-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ହରିଶଙ୍କରରେ ଓ ୟୁ ଜେ ର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ସହ ନୂଆଖାଇ ଭେଟଘାଟ, ସଙ୍ଗଠନକୁ ସୁଦୃଢ଼ ଉପରେ ଆଲୋଚନା, ବରିଷ୍ଠଙ୍କୁ ସମ୍ବର୍ଦ୍ଧନା

20-Oct-2024



ଖପ୍ରାଖୋଲ(ଦେବାଶିଷବହିଦାର): ଖପ୍ରାଖୋଲ ବ୍ଲକ୍ ହରିଶଙ୍କର ଠାରେ ଓ ୟୁ ଜେ ବଲାଙ୍ଗିର ଜିଲ୍ଲା ଶାଖାର କାର୍ଯ୍ୟକାରିଣୀ କମିଟି ବୈଠକ ଓ ନୂଆଖାଇ ଭେଟଘାଟ ରବିବାର ଜିଲ୍ଲା ସଭାପତି ପ୍ରଦୀପ୍ତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଥିଲା। ବୈଠକରେ ମୁଖ୍ୟ ଅତିଥି ରୂପେ ଖପ୍ରାଖୋଲ ବିଡ଼ିଓ ବିବେକାନନ୍ଦ ଷଡ଼ଙ୍ଗୀ, ସମ୍ମାନିତ ଅତିଥି ରୂପେ  ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ଥାନା ଅଧିକାରୀ ନରେନ୍ଦ୍ର ଛତର, ରେଞ୍ଜ ଅଧିକାରୀ ଅରବିନ୍ଦ ନାଏକ, ଅଗ୍ନିଶମ ଅଧିକାରୀ ଜୟ ଗୋପାଳ ପଣ୍ଡା ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ପୂର୍ବତନ ବରିଷ୍ଠ 

ସଦସ୍ୟ ବିଜୟ କୁମାର ମିଶ୍ରଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ ହୋଇଥିବା ବେଳେ ବରିଷ୍ଠ ସଦସ୍ୟ ସଦାଶିବ ସରାଫ, ଦୀପକ ସମଜଦାର, ବଂଶୀଧର ସେଠ, ସୁବୋଧ ମେହେର, ପ୍ରଭଞ୍ଜନ ଜିତ୍ ସାଲୁଜା, ଶ୍ରୀବତ୍ସ ବେହେରା, ଦୀପକ ଦାସ ଯାଦବ, ଋତୁରାଜ ସିଂ, ସରୋଜ ମିଶ୍ର ପ୍ରମୁଖଙ୍କୁ ଟ୍ରଫି ଓ ଉପଢ଼ୌକନ ଦେଇ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ। ପରେ କାର୍ଯ୍ୟକାରିଣୀ କମିଟି ବୈଠକ ସଭାପତି ପ୍ରଦୀପ୍ତ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ରାଜ୍ୟ ସଙ୍ଗଠନ ସମ୍ପାଦକ ଋତୁରାଜ ସିଂ, ଜିଲ୍ଲା ସାଧାରଣ ସମ୍ପାଦକ ଅଭୟ ତ୍ରିପାଠୀ, ଉପସଭାପତି ପ୍ରଭଞ୍ଜନ ସାଲୁଜା, ସମ୍ପାଦକ ତାପସ ରଂଜନ ବେହେରା ପ୍ରମୁଖ

ଯୋଗଦେଇ ସଙ୍ଗଠନକୁ ସୁଦୃଢ଼ କରିବାକୁ ଆହ୍ଵାନ ଦେବା ସହ ସଦସ୍ୟତା ନବୀକରଣ, ସଙ୍ଗଠନରୁ ଇସ୍ତପା ଦେଇଥିବା ସଦସ୍ୟଙ୍କ ଇସ୍ତାପା ଗ୍ରହଣ କରିବା ଉପରେ ଆଲୋଚନା ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ନରେନ୍ଦ୍ର ଭୋଇ, ଲଳିତ ମିଶ୍ର, ତରୁଣ ବେହେରା, ଅନିଲ ତ୍ରିପାଠୀ, ସୁରଦାସ ବାଗ, ପୁଷ୍ପକେତୁ ବେହେରା, ଜ୍ୟୋତିରଞ୍ଜନ ପଣ୍ଡା, ଉମାକାନ୍ତ ପ୍ରଧାନ, ମନୋଜ ଦାସ, ଭୋଜରାଜ ବରିହା, ଧନମତ ପାଣିଗ୍ରାହୀ, ଅନ୍ତର୍ଯ୍ୟାମୀ ପଶାୟତ, ସଞ୍ଜୟ ବେହେରା, ଲଳିତ ମିଶ୍ର, ରାଜେଶ ଚାନ୍ଦ ସମେତ ଓ ୟୁ ଜେ ବଲାଙ୍ଗିର ଶାଖା କାର୍ଯ୍ୟକାରିଣୀ କମିଟି ସଦସ୍ୟ, ଖପ୍ରାଖୋଲ ପ୍ରେସ କ୍ଲବ ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like