-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

news of Mr. Niroj Pani from Padampur

25-Sep-2020



ଆଦର୍ଶ ମଣିଷ ସ୍ୱର୍ଗତ ରାଧେଶ୍ୟାମ ପୁରୋହିତ ଙ୍କ ଦ୍ୱାଦଶାହ କାର୍ଯ୍ୟ ରେ ସୁମନ ଅର୍ପଣ
ପଦ୍ମପୁର - 
ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଠାରେ ସ୍ୱର୍ଗତ ରାଧେଶ୍ୟାମ ପୁରୋହିତ ପବିତ୍ର ତିର୍ଥସ୍ଥଳୀ ନୃସିଂହନାଥ ମନ୍ଦିର ରାସ୍ତା ରେ ଦିର୍ଘ ଦିନରୁ ପୁରୋହିତ ହୋଟେଲ ଟିଏ ସର୍ବ ପ୍ରଥମେ ପ୍ରତିଷ୍ଠା କରିଥିଲେ l ଖାଦ୍ୟ ର ଋଚି ସତେ ଯେମିତି ମନ୍ଦିର ର ଭୋଗ ଭଳିଆ ଲାଗୁଥିଲା  । ସମସ୍ତ ଙ୍କୁ ଖଲି ଓ ଦନା ରେ ଖାଇବାକୁ ଦେଉଥିଲେ ତାହା ସବୁଦିନ ଚାଲି ଆସୁଥିଲା ।  ବ୍ୟଂଜନ ରେ ଆମ୍ବିଳ (ଲେଥା) ସବୁ ଦିନ ରହିଆସୁଥିଲାା ଯାହା ନିଜେ ପ୍ରସ୍ତୁତ କରୁଥିଲେ l ଖୁବ ଋଚିକର ଲାଗେ ପୁରୋହିତ ହୋଟେଲ ର ଆମ୍ବିଳ (ଲଥା) ତୁନ୍ ବୋଲି ଏଠି କି ଆସିଥିବା ଲୋକେ କହନ୍ତି l ୧୯୩୨ ମସିହାରେ ରାଧେଶ୍ୟାମ ବାବୁ ଜନ୍ମଗ୍ରହଣ କରିଥିଲେ l ମହାମାରୀ କରୋନା କୁ ଆଖି ଆଗରେ ରଖି କମ ଲୋକ ଙ୍କ ସମାଗମ ରେ ପଦ୍ମପୁର ପୂର୍ବତନ ବିଧାୟକ ତଥା ରାଜ୍ୟ ଭାରତୀୟ ଜନତା ଦଳ କୃଷକ ମୋର୍ଚ୍ଚା ର ସଭାପତି ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ ଙ୍କ ପିତା ସ୍ୱର୍ଗତ ରାଧେଶ୍ୟାମ ଙ୍କ ଦ୍ୱାଦଶାହ ଅବସର ରେ ବରଗଡ,ବିଜେପୁର,ସୋହେଲା,ପଦ୍ମପୁର,ଝାରବନ୍ଧ ତଥା ପାଇକମାଲ ଅଂଚଳ ରୁ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ସ୍ୱର୍ଗତ ରାଧେଶ୍ୟାମ ବାବୁ ଙ୍କ ଅମରଆତ୍ମା ର ସଦଗତି ପାଇଁ ପ୍ରାର୍ଥନା ସମେତ ଶ୍ରଦ୍ଧା ସୁମନ ଜ୍ଞାପନ ପୂର୍ବକ ସ୍ମତିଚାରଣ କରିଥିଲେ l ସ୍ୱର୍ଗତ ପୁରୋହିତ ଙ୍କ ନିର୍ମଳ ଭାବମୂର୍ତ୍ତି ସମଗ୍ର ବରଗଡ ଜିଲ୍ଲା ର ସମସ୍ତ ଙ୍କ ହୃଦୟ କୋଣ ରେ ଚିର ସ୍ମରଣୀୟ ଛବି ଭାବେ ସବୁଦିନ ପାଇଁ ରହିବା ସଙ୍ଗେସଙ୍ଗେ ତାଙ୍କର ଆତ୍ମିୟ ମନୋଭାବ ଓ ଲୋକ ଙ୍କ ପ୍ରତି ସ୍ନେହ ଶ୍ରଦ୍ଧାର ଡୋରି କୁ ମନେ ପକାଇ ବିଭିନ୍ନ ଅନୁଷ୍ଠାନ ଅନେକ ବୁଦ୍ଧିଜିବୀ ଏବଂ ଜନସାଧାରଣ ଙ୍କ ତରଫରୁ ଶ୍ରଦ୍ଧାଂଜଳୀ ଜ୍ଞାପନ କରାଯାଇଥିଲା  ।

ରିପୋର୍ଟ  - ନିରୋଜ କୁମାର ପାଣୀ


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like