-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||     

HOME   ଜିଲ୍ଲା

ମୁର୍ଷୁଣ୍ଢୀ ମୁରାସୁର ଦରବାର ତୃତୀୟ ସନ୍ଧ୍ୟା - ବରୁଣ ପୁରରେ ଲକ୍ଷ୍ମୀଙ୍କୁ ବିବାହ ପାଇଁ ବରୁଣ ରାଜ ଚିନ୍ତିତ ଓ ଦେବତା ମାନଙ୍କ ପରାମର୍ଶ

19-Oct-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ୪୨ ତମ ଗଜଲକ୍ଷ୍ମୀ ପୂଜା ଅବସରରେ ମୁରାସୁର ଦରବାର ଶନିବାର ତୃତୀୟ ସନ୍ଧ୍ୟାରେ ପହଞ୍ଚିଛି । ନାଟ୍ରଭିକ୍ରମେ‌ କୃଷ୍ଣ ବଲ୍ଲଭ  ଘରେ ଶେଷ ନୃସିଂହ ଜନ୍ମ , ବରୁଣ ପୁରରେ ଲକ୍ଷ୍ମୀଙ୍କୁ ବିବାହ କରିବା ପାଇଁ ବରୁଣ ରାଜ ଚିନ୍ତିତ ଓ ଦେବତା ମାନଙ୍କ ପରାମର୍ଶ  ଉପରେ ପୈାରାଣିକ ନାଟକ ମଞ୍ଚସ୍ଥ ହେଉଥିଲା।  ଏହି ଅବସରରେ ରାଜ ଦରବାରରେ ମହାରାଜା ଙ୍କ ଆଦେଶ କ୍ରମେ କମିଟିର ଉପ ସଭାପତି ଧନଞ୍ଜୟ ସାହୁ ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ସଭାରେ ରାଜ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ରବିନ୍ଦ୍ର ହୋତା, ସାମ୍ବାଦିକ ନମୀତା ହୋତା, ପ୍ରହଲ୍ଲାଦ ବିହାରି ଦାସ, ରାଜେଶ ସେଠୀ ପ୍ରମୁଖ ଅତିଥି ଭାବେ  ଯୋଗଦେଇ ମହାରାଜାଙ୍କର ପ୍ରଶ୍ନର ଉତ୍ତର ପ୍ରଦାନ କରିଥିଲେ। ଏଥିରେ ଶୁଶ୍ରୀ କୁନ୍ତି ସାହୁ ଓ ଶ୍ରୀମାନ ପୁରନ ପ୍ରଧାନ କମିଟି ପକ୍ଷରୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ରାଜ ନର୍ତ୍ତକୀ ଦ୍ବାରା ଅତିଥି ମାନଙ୍କ ପାଇଁ ନାଚଗୀତ ଆୟୋଜନ ହୋଇଥିଲା।ଏହା ସହ ମୀନା ବଜାର , ବିଭିନ୍ନ ମେଲୋଡି  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି। ମହିଳା ସଂକୀର୍ତ୍ତନ ବୈଠକରେ ସୀମାରାଣୀ ଦାସ ଓ ପଦ୍ମମୀ ନାଏକ  ସାଥୀ କଳାକାର ଦ୍ବାରା ପରିବେଷଣ ହୋଇଥିଲା। ଏଥିରେ ବହୁ ଦର୍ଶକ ବିଲମ୍ବିତ ରାତ୍ରୀ ପର୍ଯ୍ୟନ୍ତ ଉପଭୋଗ କରିଥିଲେ।ପ୍ରତେହ ଦିନ ପୂଜା କମିଟିର ସମସ୍ତ ସଦସ୍ୟ ଙ୍କ ଉପସ୍ଥିତି ପୁଷ୍ପାଞ୍ଜଳି ସହ ଆଳତି କାର୍ଯ୍ୟକ୍ରମ ହେଉଛି। ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପୁରାଣ ଗାୟକ ବ୍ୟାସ ପଣ୍ଡିତ ଅଜିତ କୁମାର ଦାସଙ୍କ ଦ୍ଵାରା ପୁରାଣରୁ ପଠନ ହେଉଛି। ଆଜି ସୀତା ବିବାହ ପ୍ରସଙ୍ଗ ଉପରେ ପୁରାଣ ପଠନ ହୋଇଥିଲା । ପୂଜା କମିଟିର ସଭାପତି ତଥା ଜିଲ୍ଲା ପରିଷଦ ସଭ୍ୟ ଲବ କୁମାର ସାହୁ, ଉପଦେଷ୍ଟା ରାଜଗୋପଲ ପାଣିଗ୍ରାହୀ,  କୁଶ କୁମାର ସାହୁ, ପ୍ରମାନନ୍ଦ ଜଟି,  ସମ୍ପାଦକ ତ୍ରୟଞ୍ଜିବୀ ମିଶ୍ର, କୋଷାଧ୍ୟକ୍ଷ ସତ୍ୟମୋହନ ବେଦପାଣି ,ସହ ସମ୍ପାଦକ ବିଦ୍ୟାଧର ଖୁର୍ଡିଆ  ଅନ୍ୟାନ୍ୟ କାର୍ଯ୍ୟକର୍


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026

You Might Also Like