-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ଓସିଏସ-ଓପିଏସସି ୧୭୮ ରାଙ୍କ ରେ ଉତ୍ତିର୍ଣ୍ଣ ହେଲେ ଦିପ୍ତୀରେଖା ବାଗ, ସିନ୍ଧେକେଲା ରେ ଖୁସିର ଲହରୀ

20-Oct-2024



ବଙ୍ଗୋମୁଣ୍ଡା/ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ):  ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲାରେ ରହୁଥିବା ସରଜୁ କୁମାର ବାଗ ଙ୍କ ମଝିଆ ଝିଅ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ୧୭୮ ରାଙ୍କରେ ଉତ୍ତିର୍ଣ୍ଣ ହୋଇଛନ୍ତି। ଦିପ୍ତୀରେଖା ଙ୍କ ବାପା ଅଲଣ୍ଡା ୟୁପି ସ୍କୁଲର ପ୍ରଧାନ ଶିକ୍ଷକ ଥିବାବେଳେ ମାଁ ଶାନ୍ତିଲତା ସିପକା ଅର୍ସାତୁଲା ୟୁପି ସ୍କୁଲର ପ୍ରଧାନଶିକ୍ଷୟତ୍ରୀ ଅଛନ୍ତି।ଦିପ୍ତୀରେଖାଙ୍କ ବଡ ଭଉଣୀ ସ୍ମୃତିରେଖା ବାଗ ମଧ୍ୟ ୨୦୨୦ ରେ ସିଭିଲ ସର୍ଭିସ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ବର୍ତ୍ତମାନ ଆସିଷ୍ଟାଣ୍ଟ କମିସନର ସିଟି ଜିଏସଟି ଟ୍ରେନିଙ୍ଗରେ ଅଛନ୍ତି। ଜାନୁଆରୀରେ ତାଙ୍କର ପ୍ଲେସ ଅଫ୍ ପୋଷ୍ଟିଂ ହେବ ବୋଲି ତାଙ୍କ ବାପାଙ୍କ ଠାରୁ ସୁଚନା ମିଳିଛି। ଦିପ୍ତୀରେଖାଙ୍କ ସାନ ଭାଇ ମଧ୍ୟ ସିଭିଲ

ସର୍ଭିସ ପାଇଁ ପଢ଼ୁଛନ୍ତି। ତେବେ ଦିପ୍ତୀରେଖା ଙ୍କୁ ଆଗକୁ ଆଉ କଣ କରିବାପାଇଁ ଚାହୁଁଛନ୍ତି ବୋଲି ପଚାରିବାରୁ ଆଇଏଏସ୍ ହେବା ପାଇଁ ଆହୁରି ପଢିବି ଓ ସାଧାରଣ ଲୋକଙ୍କ ସେବା କରିବି ବୋଲି କହିଛନ୍ତି। ତାଙ୍କ ସଫଳତାରେ ଓଡିଶା ୟୁନିଅନ  ଅଫ ଜର୍ନାଲିଷ୍ଟ ବଲାଙ୍ଗୀର ଜିଲ୍ଲା ଶାଖାର ସମ୍ପାଦକ (ଗ୍ରାମୀଣ) ଅନିଲ କୁମାର ତ୍ରିପାଠୀ, ବଙ୍ଗୋମୁଣ୍ଡା ବ୍ଲକ ସାଂସଦ ପ୍ରତିନିଧି ଅନିଲ ନାଏକ, ଯୁବନେତା ଯୁବରାଜ ବାଗ, ସାମ୍ବାଦିକ ଦିନେଶ ଜୈନ, ଆର୍ତ୍ତତ୍ରାଣ ସାହୁ, ଅଭିଷେକ ଦାସ, ହେମନ୍ତ ସାହୁ ପ୍ରମୁଖ ଦିପ୍ତୀରେଖା ଓ ତାଙ୍କ ପରିବାରକୁ ଅଭିନନ୍ଦନ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like