-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||     

HOME   ଜିଲ୍ଲା

୬୫ ତମ ପୋଲିସ ସହିଦ୍ ଦିବସ ପାଳିତ

21-Oct-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ସଦର ମହକୁମା ରିଜର୍ଭ ପୋଲିସ ପଡିଆ ରେ ସହିଦ୍ ଙ୍କ ସ୍ମୁତି ଉଦ୍ଦେଶ୍ୟ ରେ ପ୍ୟାରେଡ ଅନୁଷ୍ଟିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ଅନ୍ୟା ଦାସ ନିମନ୍ତ୍ରିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ପୋଲିସ୍ ର ପ୍ଲାଟୁନ ଆରକ୍ଷୀ ନିରୀକ୍ଷକ ସରୋଜ ବେହେରାଙ୍କ ନେତୃତ୍ବରେ ପ୍ୟାରେଡ ପ୍ରଦର୍ଶନ କରା ଯାଇଥିଲା l ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାମ ପ୍ରସାଦ ସାହୁ ସହିଦଙ୍କ ବଳିଦାନ ଓ ସ୍ମୁତି କୁ ମନେ ପକେଇ ତାଂକ ବଳିଦାନ ଙ୍କୁ ହୃଦୟ ରୁ ପ୍ରଶଂସା କରାଇଥିଲେ । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାର ଦୁଇ ବୀର ସହିଦ୍ ସ୍ଵର୍ଗତ ନରସିଂହ ମହାକୁର ଓ ସ୍ବର୍ଗତ ସହିଦ୍ ବିଭୀଷଣ ସାହୁ ଙ୍କ ପରିବାର ସଦସ୍ୟ ଙ୍କୁ ଏସପି ଉପଢ଼ୌକନ ପ୍ରଦାନ କରି ସମ୍ମାନ ଜଣାଇ ଥିଲେ। ପୋଲିସ ସହିଦ୍ ଦିବସ ରେ ଅତିରିକ୍ତ ଏସପି ବିରେନ୍ଦ୍ର ନାୟକ ଙ୍କ ସମେତ ଜିଲ୍ଲାର ସମସ୍ତ ପ୍ରଶାସନିକ ଅଧିକାରୀ ଓ ବରିଷ୍ଠ ପୋଲିସ କର୍ମଚାରୀ ତଥା ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ । ପୋଲିସ ହାବିଲଦାର କନେଷ୍ଟବଳ ସଂଘ ର ସଭାପତି ଦିନେଶ  ମିଶ୍ର, ସନ୍ତୋଷ ପାତ୍ର, ମନୋଜ୍ ପଣ୍ଡା ପ୍ରମୁଖ ସମସ୍ତ କର୍ମଚାରୀ ଉତ୍ସବ ପାଳନ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026

You Might Also Like