-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ତହଁକ କୁଟୁମ ର କୋସଲି ଖାନା କୋସଲି ଗାନା

20-Oct-2024



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ  ଟାଉନ ବାଲିକା ଉଚ୍ଚ ବିଦ୍ୟାଳୟ ଠାରେ ତହଁକ କୁଟୁମ  ତରଫରୁ କୋସଲି ଖାନା କୋସଲି ଗାନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି  । ଏଥିରେ ମୁଖ୍ଯ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଶ୍ରୀଯୁକ୍ତ ମନୋରଞ୍ଜନ ଯୋଷି ଯୋଗଦେଇ ଗୋଟିଏ ଅଂଚଳ ର ସଂସ୍କୃତି,ପରମ୍ପରା ସେ ଅଂଚଳ କୁ  ପରିଚୟ ଦେଇଥାଏ ବୋଲି ମତ ବ୍ୟକ୍ତ କରିଥିଲେ  । ସମ୍ମାନିତ ଅତିଥି ଭାବେ କୋସଲ ପ୍ରବାହ ର ସଂପାଦକ ଆନନ୍ଦ ଚନ୍ଦ୍ର ସାହୁ , ସାମ୍ବାଦିକ ଚିତ୍ତ ରଞ୍ଜନ ମିଶ୍ର,  ଜଗବନ୍ଧୁ ପଟେଲ ଯୋଗଦେଇ ଆମ ଅଞ୍ଚଳର ଖାଦ୍ୟ ଯେତେ ସୁସ୍ବାଦୁ ସେତେ ଦେହ ପାଇଁ ହିତକର ଅଟେ । ଏପରି ଏକ ଭିନ୍ନ ଚିନ୍ତାଧାରା ଜଂଗଳୀ ଖାଦ୍ୟ ପେୟ ଠୁ ପୂର୍ବପ୍ରଚଳିତ ସମସ୍ତ ଖାଦ୍ୟ ପ୍ରଦର୍ଶନ ସହ ଆଣିଥିବା  ଖାଦ୍ୟ ଉପରେ କବିତା କବିମାନେ ପଠନକରିଥିଲେ । ସାରା ଦେଶରେ ଭୁଜାକୁ ନେଇଁ ବଲାଙ୍ଗୀର ମାଟିର ନାଁକୁ ପ୍ରତିଷ୍ଠିତ କରିପାରିଥିବା ନକୁଳପଟ୍ଟନାୟକକୁ ମାନପତ୍ରଦେଇସମ୍ମାନୀତକରାଯାଇଥିଲା । କାର୍ଯ୍ୟକ୍ରମ ପ୍ରାରମ୍ଭରେ ସଂପାଦକ ରାଜେଶ ଦଣ୍ଡସେନା ଉଦ୍ଧେଶ୍ୟ ଜ୍ଞାପନ କରିଥିବା ବେଳେ ମୁଖ୍ଯ ସଂପାଦକ ଅର୍ଜୁନ କୁମାର ସାହୁ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ , କବି ଦିଲ୍ଲିପ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ  । ଦୃତିୟ ଅଧିବେସନ ରେ ବରିଷ୍ଠ ସାମ୍ବାଦିକ ବିରେନ୍ଦ୍ର ଝାକର,  ସାମ୍ବାଦିକ ସନ୍ଦିପ କୁଅଁର,  ଦେବେନ୍ଦ୍ର ନାଏକ,  ରାଜିବ ଭୋଇ,  ଶଙ୍କର୍ଷଣ ସାହୁ,  ଗୋପାଳ ଚନ୍ଦ୍ର ମେହେର  ମଞ୍ଚାସୀନ ଥିଲେ  । ପ୍ରଭାସିନୀ ଭୋଇ,  କସ୍ତୁରୀ ରଥ କବିତା ଆସରକୁ ସଂଯୋଜନା କରିଥିବା ବେଳେ ଜ୍ୟୋତିରାଣୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ    । କବି ଗରିବ ମଲ୍ଲିକ, ଭବାନି ଶଙ୍କର ମିଶ୍ର,  ମିଲନ ପଣ୍ଡା,  ରୋସନ ସାହୁ , ଗଜେନ୍ଦ୍ର  ସେଠି, ଦିଗାମ୍ବର ନାଏକ,  ବିବେକ ପଧାନ, ପ୍ରହଲ୍ଲାଦ ଦଣ୍ଡସେନା , ତଥା ତହଁକ କୁଟୁମ ର  ସମସ୍ତ କର୍ମ କର୍ତା କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like