-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ବୃହତ୍ ଉଠା ଜଳସେଚନ ପ୍ରକଳ୍ପ କୁ କାର୍ଯ୍ୟକ୍ଷମ କରିବା ଦାବି ରେ ଚାଷୀ ଙ୍କ ରାସ୍ତା ଅବରୋଧ*- *ଫେଲ୍ ମାରିଛି ୫ ଟି ସରକାର ଙ୍କ ମେଗା ପ୍ରକଳ୍ପ ... @ ୫୪ କୋଟି*-

19-Oct-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ୍   ଅନ୍ତର୍ଗତ ଖମ୍ବେଶ୍ୱରୀପାଲି ଅଞ୍ଚଳର ଚାଷୀ ଆଜି ଆନ୍ଦୋଳନ କୁ ଓହ୍ଲାଇ ଛନ୍ତି । ପ୍ରଶାସନିକ ଦୃଷ୍ଟି ଆକର୍ଷଣ କରିବା ସହିତ ଚାଷୀଙ୍କ ଦାବି ପୂରଣ ପାଇଁ ସୁବର୍ଣ୍ଣପୁର ବଲାଙ୍ଗିର 57 ନମ୍ବର ଜାତୀୟ ରାଜପଥ ଅବରୋଧ  କରିଛନ୍ତି ଚାଷୀ। ବର୍ଷା ଅଭାବ ଯୋଗୁଁ ଏବେ ପ୍ରଚଣ୍ଡ ଖରାରେ ଚାଷ ଜମି ଧୀରେ ଧୀରେ ମରୁଡ଼ିଗ୍ରସ୍ତ ହେବାରେ ଲାଗିଛି । ଏବେ ଚାଷ ଜମି ପାଣି ଆବଶ୍ୟକ କରୁଥିବା ବେଳେ ବୃହତ୍ ଉଠା ଜଳସେଚନ ବିଭାଗର ଅବହେଳା ଯୋଗୁଁ ସଦର ବ୍ଲକ ଛତା ପିପଲ ଗାଁରେ ତେଲନଦୀ କୂଳରେ ଥିବା ୫୪ କୋଟି ୭୦ ଲକ୍ଷ ର ପାର୍ବତୀ ଗିରି ମେଗା ଉଠା ଜଳ ସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଉ ନ ଥିବା ଅଭିଯୋଗ ହୋଇଛି । ଫଳରେ ପାଣି ଅଭାବ ଯୋଗୁଁ ମଲ୍ଲିକ ମୁଣ୍ଡା ,ବିଶିମୁଣ୍ଡା , ହରଡ ଖୋଲ, ବଲାଡି, ଆଦି ଚାରି ଗୋଟି ପଂଚାୟତର 50 ରୁ ଅଧିକ ମୌଜାର ୨୦୦୦ ହେକ୍ଟର ଚାଷ ଜମିରେ ମରୁଡ଼ିର ଆଶଙ୍କା ଦେଖା ଦେଇଛି । ଏବେ ଚାଷୀଙ୍କ ଭରସା ଇନ୍ଦ୍ରଦେଵ ଓ ଉଠା ଜଳ ସେଚନ ପ୍ରକଳ୍ପ କର୍ତ୍ତୃପକ୍ଷ ଉପରେ । ତେବେ ବାରମ୍ବାର ବିଭାଗୀୟ ଅଧିକାରୀ ବାବୁଙ୍କୁ  ହାରି ଗୁହାରି କରିବା ପରେ ବି କୌଣସି ଫଳ ନ ମିଳିବାରୁ ଚାଷୀ ମାନେ ବାଧ୍ୟ ହୋଇ ଆଜି ରାଜରାସ୍ତାକୁ ଓହ୍ଲାଇ ଆସିଛନ୍ତି ।  ସମ୍ବଲ୍ ପୁର ରେ ରହୁଥିବା ଏ ଜିଲ୍ଲା ର ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଆନ୍ଦୋଳନ ସ୍ଥଳରେ ପହଞ୍ଚି ଚାଷୀଙ୍କ ସହିତ ଆଲୋଚନା କରିବା ସହିତ ତିନି ଦିନ ମଧ୍ୟରେ ପାଣି ଯୋଗାଇ ଦେବା ପାଇଁ ଲିଖିତ ପ୍ରତିଶ୍ରୁତି ଦେଇ ରାସ୍ତା ଅବରୋଧ ହଟାଇବାକୁ ଚାଷୀ ଙ୍କୁ ହାତ ଯୋଡ଼ି ଗୁହାରି ଛନ୍ତି । ଚାଷୀ ମାନେ ସାମୟିକ ଭାବେ ଆନ୍ଦୋଳନ ସ୍ଥଗିତ ରଖିଥିବା ବେଳେ ବିଭାଗୀୟ କର୍ତ୍ତୃପକ୍ଷ ନିର୍ଦ୍ଧିଷ୍ଟ ସମୟ ସୀମା ଭିତରେ ଦାବି ପୂରଣ ନ କଲେ ପୁଣି ଆନ୍ଦୋଳନ ରଖିବେ ବୋଲି ଏ ଚାଷୀ ମାନେ ଚେତାବନୀ ଦେଇଛନ୍ତି। ଦୀର୍ଘ ବର୍ଷ ରୁ ଏ ବିଭାଗ ରେ ସ୍ଥାୟୀ ଭାବେ କାର୍ଯ୍ଯ ନିର୍ବାହୀ ଯନ୍ତ୍ରୀ ରହୁ ନ ଥିବାରୁ ଓ କ୍ଷେତ୍ର ପରିଦର୍ଶନ କରି ଚାଷୀ ଙ୍କ ସମସ୍ୟା ବୁଝୁ ନ ଥିବାରୁ ଆଜି ଏ ଭଳି ସମସ୍ୟା ଉପୁଜିଥିବା ଜଣା ଯାଇଛି  ୫୪ କୋଟି ୫୭ ଲକ୍ଷ ଟଙ୍କା ବ୍ୟୟ ରେ ନିର୍ମାଣ ହୋଇଥିବା ଛତା ପିପଲ୍ ର ଏ ପ୍ରକଳ୍ପ ଓ ଜିଲ୍ଲା ରେ ଏ ବିଭାଗ ର ଅନ୍ୟ  ପ୍ରକଳ୍ପ ଗୁଡ଼ିକ କାହିଁକି ଫେଲ୍ ମାରିଛି l କୃଷକ ଙ୍କ ବିକାଶ ନାରା ଦେଉଥିବା ପୂର୍ବ ସରକାର ର ନେତା ଓ ଅଧିକାରୀ *ରାଧେ ରାଧେ ତୁମର ଅଧେ ଆମର ଅଧେ  ଯୋଜନା* ନାଁ ବଦଳାଇ ନି  ତ ? ଚାଷୀ ଭାଈ ଆପଣ ମାନେ ଖୁସି ତ ?  ଜିଲ୍ଲା ରେ ହୋଈ ଥିବା ଜଳ ସେଚନ ବିଭାଗ ର ଭିଜିଲାନ୍ସ ଓ ମହା ଦୁର୍ନୀତି ଘଟଣା ରେ ୫ଟି ସରକାର ୨୫ ବର୍ଷ ଏ ଜିଲ୍ଲା ର ଓ ରାଜ୍ୟ ର  କେତେ ବିକାଶ କରୁଥିଲେ, ଅଳ୍ପ କିଛି ଦିନ ଆଗରୁ ଜିଲ୍ଲା ବାସୀ ରାଜ୍ୟ ବାସୀ ଭିଜିଲାନ୍ସ କେଶ୍ ରୁ ତାହା ପୁରା ସ୍ପଷ୍ଟ ଅବଗତ ହୋଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like