ଗଞ୍ଜେଇ ଚାଷ ସଫା ହେବା ଏଥିପାଇଁ ବୌଦ୍ଧ ଜିଲ୍ଲାପାଳ ,ବନବିଭାଗ ଓ ଅବକାରୀ ବିଭାଗ ସହ ଆଲୋଚନା କରାଯାଇଛି ଆଗାମୀ ଦିନରେ ମିଳିତ ଭାବେ ଗଞ୍ଜା କିଲ୍ଲ ଅପରେସନ କରାଯିବ । ସେହିପରି ଆରକ୍ଷୀ ବିଭାଗରେ ଖାଲିଥିବା ସମସ୍ତ ପଦପି ଖୁବଶୀଘ୍ର ପୂରଣ କରାଯିବ । ଜିଲ୍ଲାର ସମସ୍ତ ସମସ୍ୟା ନେଇ ଆଲୋଚନା ହୋଇଛି ଭୁବନେଶ୍ୱର ଫେରିବା ପରେ ସମସ୍ତ ଅସୁବିଧା ସମାଧାନ ପାଇଁ ପ୍ରୟାସ କରିବି ବୋଲି ପୋଲିସ ମହା ନିର୍ଦେଶକ ୱାଇ ବି ଖୁରାନିଆ କହିଛନ୍ତି । ଆଜିର ଏହି DGP ଙ୍କ ସମୀକ୍ଷା ବୈଠକରେ ଅପରେସନ ଆଇଜି ଜୟନାରାୟଣ ପଙ୍କଜ, ସ୍ବତନ୍ତ୍ର ଗୁଇନ୍ଦା DIG କନୱର ବିଶାଳ ସିଂ, ଦକ୍ଷିଣାଞ୍ଚଳ DIG ସାର୍ଥକ ଷଡ଼ଙ୍ଗୀ ଓ ବୌଦ୍ଧ ଏସପି ନାଗରାଜ ଦେବାରକୋଣ୍ଡା ଙ୍କ ସମେତ ସମସ୍ତ ଥାନା ଅଧିକାରୀ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like