-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

୧୦୮ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ

20-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ସ୍ଥିତ ରେଡିଏନ୍ସ ଶିକ୍ଷାନୁଷ୍ଠାନର ସଭାଗୃହ ଠାରେ ଆସନ୍ତା ଜାନୁଆରୀ-୨୦୨୫ ବର୍ଷର ପ୍ରଥମ ସପ୍ତାହ ତା ୦୨.୦୧.୨୦୨୫ରିଖ ଠାରୁ ଦିର୍ଘ ଚାରିଦିନ ତା ୦୫.୦୧.୨୦୨୫ ରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ୧୦୮ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହାକୁ ନେଇ ଗାୟତ୍ରୀ ପରିବାର ବରଗଡ଼ ଜିଲ୍ଲା ପକ୍ଷରୁ ଶାନ୍ତିକୁଞ୍ଜ, ହରିଦ୍ଵାର ରୁ ଆସିଥିବା ଶକ୍ତି କଳସକୁ ଏକ ସୁସଜ୍ଜିତ ରଥରେ ବିଜେପୁର ସହରରେ ପରିକ୍ରମା କରାଯାଇଥିଲା। ଉକ୍ତ ୧୦୮ କୁଣ୍ଡୀୟ ମହାଯଜ୍ଞ ପାଇଁ ଦେବଦମ୍ପତି ସମ୍ମିଳନୀ ଓ ଶୁଭ ସ୍ତମ୍ଭ ସ୍ଥାପନ ପାଇଁ ତା ୨୩.୧୦.୨୦୨୪ ରିଖ ବୁଧବାର ଦିନ ଶାନ୍ତି କୁଞ୍ଜ ହରିଦ୍ଵାରରୁ ଅନୁମତି ମିଳି ସାରିଛି ବୋଲି କମିଟିର ସଭାପତି ଶ୍ରୀଯୁକ୍ତ ପ୍ରଫୁଲ୍ଲ ନାୟକ ଜଣାଇଛନ୍ତି। ଉକ୍ତ ଦିବସରେ ଶୁଭ ସ୍ତମ୍ଭ ସ୍ଥାପନ କରାଯିବାର ନିଷ୍ପତ୍ତି ସର୍ବସମ୍ମତି କ୍ରମେ ଗୃହିତ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like