-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଏସୟୁଜେ ର ରାଜ୍ୟ କାର୍ଯ୍ୟକାରୀ ସଭାପତି ଭାବେ ବରିଷ୍ଠ ସାମ୍ବାଦିକ କୀର୍ତିଚନ୍ଦ୍ର ସାହୁଙ୍କୁ ଦାୟିତ୍ବ ପ୍ରଦାନ

18-Oct-2024



ଭୁବନେଶ୍ବର (ପ୍ରେରଣା ଖବର): ଏସୟୁଜେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଗୋଦାବରୀଶ ସାହିତ୍ୟ ସଂସଦ ଠାରେ ଅନୁଷ୍ଠିତ ହୋଇଯାଇଛି। ସଂଗଠନକୁ ସୁଦୃଢ କରିବା ପାଇଁ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତି ନିଆଯାଇଛି। କାର୍ଯ୍ୟକାରୀ ସଭାପତି ଭାବେ କୀର୍ତିଚନ୍ଦ୍ର ସାହୁଙ୍କୁ ଦାୟିତ୍ବ ଦେବାକୁ  ସର୍ବସମ୍ମତିକ୍ରମେ ଦାୟିତ୍ଵ ଦିଆଯିବାକୁ ନିଷ୍ପତି ନିଆଗଲା। ସେହିପରି କୋଷାଧ୍ଯକ୍ଷ ଭାବେ ଟୁନା ଜେନା ଓ ରାଜ୍ୟ କମିଟି ସଦସ୍ୟଭାବେ  ଗଂଜାମ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ଲୋକନାଥ କର ଙ୍କୁ ରାଜ୍ୟ କମିଟିର  ସଦସ୍ୟ ଭାବେ  ଗ୍ରହଣ କରିବାକୁ ନିଷ୍ପତ୍ତି  ନିଆଗଲା। ଏହାସହ ସଭ୍ୟପଦ ନବୀକରଣ, ନୂତନ ସଭ୍ୟ ସଂଗ୍ରହ, ଅକ୍ଟୋବର ୨୫ରୁ ଡିସେମ୍ବର ୧୫ ମଧ୍ୟରେ  ଜିଲ୍ଲା କମିଟି ଗଠନ, ଡିସେମ୍ବର ମାସ ସୁଦ୍ଧା ନୂତନ ପରିଚୟ ପତ୍ର ବଣ୍ଟନ କରାଯିବା ପାଇଁ ନିଷ୍ପତ୍ତିଗ୍ରହଣକରାଗଲା। ଓଡିଶା  ରାଜ୍ୟରୁ ଜାତୀୟ  କମିଟିକୁ ସଦସ୍ୟ ଭାବେ ୩୬ଜଣଙ୍କ ନାମ ମନୋନୟନ କରି ପଠାଇବାକୁ ନିଷ୍ପତ୍ତି ନିଆଗଲା l
ଜାତୀୟ କାର୍ଯ୍ୟକାରିଣୀ କମିଟି ପାଇଁ ସଦସ୍ୟ ଚୟନ ଦାୟିତ୍ବ  ରାଜ୍ୟ  ସଭାପତି ଓ ସାଧାରଣ ସମ୍ପାଦକଙ୍କୁ ଦାୟିତ୍ବ ଦିଆଗଲା  ଭୁବନେଶ୍ବରରେ ରାଜ୍ୟ କାର୍ଯ୍ୟାଳୟ ଖୋଲିବାକୁ ନିଷ୍ପତି ନିଆଗଲା । 
 ଏସୟୁଜେ ସାମ୍ବାଦିକ  ସଂଗଠନକୁ ସୁଦୃଢ଼ କରିବା ପାଇଁ  ଓ ସଂଗଠନର ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସଭାପତି କୈଳାଶ ନାୟକଙ୍କୁ ଆଗାମୀ ୩ ବର୍ଷ  ପାଇଁ ପୁନର୍ବାର ସଭାପତି ଦାୟିତ୍ବ ବହନ କରିବା ପାଇଁ କମିଟି ପକ୍ଷରୁ ସର୍ବସମ୍ମତି ନିଷ୍ପତି ନିଆଗଲା l  କୋରାପୁଟ ଜିଲ୍ଲାର  ଜୟପୁର ଠାରେ ଆସନ୍ତା ଡିସେମ୍ବର ୮ତାରିଖ

ଦିନ ରାଜ୍ୟ କାର୍ଯ୍ୟକାରିଣି   ସମାବେଶ ଆୟୋଜନ କରିବାକୁ ନିଷ୍ପତି ନିଆଗଲା ।ଜିଲ୍ଲା କମିଟି ପୁର୍ନଗଠନ ପରେ ରାଜ୍ୟ ସ୍ତରୀୟ ସମାବେଶ କରିବାକୁ ଗୁରୁତ୍ବ ଦିଆଯାଇଥିଲା । ପ୍ରତ୍ୟେକ ବର୍ଷ ଫେବୃୟାରୀ ୧ ରୁ  ୧୦ ତାରିଖ ମଧ୍ୟରେ ରାଜ୍ୟ ସ୍ତରୀୟ ସମାବେଶ କରିବାକୁ ଆଲୋଚନା ହୋଇଥିଲା ।
ରାଜ୍ୟ ସଭାପତି କୈଳାସ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ  ବୈଠକରେ ରାଜ୍ୟ ସାଧାରଣ ସମ୍ପାଦକ 
ପ୍ରଶାନ୍ତ କୁମାର ପାଢୀ, ଏନୟୁଜେ ଆଇର ଜାତୀୟ ସମ୍ପାଦକ ବବୁଲ ସିଂ, କଲ୍ୟାଣପାଣ୍ଠି ଅଧ୍ୟକ୍ଷ ଗଗନ ବିହାରି ସାହୁ, ଟ୍ରିବୁନାଲ ଅଧ୍ୟକ୍ଷ ସନ୍ତୋଷ କୁମାର ମିଶ୍ର, ଉପସଭାପତି ବାସୁଦେବ ତ୍ରିପାଠୀ,  ରାଜ୍ଯ ସମ୍ପାଦକ ମହେନ୍ଦ୍ର କୁମାର ଦର୍ଜି, ସଂଗଠନ ସମ୍ପାଦକ ସନ୍ତୋଷ କୁମାର ସ୍ବାଇଁ,ସମ୍ପାଦକ ହେମାଙ୍ଗ ପ୍ରସାଦ ରାଉଳ,ଶିବାସିଷ ମହାନ୍ତି ଜାତୀୟ କମିଟି ସଦସ୍ୟ ପ୍ରୟାଗରାଜ କର, ମନୋରଂଜନ ପାଣି ଙ୍କ ସମେତ  ରାଜ୍ୟ ଓ ଜାତୀୟ କାର୍ଯ୍ୟକାରୀ  କମିଟି ସଦସ୍ୟମାନେ ଉପସ୍ଥିତ ଥିଲେ । ସେହିଭଳି ବଲାଙ୍ଗୀର ଜିଲ୍ଲାରୁ ଜିଲ୍ଲା ସାଧାରଣ ସମ୍ପାଦକ ଶରତ ମହାକୁଡ ଓ ଜିଲ୍ଲା ସମ୍ପାଦକ ରଘୁ ନନ୍ଦନ ସିଂହ ଉପସ୍ଥିତ ରହି ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like