-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||     

HOME   ଜିଲ୍ଲା

କ୍ରମାଗତ ତୃତୀୟ ଥର ପାଇଁ ଶ୍ରେଷ୍ଠ ମାନ୍ୟତା, ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରକୁୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

06-Jan-2021



ବ୍ରହ୍ମପୁର (ପ୍ରେରଣା ଖବର): ୨୦୧୯-୨୦  ଶିକ୍ଷାବର୍ଷରେ ଅନୁଷ୍ଠିତ ହୋଇଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳାଫଳ‌ରେ ବ୍ରହ୍ମପୁରର ନୀଳକଣ୍ଠନଗର ସରସ୍ବତୀ ଶିଶୁବିଦ୍ୟାମନ୍ଦିର ପୁଣି ଥରେ ରାଜ୍ୟର ସମସ୍ତ ବିଦ୍ୟାଳୟକୁ ପଛରେ ପକାଇ ଦେଇଥିଲା। ଫଳରେ କ୍ରମାଗତ ତୃତୀୟ ଥର ପାଇଁ  ରାଜ୍ୟର ଶ୍ରେଷ୍ଠ ବିଦ୍ୟାଳୟ ମାନ୍ୟତା ଲାଭ କରି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ପ୍ରଶଂସିତ ହୋଇଛି। ଏଥିସହ ଏକ ଲକ୍ଷ ଟଙ୍କାର ପୁରସ୍କାର ରାଶି ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛି। ଏହି ଗୌରବ ଅର୍ଜନ ପାଇଁ ବିଦ୍ୟାଳୟର ପରିଚାଳନା ସମିତି ସଦସ୍ୟମାନେ ପ୍ରଧାନାଚାର୍ଯ୍ୟ ଏସ୍‌.ମୋହନ ରାଓ, ଶିଶୁ ମନ୍ଦିର ପ୍ରଧାନାଚାର୍ଯ୍ୟ ଉମାଧବ ମହାନ୍ତି  ଓ ଗୁରୁଜୀ ଗୁରୁମା ମାନଙ୍କୁ କୃତଜ୍ଞତା ଜଣାଇଛନ୍ତି। ଦୀର୍ଘ ୨୯ବର୍ଷ ହେବ ଏହି ଶିକ୍ଷାନୁଷ୍ଠାନ ଦଶମଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ଶତପ୍ରତିଶତ ସଫଳତା ହାସଲ କରି ଓଡ଼ିଶା ତଥା ସମଗ୍ର ଭାରତବର୍ଷରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସମର୍ଥ ହୋଇଛି। ଚଳିତବର୍ଷ ଶତପ୍ରତିଶତ ସଫଳତା ସହ ଏହି ବିଦ୍ୟାଳୟର ସର୍ବାଧିକ ୫୪ ଜଣ ଛାତ୍ରଛାତ୍ରୀ ଏ-୧ ଗ୍ରେଡ୍‌, ୧୧୪ ଜଣ ଏ-୨ ଗ୍ରେଡ୍‌, ୯୬ ଜଣ ବି-୧ ଗ୍ରେଡ୍‌, ୪୩ ଜଣ ବି-୨ ଗ୍ରେଡ୍‌ରେ, ୨୪ଜଣ ସି ଗ୍ରେଡ୍‌, ୧୩ଜଣ ଡି ଗ୍ରେଡ୍‌ ଏବ˚ ଜଣେ ଇ ଗ୍ରେଡ୍‌ରେ କୃତକାର୍ଯ୍ୟ ହୋଇଥିଲେ। ଭାରତୀୟ ସ˚ସ୍କୃତିକୁ ଆଧାର କରି ଶିଶୁଙ୍କ ସର୍ବାଙ୍ଗୀନ ବିକାଶ ତଥା ସମାଜରେ ସୁନାଗରିକ ନିର୍ମାଣ କରାଇବା ଏହାର ମୁଖ୍ୟ ଲକ୍ଷ୍ୟ ରହିଛି। ଚଳିତବର୍ଷ ଶ୍ରେଷ୍ଠ ବିଦ୍ୟାଳୟଭାବେ ସ୍ବତନ୍ତ୍ର ପୁରସ୍କାର ହାସଲ କରିଥିବାରୁ ପରିଚାଳନା ସମିତିର ସଭାପତି ଡ. ଶ୍ରୀକାନ୍ତ ମହାପାତ୍ର, ଉପସଭାପତି ଡ. ହରିକୃଷ୍ଣ ନାୟକ, ସମ୍ପାଦକ ଶ୍ରୀ ନାରାୟଣ ପଣ୍ତା, ଯୁଗ୍ମ ସମ୍ପାଦିକା ଇ˚. ମମତା ପାଣିଗ୍ରାହୀ, କୋଷାଧ୍ୟକ୍ଷ ରବୀନ୍ଦ୍ରନାଥ ଜେନା, ସଦସ୍ୟ ନୀଳକଣ୍ଠ ସାହୁ, ସଦସ୍ୟା ବାସନ୍ତି ବେହେରା, ଉପଦେଷ୍ଟା ଧର୍ମରାଜ ସାହୁ, ପୂର୍ଣ୍ଣଚନ୍ଦ୍ର ପଣ୍ତା, ନରସି˚ହ ଚୌଧୁରୀ, ହରିକୃଷ୍ଣ ପାଢ଼ୀ, ସୁଦର୍ଶନ ପାଢ଼ୀ, ବି.ଗଜପତି ରାଓ ସମସ୍ତ ଛାତ୍ରଛାତ୍ରୀ, ଆଚାର୍ଯ୍ୟଆଚାର୍ଯ୍ୟା ତଥା ଅଭିଭାବକଙ୍କ ତରଫରୁ ଅଭିନନ୍ଦନ ଜ୍ଞାପନ କରିବା ସହ ଆଗାମୀ ଦିନରେ ଏହି ସଫଳତାକୁ ବଜାୟ ରଖିବା ପାଇଁ ଉତ୍ସାହିତ କରିଛନ୍ତି।  ଏଥିସହ ସର୍ବଶ୍ରେଷ୍ଠ ବିଦ୍ୟାଳୟ ରୂପେ ଘୋଷଣା କରିଥିବାରୁ ଓଡ଼ିଶା ସରକାର ତଥା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ ଅଭିଭାବକ, ଆଚାର୍ଯ୍ୟ ଆଚାର୍ଯ୍ୟା ଓ ପରିଚାଳନା ସମିତିର ସମସ୍ତ କର୍ମକର୍ତ୍ତା କୃତଜ୍ଞତା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026

You Might Also Like