-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||     

HOME   ଜିଲ୍ଲା

ପେ ଆଣ୍ଡ ୱିନ ଵିଜେତା ସୁକାନ୍ତି

21-Oct-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ବିଦ୍ୟୁତବିଭାଗ(ଟିପିଡବ୍ଲୁଓଡିଏଲ୍) ପକ୍ଷରୁ ଚାଲିଥିବା 'ପେ ଆଣ୍ଡ ୱିନ୍' ପ୍ରତିଯୋଗିତାର ଚଳିତ ଥରର ଭାଗ୍ୟଶାଳୀ ବିଜେତା ହୋଇଛନ୍ତି ସୋନପୁର ମହାରଣାପଡାର ସୁକାନ୍ତି ସାହୁ । ଏହି ଅବସରରେ ସୋନପୁର ଉପଖଣ୍ଡସ୍ତରୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ  ପୁରସ୍କାର ପ୍ରଦାନ ଉତ୍ସବରେ ସୁକାନ୍ତିଙ୍କୁ ଏକ ଆଧୁନିକ ସାଉଣ୍ଡ ସିଷ୍ଟମ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ଧରଣୀଧର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହା ଦ୍ବାରା ଗ୍ରାହକ ମାନେ ଠିକ୍ ସମୟରେ ବିଦ୍ୟୁତ ଦେୟ ପଇଠ ପାଇଁ ଅଧିକ ଉତ୍ସାହିତ ହେବେ ବୋଲି କହିଥିଲେ । ସୋନପୁର ବିଦ୍ୟୁତ ବିଭାଗ ଏସଡିଓ ବିବେକାନନ୍ଦ ଦିକ୍ଷିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଇଏସ୍ଓ ବାଲ୍ମିକୀ ବିଶ୍ବାଳ,  କମର୍ସିଆଲ ଅଫିସର ପବିତ୍ର ପଟ୍ଟନାୟକ,  କୈଳାଶ ଚନ୍ଦ୍ର ସାହୁ,  ଭୀମସେନ କୁମ୍ଭାର , ସଞ୍ଜୟ ପାଣିଗ୍ରାହୀଙ୍କ ସମେତ ବିଦ୍ୟୁତ ବିଭାଗର ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ ଟିପିଡବ୍ଲୁଓଡିଏଲ୍ ପକ୍ଷରୁ ଉପଖଣ୍ଡସ୍ତ ଅଧିନରେ ପ୍ରତି ମାସରେ ଠିକ୍ ସମୟରେ ବିଦ୍ୟୁତ ଦେୟ ଦେଉଥିବା ଏବଂ ବିଦ୍ୟୁତ ଦେୟ ବାକି ରଖିନଥିବା ତିନି ଜଣ ଗ୍ରାହକଙ୍କୁ ଲକି ଡ୍ର ମାଧ୍ୟମରେ ଚୟନ କରାଯାଉଛି । ଗତ ତିନି ମାସ ହେଲା ପେ ଆଣ୍ଡ ୱିନ୍ ଆୟୋଜିତ ହୋଇ ଆସୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026

You Might Also Like