-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ଦ୍ୱାରି ଗ୍ରାମରେ ଝାଡା ବାନ୍ତି କୁ ନେଇ ବିଶେଷଜ୍ଞ ଙ୍କ ଦ୍ୱାରା ପରୀକ୍ଷା ଗାର କୁ ପଠାଗଲା ଜଳ

18-Oct-2024



ବରଗଡ଼/ଅମ୍ବାଭୋନା:(ନିରଞ୍ଜନ ତ୍ରିପାଠୀ) ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଦ୍ୱାରି ଗ୍ରାମରେ  ଦ୍ୱାରିକାଧିଶ ଉଚ୍ଚ ବିଦ୍ୟାଳୟ ଠାରେ ଭୁକ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଦ୍ୱାରା ଶିବିର କରାଯାଇ ଦ୍ଵାରୀ ଗ୍ରାମର ଡ଼ାଇରିଆ ପୀଡ଼ିତ ମାନଙ୍କର ଚିକିତ୍ସା କରାଯାଇଛି। ଏହା ପାଇପ ଯୋଗେ ପାଣି ଆସୁଥିବା ପାଇପ ଫାଟି ପାଣି ଲିକ ହୋଇ ଦୂଷିତ ପାଣି ଆସୁଛି ବୋଲି ଶୁଣାଯାଉଥିଲା। ଦ୍ଵାରୀ ଗ୍ରାମକୁ ମାନ୍ୟବର ଭଟଲି ବିଧାୟକ ଶ୍ରୀଯୁକ୍ତ ଇରାସିସ ଆଚାର୍ଯ୍ୟ ମଧ୍ୟ ଆସି ସମୀକ୍ଷା କରି ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଏ ନେଇ ଆଜି ଜିଲ୍ଲା ଜଳ ପରୀକ୍ଷା ଗାର ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଆସି ଦ୍ଵାରୀ ଗ୍ରାମର ନଳକୂପ ମାନଙ୍କର ଜଳ ଓ ବିଭିନ୍ନ କୂଅ ମାନଙ୍କର ଜଳ ସଂଗ୍ରହ କରିଥିଲେ। ଜଳ ବିଶେଷଜ୍ଞ ମାନଙ୍କ ଦ୍ୱାରା ପରୀକ୍ଷା କରାଯିବା ନେଇ ସୂଚନା ରହିଛି। ଆଗରୁ ଯେହେତୁ ଝାଡା ବାନ୍ତିରେ ଆକ୍ରାନ୍ତ ହୋଇ ଚାରି ଜଣ ମୃତ୍ୟୁ ବରଣ କରିଥିବାରୁ ଦ୍ଵାରୀ ଗ୍ରାମବାସୀ ଆତଙ୍କରେ ରହିଥିଲେ। ଜଳ ସଂଗ୍ରହ ବେଳେ ଜଳ ବିଶେଷଜ୍ଞ,ପଞ୍ଚାୟତ ସ୍ତରୀୟ ଏମ ବି କେ, ସି ଆର ପି ଓ ଆଶା କର୍ମୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like