-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ଇକୋ ପ୍ରୋଟେକ୍ଟ ଫାଉଣ୍ଡେସନ ତରଫରୁ ସଫେଇ ଅଭିଯାନ:- ପ୍ଲାଷ୍ଟିକ ମୁକ୍ତ ଭାରତର ସ୍ୱପ୍ନ ସାର୍ଥକ ହେବ କେବେ?

21-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବର୍ତ୍ତମାନ ସାରା ଭାରତ ବର୍ଷରେ  ସ୍ୱଚ୍ଛତାକୁ ଗୁରୁତ୍ୱ ଦେଇ ସରକାରଙ୍କ ଠାରୁ ଆରମ୍ଭ କରି ଆମ ଜନତା ସମସ୍ତେ ଅଣ୍ଟା ଭିଡି ଥିବବେଳେ ପ୍ରକୃତି ଓ ପ୍ରାକୃତିକ ପରିବେଶକୁ ପ୍ରଦୂଷଣ ମୁକ୍ତ ଓ ତୀର୍ଥସ୍ଥଳୀ ମାନଙ୍କୁ ସ୍ୱଚ୍ଛ,ନିର୍ମଳ ଓ ସୁନ୍ଦର କରି ଗଢ଼ି ତୋଳିବା ସହ ପର୍ଯ୍ୟଟକ ମାନଙ୍କୁ ମଧ୍ୟ ସଚେତନ କରିବାପାଇଁ କାର୍ଯ୍ୟକ୍ରମ କରୁଛି ଇକୋ ପ୍ରୋଟେକ୍ଟ ଫାଉଣ୍ଡେସନ। ଇକୋ କ୍ଲବର କର୍ମକର୍ତ୍ତା  ମାନଙ୍କ କହିବାନୁସାରେ,ପ୍ରତି ମାସରେ ବିଭିନ୍ନ ଅଞ୍ଚଳରେ ଥିବା ପର୍ଯ୍ୟଟନ ତୀର୍ଥସ୍ଥଳୀ ମାନଙ୍କୁ ଯାଇ ନିଜର ସଦସ୍ୟ ମାନଙ୍କ ସହାୟତାରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଚଳାଇବା ସହ ଲୋକଙ୍କୁ ପ୍ଲାଷ୍ଟିକ ଓ ପ୍ରଦୂଷଣ ମୁକ୍ତ କରିବା ପାଇଁ ସଚେତନ କରୁଛନ୍ତି। ଏ ନେଇ ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ବରଗଡ଼ ଜିଲ୍ଲା ଅନ୍ତର୍ଗତ ପାଇକମାଲ ସ୍ଥିତ ଗନ୍ଧମାର୍ଦ୍ଧନ ପର୍ବତ ପାଦ ଦେଶରେ ଅବସ୍ଥିତ ଶ୍ରୀଶ୍ରୀ ନୃସିଂହନାଥ ପୀଠ କୁ ସ୍ୱଚ୍ଛ କରିବା ସହ ଡଷ୍ଟବିନ ଲଗାଇଥିଲେ। ତେବେ ଏହି ପ୍ରାକୃତିକ ପରିବେଶ ଓ ମୁଖ୍ୟତଃ ମନ୍ଦିର ପରିସର ସହ କୁଳୁକୁଳୁ ନାଦରେ ବହି ଯାଉଥିବା ଝରଣାକୁ ପର୍ଯ୍ୟଟକ କିପରି ସ୍ୱଚ୍ଛ ରଖିବେ, ଯାହା ଦ୍ୱାରା ଜଙ୍ଗଲରେ ରହିଥିବା ଅସଂଖ୍ୟ ପ୍ରାଣୀ ପକ୍ଷୀ ଓ ବନସ୍ପତି ପ୍ରଦୂଷଣ ଯୋଗୁଁ ନଷ୍ଟ ନହେବ ସେନେଇ ଏହି ଅଞ୍ଚଳକୁ ପୂର୍ଣ୍ଣତଃ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ଦାବି ମଧ୍ୟ କରିଛନ୍ତି ଇକୋ ପ୍ରୋଟେକ୍ଟ ଫାଉଣ୍ଡେସନ ର ସଦସ୍ୟ ବୃନ୍ଦ ।ତେବେ ଦେଖିବା କଥା ଫାଉଣ୍ଡେସନର ଏହି ପ୍ରୟାସ କେବେ ସଫଳ ହେଉଛି ଏବଂ ଏହି ଅଞ୍ଚଳକୁ ସରକାର ପ୍ଲାଷ୍ଟିକ ମୁକ୍ତ ଅଞ୍ଚଳ ଭାବରେ ଘୋଷଣା କରୁଛନ୍ତି ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like