-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ରାଜ୍ୟ

କଣ୍ଟାମାଳ ବରିଷ୍ଠ ନାଗରିକ ମଞ୍ଚର ସାଧାରଣ ବୈଠକ

21-Oct-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ କଲ୍ୟାଣ ମଣ୍ଡପ ଠାରେ କଣ୍ଟାମାଳ ବରିଷ୍ଠ ନାଗରିକ ମଞ୍ଚର ଏକ ସାଧାରଣ ବୈଠକ ସଭାପତି ସନ୍ତୋଷ କୁମାର ବିଶି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି l  ଉକ୍ତ ସଭାରେ ବରିଷ୍ଠ ଆଇନଜୀବୀ ଦୂତିଆ ଚରଣ ସାହୁ, ଉପଦେଷ୍ଟା ନବୀନ କୁମାର ବିଶି ଓ ବସନ୍ତ କୁମାର ମିଶ୍ର ପ୍ରମୁଖ ମଂଚାସୀନ ଥିଲେ l  

ସଭା ଆରମ୍ଭରେ ଦିବଂଗତ ସଦସ୍ୟ ମାନଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ  l   ଉପଦେଷ୍ଟା ନବୀନ କୁମାର ବିଶି ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ l ବରିଷ୍ଠ ଆଇନଜୀବୀ ଶ୍ରୀ ସାହୁ ବରିଷ୍ଠ ନାଗରିକ ମାନଙ୍କ ସମସ୍ୟା ଓ ସେମାନଙ୍କର ଅଧିକାରୀ ଉପରେ ଆଲୋକପାତ କରିଥିଲେ  l 

ସମ୍ପାଦକ ମହେନ୍ଦ୍ର କୁମାର ଦାଶ ମଞ୍ଚର ବାର୍ଷିକ ଆୟବ୍ୟୟର ବିବରଣୀ ଉପସ୍ଥାପନା କରିଥିଲେ l  ସଭାପତି ସନ୍ତୋଷ କୁମାର ବିଶି ପ୍ରତିକୂଳ ପରିବେଶରେ କିପରି ମଞ୍ଚର ପଞ୍ଜିକରଣ ହେଲା ତାହା ଉଲ୍ଲେଖ କରିବା ସହ କଣ୍ଟାମାଳ ବରିଷ୍ଠ ନାଗରିକ ମାନଙ୍କ ପ୍ରତି ଜିଲ୍ଲା ପ୍ରଶାସନର ବୈମାତୃକ ମନୋଭାବର ଦୃଢ଼ ନିନ୍ଦା କରିଥିଲେ l  ଅନ୍ୟମାନଙ୍କ ମଧ୍ୟରେ ସର୍ଵଶ୍ରୀ ସୁରେଶ ମହାନ୍ତି, ଘନଶ୍ୟାମ ବୁଡ଼େକ, ଲକ୍ଷ୍ମଣ ସାହୁ,ଭାଗବତ ବାଘ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ  l   ବୈଠକରେ ବରିଷ୍ଠ ନାଗରିକଙ୍କୁ ପରିଚୟପତ୍ର ଯୋଗାଇଦେବା ପାଇଁ ଜିଲ୍ଲା ପ୍ରଶାସନ ର ଦୃଷ୍ଟି ଆକର୍ଷଣ କରିବା ପାଇଁ ସର୍ବ ସମ୍ମତି କ୍ରମେ ପ୍ରସ୍ତାବ ଗୃହୀତ ହୋଇଥିଲା l  ଶେଷରେ ପ୍ରଫୁଲ୍ଲ ଯୋଶୀରା ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like