-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ପଲସାଗୋରା ମୁରାସୁର ଦରବାର ତୃତୀୟସନ୍ଧ୍ୟା ରେ ବିଷ୍ଣୁଙ୍କ ଦଧିଶୟନ ବେଳେ ଦେବତାମାନଙ୍କ ଗୁହାରିନାଟକ ଅନୁଷ୍ଠିତ l

20-Oct-2024



କଣ୍ଟାମାଳ (ଜୟ କୁମାର ମହାରଣା)
ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ପଲଶାଗୋରା ଠାରେ ସ୍ୱସ୍ତିକ କ୍ଲବ ଦ୍ୱାରା ଆୟୋଜିତ ହେଉଥିବା ଗଜଲକ୍ଷ୍ମୀପୂଜା ଅବସରରେ ମୁରାସୁର ଦରବାର ତୃତୀୟ ସନ୍ଧ୍ୟା ଅନୁଷ୍ଠିତ ହୋଇ ଯାଇଛି lଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ବରଗଡ ଧନୁଯାତ୍ରା ରେ କଂସ ମହାରାଜ ଭୂମିକା ରେ ଅଭିନୟ କରିଥିବା ହୃଷିକେଶ ଭୋଇ ମୁରାସୁର ଦରବାର ରେ ମୁରାସୁର ଭୂମିକା ରେ ଅଭିନୟ କରିଥିଲେ l ତୃତୀୟ ସନ୍ଧ୍ୟାର କାର୍ଯ୍ୟକ୍ରମ ଚିତ୍ତାକର୍ଷକ ହୋଇଥିଲା l ମୁରାସୁର ଭୋପାଲ ଦେଶର ରାଜା ଭୋପାଳେଶ୍ୱରଙ୍କୁ ପରାସ୍ତ କରି ତାଙ୍କ ଝିଅ ମଦୁନାବତୀ ସଂଗେ ବିଭାହ l ,ବିଷ୍ଣୁ ଙ୍କ ଦଧି ଶୟନ ବେଳେ ଦେବତା ମାନଙ୍କ ଗୁହାରି ନାଟକ ମଞ୍ଚସ୍ଥ ହୋଇଥିଲା l ମୁରାସୁର ଙ୍କ ଦରବାରରେ ରାଜଅତିଥି ଭାବେ ଚାଷୀନେତ୍ରୀ ସୋନାଲି ବିଶି, ବନପାଳ ପୁରନ୍ଦର କର୍ମୀ , ଶିକ୍ଷକ ଲଖ୍ମଣ ମହାପାତ୍ର, ବିଜେପି ନେତା ଶିବନାରାୟଣ ଚାଉଳିଆ,ଅଟଳ ପ୍ରଧାନ,ଆଦିବାସୀ ନେତା ଡମ୍ବରୁଧର କହଁର, ଯୋଗ ଦେଇ ଥିଲେ l,ପ୍ରସିଦ୍ଧ କଳାକାର ହୃଷିକେଶ ଭୋଇ ଙ୍କ ମୁରାସୁର ଭୂମିକାକୁ ରାଜଅତିଥି ଓ ଦର୍ଶକ ମାନେ ବହୁ ପ୍ରଶଂସା କରିଥିଲେl ମଞ୍ଚକୁ ଅଚୁତ ଖମାରି ପରିଚାଳନା କରିଥିଲେl ସ୍ୱସ୍ତିକ କ୍ଲବ ର ସଦସ୍ୟ ମାନଙ୍କର ସହଯୋଗ ରେ ଶାନ୍ତି ଶୃଙ୍ଖଳାର ସହିତ ଦର୍ଶକ ମାନେ ବିଳମ୍ବିତ ରାତ୍ର ପର୍ଯ୍ୟନ୍ତ କଳାକାରଙ୍କ ନାଚ ଗୀତ ଓ ନାଟକକୁ ଉପଭୋଗ କରିଥିଲେ ସେହିପରି ଆଜି ଚତୁର୍ଥସନ୍ଧ୍ୟାରେ ମୁରାସୁରର ଯମପୁରୀ ଆକ୍ରମଣ, ଓ ବିଷ୍ଣୁଙ୍କ ଅନନ୍ତ ଶୟନ ନାଟକ ମଞ୍ଚସ୍ଥ ହୋଇଥିଲା l

ମୁରାସୁର ଙ୍କ ଦରବାରରେ ରାଜଅତିଥି ଭାବେଶିକ୍ଷକ ନୀଳାଞ୍ଚଳ ଭୋଇ, ଗୋବର୍ଦ୍ଧନ ପ୍ରଧାନ, ସାମ୍ବାଦିକ ଭାର୍ଜନ କୁମାର ପ୍ରଧାନ, ଚାଷୀନେତା ତଥା କଂଗ୍ରେସ ନେତା ସରୋଜ ପ୍ରଧାନ, ପ୍ରଶାନ୍ତ ସାହୁ, ବିଜେପି ନେତା ସତ୍ୟନାରାୟଣ ମାଝୀ , ଯୋଗ ଦେଇ ଥିଲେ l,ପ୍ରସିଦ୍ଧ କଳାକାର ହୃଷିକେଶ ଭୋଇ ଙ୍କ ମୁରାସୁର ଭୂମିକାକୁ ରାଜଅତିଥି ଓ ଦର୍ଶକ ମାନେ ବହୁ ପ୍ରଶଂସା କରିଥିଲେl ମଞ୍ଚକୁ ଅଚୁତ ଖମାରି ପରିଚାଳନା କରିଥିଲେl ସ୍ୱସ୍ତିକ କ୍ଲବ ର ସଦସ୍ୟ ମାନଙ୍କର ସହଯୋଗ ରେ ଶାନ୍ତି ଶୃଙ୍ଖଳାର ସହିତ ଦର୍ଶକ ମାନେ ବିଳମ୍ବିତ ରାତ୍ର ପର୍ଯ୍ୟନ୍ତ କଳାକାରଙ୍କ ନାଚ ଗୀତ ଓ ନାଟକକୁ ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like