-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

21-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଅଦ୍ୟ ତା ୨୧/୧୦/୨୦୨୪ ରିଖରେ ବରଗଡ଼ ଜିଲ୍ଲା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁର ଠାରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି ।ରଜବୋଡାସମ୍ବର ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲୋକନାଥ ଭୋଇ ଏହି ସଭାରେ ସଭାପତିତ୍ବ କରିଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶିବ କୁମାର ଯୋଶୀ ଓ ରାମ ସିଂ ଭୋଇ ଅତିଥି ଭାବେ ଯୋଗଦାନ କରିଥିଲେ।।ଉକ୍ତ ଅବସରରେ ଅନୁଷ୍ଠିତ ବିଭିନ୍ନ  ପ୍ରତିଯୋଗିତା ପାଇଁ ବିଚାରକ ଭାବେ ଶିକ୍ଷକ ବୃନ୍ଦାବନ ଦାସ ,ଅବସର ପ୍ରାପ୍ତ ବିଜ୍ଞାନ ଶିକ୍ଷକ ଜିବନାନନ୍ଦ ସାହୁ ,ଶିକ୍ଷକ ଗୋବିନ୍ଦ ସାହୁ, ସି.ଆର.ସି.ସି ନେତ୍ରାନନ୍ଦ ସାହୁ ଓ ସଞ୍ଜୀବ ବାରିକ ଯୋଗ ଦେଇଥିଲେ।ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମାନସ ରଞ୍ଜନ ଶତପଥୀ ସଭା ପରିଚାଳନା କରିଥିଲେ ।କୃତି ପ୍ରତିଯୋଗୀ ମାନେ ଆସନ୍ତା ୨୩/୧୦/୨୦୨୪ ତାରିଖରେ ଜିଲ୍ଲା ସ୍ତରରେ ଅଂଶଗ୍ରହଣ କରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026

You Might Also Like