-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ମୁର୍ଷୁଣ୍ଢୀ ମୁରାସୁର ଦରବାରର ଚତୁର୍ଥ ସନ୍ଧ୍ୟା - ମାତା ଲକ୍ଷ୍ମୀଙ୍କ ବିବାହ ପାଇଁ ସ୍ଵୟଂମ୍ବର ସଭା ପରାମର୍ଶ

20-Oct-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଠାରେ ୪୨ ତମ ଗଜଲକ୍ଷ୍ମୀ ପୂଜା ଅବସରରେ ମୁରାସୁର ଦରବାରର ଚତୁର୍ଥ ସନ୍ଧ୍ୟା ରେ ବରୁଣ ପୁରରେ ଦେବର୍ଷି ନାରଦ ଙ୍କ ପ୍ରବେଶ,ମତା ଲକ୍ଷ୍ମୀଙ୍କ ବିବାହ ପାଇଁ ସ୍ଵୟଂମ୍ବର ସଭା ପରାମର୍ଶ, ତିନି ପୁର ରାଜାଙ୍କୁ ନିମନ୍ତ୍ରଣ ଆଣିବାକୁ ନାରଦଙ୍କ ପ୍ରତିଶ୍ରୁତି।  ମୁରାସୁର ଠାରେ ପ୍ରବେଶ ସ୍ଵୟଂମ୍ବର ସଭା ପାଇଁ ବର୍ଣ୍ଣନା। ଆଦି ଦୃଶ୍ୟ ମୁକ୍ତାକାଶ ରଙ୍ଗମଞ୍ଚରେ ପର୍ଯ୍ୟାୟକ୍ରମେ ମଞ୍ଚସ୍ଥ ହୋଇଥିଲା। ସନ୍ଧ୍ୟା ରେ ରାଜା ମୁରାସୁର ପାତ୍ରମନ୍ତ୍ରୀଙ୍କ ସହ ଶୋଭାଯାତ୍ରା ରେ ନଗର ପରିକ୍ରମା କରିବା ପରେ ଦରବାରରେ ପହଞ୍ଚିଥିଲେ। ରାଜ ନର୍ତ୍ତକୀ ଓ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ନୃତ୍ୟ ପରିବେଷଣ ହୋଇଥିଲା। ମହାରାଜଙ୍କ ଆଦେଶ କ୍ରମେ ଗଜଲକ୍ଷ୍ମୀ ପୂଜା କମିଟି ସହ ସମ୍ପାଦକ ବିଦ୍ୟାଧର ଖୁର୍ଡିଆ ସଭାପତିତ୍ବରେ ଅନୁଷ୍ଠିତ ରାଜ ସଭାରେ ରାଜ ଅତିଥି ଭାବେ ଆଇନଜୀବୀ ତଥା ରାଜ୍ୟ ପ୍ରଦେଶ କଂଗ୍ରେସ ଉପସଭାପତି ଗୈାରୀଶ୍ୟାମ ଶଙ୍କର ପଣ୍ଡା ମୁଖ୍ୟ ଅତିଥି, ବୀରମହାରାଜପୁର କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଦିପ କୁମାର ସେଠୀ, ମୁର୍ଷୁଣ୍ଢୀ ରଘୁନାଥ ହାଇସ୍କୁଲ ପ୍ରଧାନ ଶିକ୍ଷକ କାଲିଆ କର୍ମୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଭିନ୍ନ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲା। କମିଟି ପକ୍ଷରୁ ଅତିଥି ମାନଙ୍କୁ ପୁଷ୍ପମାଲ୍ୟ, ଉପଢୌକନ ଓ ସୃତି ଫଲକ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।

ସକାଳ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ମା ' ଗଜଲକ୍ଷ୍ମୀଙ୍କ ଦର୍ଶନ ପାଇଁ ଲୋକଙ୍କ ଭିଡ ପରିଲକ୍ଷିତ ହୋଇଥିଲା। କମିଟିର ସମସ୍ତ ସଦସ୍ୟ ଉପସ୍ଥିତିରେ ପୁଷ୍ପାଞ୍ଜଳି ଓ ଆଳତି କାର୍ଯ୍ୟକ୍ରମ ହେଉଛି। ବ୍ୟାସ ପଣ୍ଡିତ ଅଜିତ କୁମାର ଦାସଙ୍କ ଦ୍ବାରା ରବିବାର ରାମ ବନବାସ ପ୍ରସଙ୍ଗ ଉପରେ ପୁରାଣ ପାଠ ହେଉଅଛି। ଏଥିରେ ହଜାର ହଜାର ଶ୍ରଦ୍ଧାଳୁ ଉପସ୍ଥିତ ରହି ଶ୍ରବଣ କରୁଛନ୍ତି। ମହିଲା ସଂକୀର୍ତ୍ତନ ବୈଠକ ସୁନିତା ସାହୁ ଓ ନିକିତା ବେହେରା ଙ୍କ ମଧ୍ୟରେ ପରିବେଷଣ ହୋଇଥିଲା। ବହୁ ଦର୍ଶକ ବିଳମ୍ବିତ ରାତି ପର୍ଯ୍ୟନ୍ତ ବହୁ ଦର୍ଶକ  ମନଭରି ଉପଭୋଗ କରିଥିଲେ। ଗଜଲକ୍ଷ୍ମୀ ପୂଜା କମିଟି ର ସଭାପତି ତଥା  ଜିଲ୍ଲlପରିଷଦ ସଭ୍ୟ  ଲବ କୁମାର ସାହୁ, ଉପସଭାପତି ଧନଞ୍ଜୟ ସାହୁ, ଉପଦେଷ୍ଟା ରାଜ ଗୋପାଳ ପାଣିଗ୍ରାହୀ, କୁଶ କୁମାର ସାହୁ, ପ୍ରେମାନନ୍ଦ ଜଟି, ସମ୍ପାଦକ ତ୍ରିୟଞ୍ଜୀବମିଶ୍ର, କୋଷାଧ୍ୟକ୍ଷ ସତ୍ୟ ମୋହନ ବେଦପାଣି  ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ। ବଳରାମ ପ୍ରଧାନ ଅତିଥି ମାନଙ୍କୁ ସ୍ବାଗତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like