-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ରୌପ୍ୟ ଜୟନ୍ତୀ ସମାରୋହ ବ୍ଲକ ସ୍ତରରୁ ଆରମ୍ଭ ହେବ ପଏଁରୀ ତିହାର

18-Oct-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ଚଳିତ ବର୍ଷ ରୌପ୍ୟ ଜୟନ୍ତୀ ସମାରୋହ ମହା ଆଡମ୍ବରେ ପାଳନ କରିବ । ସେଥିପାଇଁ ଅନୁଷ୍ଠାନର ସଂପାଦକ ଚୌଧୁରୀ ବିଭାରଙ୍କ ଆବାହକରେ ଏବଂ ସଭାପତି ଶ୍ରୀ ଲଡୁକିଶୋର ମଲ୍ଲିକଙ୍କ ସଭାପତିତ୍ୱରେ ବିଭିନ୍ନ କାର୍ଯ୍ୟକ୍ରମ ପ୍ରସ୍ତୁତି ଉପରେ ଏହି ବୈଠକରେ ଆଲୋଚନା ହୋଇଥିଲା । ପ୍ରଥମେ ୬ ଟି ବ୍ଲକରୁ ଆସିଥିବା ବ୍ଲକ କଳା ସଂସ୍କୃତି ସଂଘର ଉପ-ସଭାପତି ମାନଙ୍କୁ ସ୍ୱାଗତ ସର୍ମଦ୍ଧନା ଦିଆଯାଇଥିଲା । ଜିଲ୍ଲାର ସମସ୍ତ ଲୋକକଳା ଓ କଳାକାର ମାନେ କିପରି ତାଙ୍କର ପାରମ୍ପରିକ ଲୋକକଳା ପ୍ରର୍ଦଶନ କରିପାରିବେ ସେ ବିଷୟରେ ବିଶେଷ ଭାବରେ ଆଲୋଚନା ହୋଇଥିଲା । ପ୍ରଥମେ ଜିଲ୍ଲାର ୬ ଟି ବ୍ଲକରେ ପଏଁରୀ ତିହାର ଆୟୋଜନ କରାଯାଉ ବୋଲି ବ୍ଲକ ସଭାପତି ମାନେ ପ୍ରସ୍ତାବ ରଖିଥିଲେ । ବ୍ଲକ କଳା ଓ ସଂସ୍କୃତି ସଂଘର ଉପ ସଭାପତି ମାନଙ୍କ ଅନୁରୋଧ କ୍ରମେ ନଭେମ୍ବର ୧୭ ରେ ତରଭା ବ୍ଲକ, ନଭେମ୍ବର ୨୪ରେ ଡୁଙ୍ଗୁରିପାଲି ବ୍ଲକ, ଡିସେମ୍ବର ୧ରେ ବିନିକା ବ୍ଲକ, ଡିସେମ୍ବର ୮ରେ ଉଲୁଣ୍ଡା ବ୍ଲକ, ଡିସେମ୍ବର ୧୫ ରେ ସୋନପୁର ବ୍ଲକ ଓ ଡିସେମ୍ବର ୨୨ରେ ବିଏମପୁର ବ୍ଲକ ମାନଙ୍କରେ ଆୟୋଜନ ହେବ ପଏଁରୀ ତିହାର । ଏବଂ ପ୍ରତି ବ୍ଲକରୁ ୩୦୦ ଲୋକକଳାକାର ଭାଗ ନେବେ ଜାନୁୟାରୀ ମାସ ୧ ରୁ ୩ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ପଏଁରୀ ତିହାର-୨୦୨୫ । ଜିଲ୍ଲା ସ୍ତରୀୟ ପଏଁରୀ ତିହାରରେ ବିଭିନ୍ନ ଜିଲ୍ଲାରୁ ତଥା ଜିଲ୍ଲା ବାହାର ଆସାମ, ହରିଆଣା, ମଧ୍ୟପ୍ରଦେଶର, କଲିକତା ଓ ଛତିଶଗଡର କଳାକାରମାନେ ତାଙ୍କର ନୃତ୍ୟ ଓ ଗୀତ ପରିବେଷଣ କରିବେ ବୋଲି ସଂପାଦକ ଚୌଧୁରୀ ବିଭାର ସୂଚନା ଦେଇଥିଲେ । ଯେଉଁ ମାନେ କଳା ସଂସ୍କୃତି ପାଇଁ ଜୀବନ ବ୍ୟାପି ସାଧନା କରିଛନ୍ତି ସେମାନଙ୍କୁ ପଏଁରୀ ସମ୍ମାନରେ ସମ୍ମାନିତ କରାଯିବ । ଅନୁଷ୍ଠାନର ବରିଷ୍ଠ ସଦସ୍ୟ ଓ ସଦସ୍ୟା ମାନଙ୍କୁ ମଧ୍ୟ ଅନୁଷ୍ଠାନ ତରଫରୁ ସମ୍ମାନିତ କରାଯିବ । ଏହି ବୈଠକରେ ଉପଦେଷ୍ଠା ଶ୍ରୀବତ୍ସ ମଲ୍ଲିକ ଓ ଅଭିମନ୍ୟୁ କୁଶଳ ସହିତ ବ୍ଲକ କଳା ଏ ସଂସ୍କୃତି ସଂଘର ଉପ ସଭାପତି ଶ୍ରୀ ମାନଭଂଜନ ମିଶ୍ର, ତରଭା ବ୍ଲକ, ଶ୍ରୀ ରମେଶ ପ୍ରଧାନ, ଡୁଙ୍ଗୁରିପାଲି ବ୍ଲକ, ଶ୍ରୀ ନନ୍ଦକାହ୍ନା ପୁଝାରୀ, ସୋନପୁର ବ୍ଲକ, ଶ୍ରୀ ନିରାକାର ଦେହେରୀ, ବିନିକା ବ୍ଲକ, ଶ୍ରୀ ଶ୍ୟାମ ସୁନ୍ଦର ସୁନା, ଉଲୁଣ୍ଡା ବ୍ଲକ, ଶ୍ରୀ ରାମକୃଷ୍ଣ ହୋତା, ବିଏମପୁର ବ୍ଲକ ସହିତ ଅନୁଷ୍ଠାନର ଉପ ସଭାପତି ଶ୍ରୀ ପ୍ରଫୁଲ୍ଲ ନାଏକ, ସହ-ସଂପାଦକ ପୃଥିରାଜ ବାଗ, କୋଷାଧ୍ୟକ୍ଷ ସୁଶାନ୍ତ ସାହୁ, କାର୍ଯ୍ୟକାରୀ ସଦସ୍ୟ ଗୋପାଳ ମେହେର, ସନ୍ତୋଷ କୁମାର ପାଢୀ, ସୋମ୍ୟରଂଜନ ସେଠି, ଅମିତ ସାହୁ, ରୋହନ ସାହୁ, ମହାଦେବ ବେହେରା, ଗୋକୁଳ ମାଝି, ଭୁଷଣ ଦେହୁରୀ, ବୌରାଗି ବାଘ, ଶ୍ରୀଧର ପେରା, ଶିଦ୍ଧେଶ୍ୱର ରାଜହଂସ, ଲଲିତ ମେହେର, ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ । ଶେଷରେ ଉପ ସଭାପତି ଶ୍ରୀ ପ୍ରଫୁଲ୍ଲ କୁମାର ନାଏକ ଧନ୍ୟବାଦ୍ୟ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like