-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଜିଲ୍ଲା

*ଓ ଏ ଏସ ରେ କୃତିତ୍ୱ ହାସଲ କରିଥିବା ଛାତ୍ର ଜ୍ୟୋତି ଓ ସମୁଦ୍ର ଙ୍କୁ ସୋନପୁର ରେ ସମ୍ବର୍ଧନା*-

21-Oct-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )  ଓ ପି ଏସ ଇ ଦ୍ଵାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତିତ୍ବ ହାସଲ କରିଥିବା  ସୋନପୁର ର ଜ୍ୟୋତି ରଂଜନ ଭୋଇ ଙ୍କୁ ଆଜି ସାନ ଝିଂକି ବାସ ଭବନ ରେ ପରିବାର, ଆତ୍ମୀୟ ସ୍ଵଜନ ଓ ଗ୍ରାମ ବାସୀ ଙ୍କ ପକ୍ଷରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି l ସୋନପୁର ବ୍ଲକ୍ ରେ କିରାଣୀ ଭାବେ କାର୍ଯ୍ୟରତ ଥିବା  ବାପା ଦୈତ୍ୟ ଦେବ ଭୋଇ ଓ ମାତା ଜୟଶ୍ରୀ ଭୋଇ ଙ୍କ ସୁପୁତ୍ର ଅଟନ୍ତି ଶ୍ରୀମାନ ଜ୍ୟୋତି l ପ୍ରଥମେ ସୋନପୁର ର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ଵରୀ ଓ ଅଜା ସମେତ ବାପା ମା ଙ୍କୁ ଏ ସଫଳତା ର ଶ୍ରେୟ ଦେବି ବୋଲି ଆଜି ସାମ୍ୱାଦିକ ଙ୍କ ପ୍ରଶ୍ନ ର ଉତ୍ତର ରଖିଥିଲେ ଜ୍ୟୋତି l  ପ୍ରଥମ ଥର ଓ ଏ ଏସ ପରୀକ୍ଷା ରେ ୩୭୨  ନମ୍ୱର୍ ରେଙ୍କ ରେ ଓ ଜନ ସୂଚିତ ଜାତି ଭାବେ ୪ ନମ୍ୱର୍ ରେଙ୍କ୍ ରେ ସଫଳ ହୋଇ ଥିବା ଜ୍ୟୋତି ପ୍ରଥମେ ବୃଦ୍ଧ ବୃଦ୍ଧା, ତଳ ସ୍ତର ର ସଧାରଣ ଜନତା ଙ୍କୁ ଉତ୍ତମ ସେବା ଦେବାକୁ ଓ ବିଶେଷ କରି ଶିକ୍ଷା କ୍ଷେତ୍ର ରେ ସଂସ୍କାର ଆଣିବାକୁ ଲକ୍ଷ୍ୟ ରଖିଛି ବୋଲି କହି ଭାବ ପ୍ରବଣ ହୋଇ ଯାଇ ଥିଲେ l ପୁଅ ଆଗକୁ ଜଣେ ଆଇ ଏଫ୍ ଏସ ଅଫିସର ହୋଇ ଜଙ୍ଗଲ ପରିବେଶ ସୁରକ୍ଷା ର ଗୁରୁ ଦାୟିତ୍ୱ ବହନ କରିବାକୁ ଶୁଭ କାମନା ଜଣାଇ ଛନ୍ତି ବାପା ଦୈତ୍ୟ ଦେବ l

ପୁଅର ସଫଳତା ଖବର ପରେ ଶ୍ରୀ ଭୋଇ ଙ୍କ ପରିବାର ଓ ସାନ ଝୀଙ୍କୀ ଗାଁ ଗତ କାଲି ଠୁଁ ଉତ୍ସବ ମୁଖର ହୋଇ ଉଠିଛି l ସେହି ପରି ୩୩ ରେଙ୍କ ହାସଲ କରି ସୋନପୁର ର ସୁରଥ ମିଶ୍ର ଓ ବେବି  ଙ୍କ ସୁ ପୁତ୍ର ସମୁଦ୍ର ମିଶ୍ର ମଧ୍ୟ ମୂଳ ସ୍ଥାନ ବୌଦ୍ଧ ଜିଲ୍ଲା ଓ ବର୍ତ୍ତମାନ ବାସ କରୁଥିବା ସୁବର୍ଣ୍ଣପୁର ଜିଲ୍ଲାର ଗୌରବ ବଢାଇ ଛନ୍ତି l ମୋର ପ୍ରଥମ ଚେଷ୍ଟା ରେ ଏ ସଫଳତା ହାସଲ କରିଥିବା ଓ ଏହାର ଶ୍ରେୟ ମୋ ବାପା ମାଆ କାକା ଖୁଡି ସାଙ୍ଗ ସାଥି ଓ ସିନିଅର ଙ୍କୁ ଦେବି ବୋଲି ସମୁଦ୍ର ମିଡ଼ିଆ ଙ୍କୁ କହିଥିଲେ l ସୋନପୁର ସେଣ୍ଟ ଆନି ସ୍କୁଲ୍ ରେ ମେଟ୍ରିକ୍ ରେ ଟପ୍ପର ହୋଇ ଥିବା ସମୁଦ୍ର ଯେଉଁଠି ଦାୟିତ୍ୱ ମିଳିବ ମୁଁ ଭଲ ରେ ଓ ଉତ୍ସର୍ଗୀ କୃତ ସର୍ଭିସ୍ ଦେବି ବୋଲି କହିଥିଲେ l ସେ ମଧ୍ୟ ସ୍ଵତନ୍ତ୍ର ଭାବେ ଶିକ୍ଷା ବିଭାଗ ର ସଂସ୍କାର ଆଣି ଏହା କୁ ଗୁରୁତ୍ଵ ଦେବାକୁ ସଂକଳ୍ପ ନେଇଥିବା ମିଡ଼ିଆ ଙ୍କୁ ମତ ଦେଇ ଥିଲେ l ଏ ଫଳାଫଳ ଓ ଭବିଷ୍ୟତ ଉଜ୍ବଳ ଥିବା କଥା ପୁଅ ଉପରେ ଆମ ସମ୍ପୂର୍ଣ୍ଣ ବିଶ୍ୱାସ ଥିଲା ଓ ଆହୁରି ରହିବ ବୋଲି ପ୍ରେରଣା ଦାୟୀ ସମୁଦ୍ର ଙ୍କ ଖୁଡି ପ୍ରଭାସିନୀ କହିଥିଲେ l ଓ ଏ ଏସ ପାଇବା ଖବର ପରେ ଶ୍ରୀମାନ ମିଶ୍ର ଓ ଶ୍ରୀମାନ ଭୋଇ ଙ୍କୁ  ଜିଲ୍ଲା ତଥା ରାଜ୍ୟ ର ସମଗ୍ର ଅଞ୍ଚଳ ରୁ ଶୁଭେଚ୍ଛା ର ସୁଅ ଛୁଟୁଥିବା ଜଣା ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like