-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବିଜେପିର ସଦସ୍ୟତା ଅଭିଯାନରେ ସାମିଲ ହେଲେ ବୈଜୟନ୍ତ ପଣ୍ଡା

19-Oct-2024



ବରଗଡ଼/ବରପାଲି:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀର ଭାରତୀୟ ଜନତା ପାର୍ଟି ପକ୍ଷରୁ ଚାଲିଥିବା ସଦସ୍ୟତା ଅଭିଯାନରେ କେନ୍ଦ୍ରାପଡ଼ାର ସାଂସଦ ତଥା ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଯୋଗଦାନ କରି ବରପାଲି ସହରରେ ଜନସାଧାରଣଙ୍କ ସହ ମିଶି ସର୍ବ ବୃହତ ଦଳ ଭାବେ ବିଜେପି ଦଳର ସଦସ୍ୟ ହେବା ସହ ଯଶ୍ୱସୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ହାତମୁଠାକୁ ଟାଣ କରିବାକୁ ନିବେଦନ କରିଥିଲେ। ବରପାଲିରେ ଶ୍ରୀଯୁକ୍ତ  ବୈଜୟନ୍ତ ପଣ୍ଡା ପହଞ୍ଚିବା ପରେ ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ।ବିଜେପୁରର ମାନ୍ୟବର ବିଧାୟକ ଶ୍ରୀମାନ ଗଡତୀୟାଙ୍କ ନେତୃତ୍ୱରେ ଏହି ସଦସ୍ୟତା ଅଭିଯାନ ଅନୁଷ୍ଠିତ ହୋଇଥିବାବେଳେ,ଏହି ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ବରଗଡ଼ର ମାନ୍ୟବର ଲୋକସଭା ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ, ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡତୀୟା, ପୂର୍ବତନ ସାଂସଦ ପ୍ରଭାସ ସିଂ, ଜିଲ୍ଲା ସଭାପତି ଡ଼ା.ଅରୁପାନନ୍ଦ ସାହୁ, ବରିଷ୍ଠ ବିଜେପି ନେତା ଡି.ମୁରଲି କ୍ରିଷ୍ଣା ପ୍ରମୁଖ ସାମିଲ ଥିଲେ। ଏହି କାର୍ଯ୍ୟକ୍ରମରେ ବିଜେପୁର ମଣ୍ଡଳ, ଗାଇସିଲେଟ ମଣ୍ଡଳ ତଥା ବରପାଲି ମଣ୍ଡଳର କର୍ମକର୍ତ୍ତାଙ୍କ ସମେତ ସମସ୍ତ ମଣ୍ଡଳରୁ ଆସିଥିବା ବହୁ ସଂଖ୍ୟାକ ସଦସ୍ୟ, ସଦସ୍ୟା ସାମିଲ ଥିବା ଜଣାପଡିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like