-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ବିଜେପୁରରେ ଅନୁଷ୍ଠିତ ହେବାକୁ ଥିବା ପବିତ୍ର କାଳୀପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ

18-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ସ୍ଥିତ ବସଷ୍ଟାଣ୍ଡ ଠାରେ ଦିର୍ଘ ୧୯ ବର୍ଷ ହେଲା କାଳୀପୂଜା ପାଳିତ ହୋଇ ଆସୁଅଛି। ଚଳିତ ବର୍ଷ ଖୁବ୍ ଆଡ଼ମ୍ବର ପୂର୍ଣ୍ଣଭାବେ ମାଁ କାଳୀଙ୍କ ପୂଜା ପାଳନ କରିବାପାଇଁ କମିଟି ପକ୍ଷରୁ ଜୋରଦାର ଉଦ୍ୟମ ଲାଗିରହିଥିବା ବେଳେ, ପୂଜା ଆରମ୍ଭରୁ ଅଦ୍ୟାବଧି ଯାଏଁ କର୍ତ୍ତା ଭାବେ ଶ୍ରୀଯୁକ୍ତ ଜୟକୃଷ୍ଣ ଡନସନା ଦିର୍ଘ ୧୯ ବର୍ଷ ହେଲା ଦାୟିତ୍ଵ ତୁଲାଇ ଆସୁଛନ୍ତି।ରାତ୍ର ଆଠ ଘଟିକା ସମୟରେ କୂଳ ପୁରୋହିତ ପଣ୍ତିତ କିଶୋର ଚନ୍ଦ୍ର ପୂଜାରୀ ପୂଜକ ଭାବେ ଦାୟିତ୍ୱ ନିର୍ବାହ କରି ଶୁଭ ସ୍ତମ୍ଭ ସ୍ଥାପନ କରିଥିଲେ।ଏହି ଶୁଭ ସ୍ତମ୍ଭ ସ୍ଥାପନ କାର୍ଯ୍ୟକ୍ରମରେ ସ୍ଥାନୀୟ ମାନ୍ୟବର ବିଧାୟକ ତଥା ବିଜେପୁର ଜମିଦାର ଶ୍ରୀମାନ ସନତ କୁମାର ଗଡତୀୟା ଯୋଗଦାନ କରି ମାଁ କାଳୀଙ୍କ ପୂଜା ପାର୍ବଣ ଆଡ଼ମ୍ବର ପୂର୍ଣ୍ଣି ଭାବେ ପାଳନ ସହ ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ କମିଟୀର ସମସ୍ତ ସଦସ୍ୟଙ୍କୁ ଅନୁରୋଧ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like