-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||     

HOME   ରାଜ୍ୟ

ଯମଜ ଶିଶୁ ଭୂଇଁରୁ ନ ଉଠିବା ଘଟଣା, ଆଜି ଦିଲ୍ଲୀ ଏମ୍ସ୍ ଯିବେ ଓମ୍‌, ସାଇ

06-Jan-2021



କୁକୁଡ଼ାଖଣ୍ଡି (ପ୍ରେରଣା ଖବର): ଜନ୍ମରୁ ଭୂଇଁରୁ ଉଠି ପାରୁ ନ ଥିବା ଯମଜ ଶିଶୁ ଓମ୍‌ ଓ ସାଇ ଶେଷରେ ଅଧିକ ଚିକିତ୍ସା ନିମନ୍ତେ ଦିଲ୍ଲୀସ୍ଥିତ ଏମ୍ସ୍ ଡାକ୍ତରଖାନାକୁ ଯିବେ। ଆଜି କୁକୁଡ଼ାଖଣ୍ଡି ବ୍ଲକ୍ କାର୍ଯ୍ୟାଳୟ ପରିସରରୁ ଦୁଇ ଯାଆଁଳା ଶିଶୁଙ୍କୁ ଧରି ବାପା କୁଶ ସାହୁ, ମା’ ଝୁମୁରି ଓ ଆଇ ସଞ୍ଜୁ ସାହୁ ଏକ ବୋଲେ‌ରୋ ଯୋଗେ ଭୁବନେଶ୍ବର ଅଭିମୁଖେ ଯାତ୍ରା କରିଛନ୍ତି। ଏସକର୍ଟ ଭାବେ ପି.ମୋହନ ରାଓ ସେମାନଙ୍କ ସହ ଯାଇଛନ୍ତି। ଆସନ୍ତାକାଲି ଭୁବନେଶ୍ୱରରୁ ପୁରୁଷୋତ୍ତମ ଏକ୍ସପ୍ରେସ୍ ଯୋଗେ ସେମାନେ ଦିଲ୍ଲୀ ଯିବେ ବୋଲି କୁକୁଡ଼ାଖଣ୍ଡି ବିଡିଓ ଗଦାଧର ପାତ୍ର ସୂଚନା ଦେଇଛନ୍ତି।  ବ୍ଲକ୍ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ର, ପ୍ରଦୀପ କୁମାର ପଟ୍ଟନାୟକ, ହିମାଂଶୁ ପାଢ଼ୀ, ସନ୍ତୋଷ ଚୌଧୁରୀ ଓ ସରପଞ୍ଚ ହାଡ଼ୁବନ୍ଧୁ ବେହେରା, କେଶବ ପାତ୍ର, ପିଇଓ ଅଶୋକ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। କୁକୁଡ଼ାଖଣ୍ଡି ବ୍ଲକ ବୋରିଗାଁର କୁଶ ସାହୁଙ୍କ ଯମଜ ପୁଅ ଓମ୍ ଓ ସାଇ ଜନ୍ମର ୬ ମାସ ପରେ ଭୂଇଁରୁ ଉଠିପାରୁ ନାହାନ୍ତି କି, ସେମାନଙ୍କ ଶରୀର ବିକଶିତ ହେଉନି। କୁଶ ଜଣେ ଦିନମଜୁରିଆ ହୋଇଥିବା ବେଳେ ସମସ୍ତ ସମ୍ପତ୍ତି ବିକ୍ରି କରି ଉଭୟଙ୍କ ଚିକିତ୍ସା କିରିଥିଲେ ସୁଦ୍ଧା କୌଣସି ସୁଫଳ ମିଳ ନ ଥିଲା। ଶେଷରେ କୁଶ ଓ ତାଙ୍କ ପରିବାର ରାଜ୍ୟ ସରକାର ଓ ଗଞ୍ଜାମ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହୋଇଥିଲେ।  ଜୀବନ ସହ ସଂଗ୍ରାମ କରୁଥିବା ଯମଜ ଶିଶୁଙ୍କୁ ଅତ୍ୟଧିକ ଚିକିତ୍ସା ନିମନ୍ତେ ଦିଲ୍ଲୀ ଏମ୍ସକୁ ପଠେଇବା ପାଇଁ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ବ୍ୟବସ୍ଥା କରିଥିଲେ।  ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ,ସାଂସଦ ଚନ୍ଦ୍ରଶେଖର ସାହୁ, କୁକୁଡ଼ାଖଣ୍ଡି ବିଡିଓ ଗଦାଧର ପାତ୍ର ଓ ବ୍ଲକ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ର  ଓମ୍ ଓ ସାଇର ଚିକିତ୍ସା ନିମନ୍ତେ ସହଯୋଗର ହାତ ବଢାଇବା ସହ ରେଡ଼କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ସହାୟତା ଯୋଗାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026

You Might Also Like