-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ମୁର୍ଷୁଣ୍ଢୀ ଗଜଲକ୍ଷ୍ମୀ ପୂଜା ଅବସରରେ ଚକ୍ଷୁ ପରୀକ୍ଷା ଶିବିର

18-Oct-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପ୍ରାଥମିକ ଚିକିତ୍ସାଲୟ  ଠାରେ ମୁର୍ଷୁଣ୍ଢୀ  ଗଜଲଷ୍ମୀ ପୂଜା କମିଟି  ଓ ମହାନଦୀ ନେତ୍ର ଚିକିତ୍ସାଲୟ ତରଫରୁ ଚକ୍ଷୁ ପରୀକ୍ଷା ଶିବିର  ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ  ଜିଲ୍ଲା ଆରକ୍ଷୀ ଅଧିକ୍ଷକ  ରାମ ପ୍ରସାଦ ସାହୁ,  ସମ୍ମାନିତ ଅତିଥି ଭାବେ ଉପଖଣ୍ଡ ପୋଲିସ ଅଧିକାରୀ  ବାସୁଦେବ ଛତ୍ରିଆ, ମୁର୍ଷୁଣ୍ଢୀ ଚିକିତ୍ସାଧିକାରୀ ଶିବାନନ୍ଦ ଚାଉଳିଆ, ସ୍ଥାନୀୟ ଥାନା ଅଧିକାରୀ ଶୋଭାକର ସେଠ ପ୍ରମୁଖ  ଅତିଥି ଭାବେ ଯୋଗଦେଇ  ଶିବିର କୁ ଉଦଘାଟନ କରିଥିଲେ । ଏଥିରେ ସର୍ବମୋଟ ୩୫ ଜଣ  ନାମ ପଞ୍ଜିକରଣ କରି ଆଖି ପରୀକ୍ଷା କରିଥିଲେ। ସେଥି ମଧ୍ୟରୂ ୧୨ ଜଣଙ୍କ ମୋତିଆ ବିନ୍ଦୁ ଚିହ୍ନଟ କରାଯାଇଥିଲା । ଏବଂ ୧୦ ଜଣକୁ ଚଷମା ପ୍ରଦାନ କରାଯାଇଥିଲା ।ମହାନଦୀ ନେତ୍ର ଚିକିତ୍ସାଲୟ ର ମହେଶ ବେହେରା, ଚନ୍ଦ୍ରଶେଖର ନନ୍ଦ, ଭାଗବତ ପାଣ୍ଡେ, ଆଖି ପରୀକ୍ଷା କରିଥିଲେ। ଗଜଲକ୍ଷ୍ମୀ ପୂଜା କମିଟି ର ସଭାପତି ତଥା  ଜିଲ୍ଲlପରିଷଦ ସଭ୍ୟ  ଲବ କୁମାର ସାହୁ, ଉପସଭାପତି ଧନଞ୍ଜୟ ସାହୁ, ଉପଦେଷ୍ଟା ରାଜ ଗୋପାଳ ପାଣିଗ୍ରାହୀ, କୁଶ କୁମାର ସାହୁ, ପ୍ରେମାନନ୍ଦ ଜଟି, ସମ୍ପାଦକ ତ୍ରିୟଞ୍ଜୀବମିଶ୍ର, ସହ ସମ୍ପାଦକ ବିଦ୍ୟାଧର ଖୁର୍ଡିଆ , କୋଷାଧ୍ୟକ୍ଷ ସତ୍ୟ ମୋହନ ବେଦପାଣି  ଓ ପୂଜା କମିଟି ର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like