-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ହେପୀ ଫିଟ୍ ଫାଉଣ୍ଡେସନ ତରଫରୁ ସୋନପୁର ରେ ପ୍ରୋ ମାରାଥନ ଅନୁଷ୍ଟିତ*- *ଯୋଗ ଦେଲେ ଶହ ଶହ ପ୍ରତିଯୋଗୀ*-

20-Oct-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାର ସଦର ମହକୁମା ଗାନ୍ଧୀ ଷ୍ଟାଡିୟମ୍ ରେ ସକାଳ  ଛଅ ଘଂଟା ସମୟ ରେ ଜିଲ୍ଲାର ବିଭିନ୍ନ ସଂଗଠନ କୁ ନେଇ ଏକ ମିନି ମାରାଥନ କାର୍ଯ୍ୟକ୍ରମ ଆରମ୍ଭ ହୋଇ ଯାଇଛି। ଜିଲ୍ଲାର ଆଗାମୀ ଦିନ ରେ ମାରାଥନ ପ୍ରତି ଲୋକଂକ ଆଗ୍ରହ ଓ ନୂତନ କ୍ରୀଡାବିତ୍ ଗଢି ତୋଳିବା ଲକ୍ଷ୍ୟ ନେଇ ହେପି ଫିଟ୍ ଫାଉଣ୍ଡେସନ ସମ୍ବଲପୁର ତରଫରୁ ଏ କାର୍ଯକ୍ରମ ଆୟୋଜନ କରା ଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ଇନଫିନିଟି,ମହାନଦୀ ଧାରା, ଦିବ୍ୟ ଉର୍ଯ୍ଯା ଯୋଗ ସମିତି ଓ ଅନ୍ୟାନ୍ୟ ସାମାଜିକ ସଂଗଠନ ଏହି କାର୍ଯ୍ୟକ୍ରମ ରେ ଭାଗ ନେଇ ଏହା କୁ ସଫଳ କରିଥିଲେ। ଗାନ୍ଧୀ ଷ୍ଟାଡିୟମ୍ ରୁ ବାହାରି ଉକ୍ତ ମାରାଥନ ରେ ସହର ସାରା ୫ କିମି ଯାଏ ପ୍ରତିଯୋଗୀ ମାନେ ଦୌଡ଼ି ଥିବା ବେଳେ ଏହି କାର୍ଯ୍ୟକ୍ରମ ରେ ହେପି ଫିଟ୍ ଫାଉଣ୍ଡେସନ ମେନେଜିଙ୍ଗି ଡାଇରେକ୍ଟର ଆର୍ତ୍ତତ୍ରାଣ ପାଢ଼ୀ, ରଞ୍ଜିତ ମିଶ୍ର, ଗୋପବନ୍ଧୁ ନାଏକ, ଯୋଗ ପ୍ରଶିକ୍ଷକ ମନୋଜ ପଣ୍ଡା, ଇନ ଫିନିଟି ର ସଂଯୋଜକ କଲିମ୍ ମହମ୍ମଦ ପ୍ରମୁଖ ବହୂ କ୍ରୀଡ଼ା ସଂଗଠକ ଉପସ୍ଥିତ ଥିଲେ l ଆଗାମୀ ୨୦୨୫ ଜାନୁଆରୀ ୫ ରେ ସମ୍ବଲପୁର ଠାରେ ଏହି ଅନୁଷ୍ଠାନ ପକ୍ଷରୁ ତିନି ଲକ୍ଷ ବଜେଟ୍ ର ଏକ ମେଗା ମାରାଥନ କାର୍ଯକ୍ରମ ର ଅୟୋଜନ କରାଯିବ ବୋଲି ଅନୁଷ୍ଠାନ ହେଡ଼ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like