-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||     

HOME   ଜିଲ୍ଲା

ବିଶ୍ୱ ହାତଧୁଆ ଦିବସ ପାଳିତ

19-Oct-2024



ଡୁଙ୍ଗୁରିପାଲି/ ସୋନପୁର ତା.୧୯/୧୦ : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ବିଶ୍ୱ ହାତଧୁଆ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ସଚେତନ ସଭାରେ ବରିଷ୍ଠ ଶିକ୍ଷକ ତଥା ସ୍କାଉଟ ତାଲିମଦାତା ଦୀନବନ୍ଧୁ ପ୍ରଧାନ ଛାତ୍ରଛାତ୍ରୀ ମାନଙ୍କୁ ହାତଧୋଇବାର ଛଅ ଗୋଟି ସୋପାନ ବିଷୟରେ ତାଲିମ ଦେଇଥିଲେ ।  ଜୁନିୟର ରେଡକ୍ରସର ସ୍ୱେଚ୍ଛାସେବୀ, ସ୍କାଉଟସ ତଥା ଛାତ୍ରଛାତ୍ରୀ ମାନେ ନିଜେ ନିଜେ ପ୍ରକ୍ରିୟା ଅନୁସାରେ ହାତ ଧୋଇବାର ଅଭ୍ୟାସ ପାଳନ କରିଥିଲେ । ଦଶମ ଶ୍ରେଣୀର ଜନନୀକା ନାଏକ, ଲିପସା ଯୁଆଡି, ଅର୍ଚ୍ଚିତା ପଧାନ, ଶୁଭଶ୍ରୀ ବରିହା, କ୍ରିସ ପ୍ରସାଦ, ସୁଜିତ, ସଂଗୀତ ପ୍ରମୁଖ ଅଭ୍ୟାସ ପ୍ରକ୍ରିୟା ପ୍ରଦର୍ଶନ କରିଥିଲେ । ନବମ ଶ୍ରେଣୀର ଝରଣା ସାହୁ, ବିକାଶ ସାହୁ, ପୂଜା ପ୍ରମୁଖ ହାତଧୋଇବାର ଉପକାରିତା ବିଷୟରେ ନିଜସ୍ୱ ମତ ଦେଇଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ । ଶେଷରେ କିରଣ ପୁଟେଲ ଧନ୍ୟବାଦ ଅର୍ପଣ କରିଥେଲେ ।

ସେହିପରି ସ୍ଥାନୀୟ ସୋନପୁର ସରକାରୀ ବାଳିକା ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ପ୍ରଜ୍ଞା ପରମିତା ଦାସ ଙ୍କ ତତ୍ୱାବଧାନରେ ଜୁନିୟର ରେଡକ୍ରସ ୟୁନିଟର ପରିଚାଳନାରେ ବିଶ୍ୱ ହାତଧୁଆ ଦିବସ ପାଳିତ ହୋଇଯାଇଛି । ଜୁନିୟର ରେଡକ୍ରସ ପରାମର୍ଶଦାତ୍ରୀ ପ୍ରଜ୍ଞା ପରିମିତା ମିଶ୍ର ସ୍ୱେଚ୍ଛାସେବୀ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ହାତ ଧୋଇବାର ଆବଶ୍ୟକୀୟ କୌଶଳ ବିଷୟରେ ତାଲିମ ଦେଇଥିଲେ । କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଓ ଶିକ୍ଷିକା ବୃନ୍ଦ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା   09-May-2026
  ରାଜ୍ୟ  
ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   09-May-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା   08-May-2026
  ଜିଲ୍ଲା  
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   08-May-2026
  ଜିଲ୍ଲା  
ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   08-May-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026

You Might Also Like

           
  ଜିଲ୍ଲା  

Mm