-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଲୋୟର ସୁକତେଲ ବିସ୍ଥାପିତ କଲୋନିରେ ନରସିଂହ, ସମସ୍ୟା ଅନେକ ଶିଘ୍ର ସମାଧାନ ନହେଲେ ହେବ ଆନ୍ଦୋଳନ- ନରସିଂହ

19-Oct-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାରେ ଜୀବନରେଖା କୁହାଯାଉଥିବା ଲୋୟର ସୁକତେଲ ଜଳ ସେଚନ ପ୍ରକଳ୍ପ ତରବରିଆ ଭାବରେ ଗତ ସରକାର ଉଦ୍‌ଘାଟନ କରିଦେଇଥିଲେ । ବିସ୍ଥାପିତମାନଙ୍କ ତ୍ୟାଗ ବଳରେ ତିଆରି ହୋଇଥିବା ଏହି ପ୍ରକଳ୍ପ ରୁ ଏ ପର୍ଯ୍ୟନ୍ତ ଚାଷୀ ପାଣି ପାଇ ପାରିନାହିଁ । ବିସ୍ଥାପିତମାନେ ମଧ୍ୟ ଆଇନ ମୁତାବକ ତାଙ୍କର ଅନେକ ପ୍ରକାର କ୍ଷତିପୁରଣ ପାଇବାର ବାକି ଅଛି । ଏପରିକି ଏମାନଙ୍କୁ ବିସ୍ଥାପିତ କରି ଥଇଥାନ କରାଯାଇଥିବା କଲୋନିରେ ମୌଳିକ ସୁବିଧାରୁ ଏମାନଙ୍କୁ ସରକାର ବଂଚିତ କରିଛି । ତେଣୁ ଏ ସବୁ ଯେତେ ଶିଘ୍ର ହେବ ସମାଧାନ କରାଯାଉ ନଚେତ ଆଗାମୀ ଦିନରେ  ଲୋକେ ନିଶ୍ଚିତ ଭାବେ ଆନ୍ଦୋଳନମୁହାଁ ହେବେ ବୋଲି ପୂର୍ବତନ ଆଇନମନ୍ତ୍ରୀ, ପୂର୍ବତନ ବିଧାୟକ ନରସିଂହ ମିଶ୍ର ଗତକାଲି ଝାଙ୍କରପାଲି ନିକଟସ୍ଥ ଲୋୟର ସୁକତେଲର ଥଇଥାନ କଲୋନିକୁ ଯାଇ

ଲୋକମାନଙ୍କ ଅଭାବ ଅସୁବିଧା ବୁଝିବା ପରେ ନିଜ ପ୍ରତିକ୍ରିୟା ଦେଇ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଲୋକେ ଆଜି ପର୍ଯ୍ୟନ୍ତ ଥଇଥାନ କଲୋନିରେ ପିଇବା ପାଇଁ ପାଣି, ଗାଧେଇବା ପାଇଁ ପୋଖରୀ ପାଇ ନାହାନ୍ତି । ତେଣୁ ଏ ସବୁ ର ତୁରନ୍ତ ସମାଧାନ କରାଯାଉ ବୋଲି ସେ କହିଛନ୍ତି । ଥଇଥାନ ଓ ବିସ୍ଥାପିତ କଲୋନିରେ ଶ୍ରୀ ମିଶ୍ର ପହଂଚିବା ପରେ ସେଠାରେ ରହୁଥିବା ପ୍ରାୟ ସମସ୍ତ ମହିଳା ପୁରୁଷ ଆସି ତାଙ୍କ ଅସୁବିଧା ବାବଦରେ ଅଭିଯୋଗ କରିଥିଲେ । ବିଶେଷ କରି ପିଇବା ପାଣି, ଗାଧୋଇବା ପାଇଁ ପୋଖରୀ, ଅନ୍ତେଷ୍ଟି କ୍ରିୟା ପାଇଁ ଶ୍ମଶାନ ଓ ଛୋଟ ଛୋଟ ଛୁଆମାନଙ୍କ ପାଇଁ ଅଙ୍ଗନୱାଡି କେନ୍ଦ୍ର ଓ ସ୍କୁଲ ନିର୍ମାଣ ର ପ୍ରତିଶୃତି ଦେଇ ପ୍ରଶାସନ ଓ ସରକାର ବର୍ତମାନ ଚୁପ ବସିପଡିଛି । ଏ ସବୁ ଅଭିଯୋଗ ଶୁଣିବା ପରେ ପୂର୍ବତନ ବିଧାୟକ ଶ୍ରୀ ମିଶ୍ର ତୁରନ୍ତ ଫୋନ ଯୋଗେ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଙ୍କ ସହ କଥା ହୋଇ ଏ ସବୁ ସମସ୍ୟାର ସମାଧାନ ପାଇଁ ଏକ ଆଲୋଚନାର ବ୍ୟବସ୍ଥା କରାଇଛନ୍ତି ତା ସହ ବିସ୍ଥାପିତ ଙ୍କ ତ୍ୟାଗ ଯେମିତି ବେକାର ନ ଯିବ ସେମାନେ ଯେମିତି ଠିକ୍ ଭାବରେ ତାଙ୍କର ମୌଳିକ ଅଧିକାର ସବୁ ପାଇପାରିବେ ସେ ଉପରେ ଜିଲ୍ଲା ପ୍ରଶାସନ ସହ ସେ ପୁଣି ଆଲୋଚନା କରିବେ ବୋଲି ପ୍ରତିଶୃତି ଦେଇଥିଲେ । ତା ସହିତ ଏଠାରେ ଥିବା ଜଗନ୍ନାଥ ମନ୍ଦିର ପୂଜକଙ୍କ ଅଭିଯୋଗ ଅନୁସାରେ ମନ୍ଦିର ଯେମିତି ଠିକ୍ ହିସାବରେ ଚାଲିବ ଭଗବାନଙ୍କ ସମସ୍ତ ରୀତିନୀତି ପରିଚାଳନା ପାଇଁ ଦରକାର ହେଉଥିବା ପାଣ୍ଠି କିପରି ମିଳିପାରିବ ସେ ଉପରେ ସେ ଆଲୋଚନା କରିବେ ବୋଲି କହିଥିଲେ ଏବଂ ଲୋକଙ୍କୁ ମଧ୍ୟ ସେ ଆଉଥରେ ଚେତେଇ ଦେଇଥିଲେ ଯେ ସବୁବେଳେ ବିସ୍ଥାପିତ ଙ୍କ ସ୍ୱାର୍ଥରକ୍ଷା ପାଇଁ ଲଢେଇ ଜାରି ରଖିଛନ୍ତି ଦରକାର ପଡିଲେ ଆଗାମୀ ଦିନରେ ବୁଡି ଅଂଚଳବାସୀ ଓ ବିସ୍ଥାପିତଙ୍କ ନ୍ୟାର୍ଯ୍ୟ ଅଧିକାର ପାଇବା ପାଇଁ ଆନ୍ଦୋଳନ କରାଯିବ ବୋଲି ସେ କହିଥିଲେ । ଆଜିର ଏହି ଆଲୋଚନା ସମୟରେ ଅନ୍ୟମାନଙ୍କ ମଧ୍ୟରେ ସଂଗ୍ରାମ ପରିଷଦ ର ନେତୃତ୍ୱ ନେଉଥିବା ଘନ ସାହୁ, ସରପଂଚ ସଂଜୟ ଗଡତ୍ୟା, ମୀନକେତନ ଚାନ୍ଦ, ଯଜ୍ଞକର ବିଶ୍ୱାଲ, ଚୁଡଙ୍ଗ ସାହୁ, ଭରତ ସାହୁ, ମନ୍ଦିର ପୂଜକ ରାମ ପ୍ରସାଦ ଚାନ୍ଦ, ବିଷ୍ଣୁ ଛତ୍ରିଆ, ଡ. ରାଧାକାନ୍ତ ଭୋଇ, କିଶୋର ଗଡତ୍ୟାଙ୍କ ସହ ଏଠାରେ ରହୁଥିବା ସମସ୍ତ ମହିଳା ପୁରୁଷ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like