-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||     

HOME   ଖେଳ

ଅକ୍ଟୋବର ସୁଦ୍ଧା ସରିବ ଶ୍ରୀଜଗନ୍ନାଥ ଷ୍ଟାଡିୟମ୍‌, ପୁରୀରେ ରଣଜୀ ଭିତ୍ତିଭୂମି ପ୍ରସ୍ତୁତି

06-Jan-2021



ପୁରୀ (ପ୍ରେରଣା ଖବର): ରଣ୍‌ଜୀ ଟ୍ରଫି ମ୍ୟାଚ୍‌ ପାଇଁ ଚାଲିଛି ଭିତ୍ତିଭୂମି ପ୍ରସ୍ତୁତି। ଏଥିପାଇଁ ବହୁ ପ୍ରତୀକ୍ଷିତ ଶ୍ରୀଜଗନ୍ନାଥ ଷ୍ଟାଡିୟମ୍‌ର ନିର୍ମାଣ କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଛି। ପୁରୀ ଜିଲ୍ଲା କ୍ରୀଡ଼ା ଛାତ୍ରାବାସର ବି ନବକଳେବର ହେଉଛି। ଏଠାରେ ସର୍ବଭାରତୀୟ ସ୍ତରର ବହୁମୁଖୀ ଇନ୍‌ଡୋର ହଲ୍‌ କାମ ଆରମ୍ଭ ହୋଇଛି। ଆଜି ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତୀ ବେହେରା ଶ୍ରୀଜଗନ୍ନାଥ ଷ୍ଟାଡିୟମ୍‌, ଜିଲ୍ଲା କ୍ରୀଡ଼ା ଛାତ୍ରାବାସ ପରିଦର୍ଶନ କରି ନିର୍ମାଣ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଠିକା ସଂସ୍ଥା ସହ ନିର୍ମାଣ ଉପରେ ବିସ୍ତୃତ ‌ଆଲୋଚନା କରିଛନ୍ତି। ‌ଆସନ୍ତା ଅକ୍ଟୋବର ମାସ ଭିତରେ ସମସ୍ତ ନିର୍ମାଣ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା କ୍ରୀଡ଼ା ଛାତ୍ରାବାସର ଅନ୍ତେବାସୀଙ୍କ ସହ ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଛନ୍ତି। ଶ୍ରୀଜଗନ୍ନାଥ ଷ୍ଟାଡିୟମ୍‌ ବାବଦକୁ ପ୍ରାୟ ୪୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଥିବାବେଳେ କେନ୍ଦ୍ର ସରକାରଙ୍କ ଅବଢ଼ା ଯୋଜନାରେ ୩୬ କୋଟି ଓ ବାକି ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଖର୍ଚ୍ଚ କରୁଛି। ଏହି ଅନୁଦାନରେ ଶ୍ରୀଜଗନ୍ନାଥ ଷ୍ଟାଡିୟମ୍‌ରେ ଏକ ଉନ୍ନତମାନର କ୍ରିକେଟ୍‌ ଷ୍ଟାଡିୟମ ତିଆରି କରାଯାଉଛି। ଯେଉଁଠି ରଣ୍‌ଜୀ ଖେଳିବାକୁ ଯୋଜନା କରାଯାଉଛି। ସେହିଭଳି ଇନ୍‌ଡୋର ହଲ୍‌, ସୁଇମିଂ ପୁଲ ସହ ଖୋଖୋ, ଭଲିବଲ୍‌, କବାଡ଼ି, ବାସ୍କେଟ ବଲ ଖେଳ ପାଇଁ ନିର୍ମାଣ କାର୍ଯ୍ୟ ଜାରି ରହିଛି। ବହୁମୁଖୀ ଜିମ୍‌ ବି ନିର୍ମାଣ କରାଯାଉଛି। ପ୍ରଳୟଙ୍କରୀ ବାତ୍ୟା ଫନିରେ ଜିଲ୍ଲା କ୍ରୀଡ଼ା ଛାତ୍ରାବାସର ଇନ୍‌ଡୋର ହଲ ଭାଙ୍ଗି ପଡ଼ିବା ପରେ ଏଥିପାଇଁ ନୂଆ ଇନ୍‌ଡୋର ହଲ୍‌ ତିଆରି କରାଯାଉଛି। ନିର୍ମାଣ ଚାଲିଥିବା ଏହି ବହୁମୁଖୀ ଇନ୍‌ଡୋର ହଲ୍ ସର୍ବଭାରତୀୟ ସ୍ତରର ହେବ। ଯେଉଁଠି ଅନେକ ସୁବିଧା ଉପଲବ୍ଧ ହେବ। ଏହାବାଦ୍‌ ୱାଲ୍‌ ପେଣ୍ଟିଂ, ଶୌଚାଳୟ ଆଦିର ବ୍ୟବସ୍ଥା କରାଯିବ ବୋଲି ଜିଲ୍ଲା କ୍ରୀଡ଼ା ଅଧିକାରୀ ଚନ୍ଦନ କୁମାର ସାହୁ କହିଛନ୍ତି। ଏ ବାବଦକୁ ୭ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଆଜି ଶ୍ରୀ ବେହେରା ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର (ଇନ୍‌ଫ୍ରାଷ୍ଟକ୍‌ଚର) ଉପ ନିର୍ଦ୍ଦେଶକ ରଂଜିତ କୁମାର ପରିଡ଼ା, ଉପ ଜିଲ୍ଲାପାଳ ଭବତାରଣ ସାହୁ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଚନ୍ଦନ କୁମାର ସାହୁଙ୍କ ସହ ଶ୍ରୀଜଗନ୍ନାଥ ଷ୍ଟାଡିୟମ ଓ ଜିଲ୍ଲା କ୍ରୀଡ଼ା ଛାତ୍ରାବାସ ପରିଦର୍ଶନ କରିଥିଲେ। ନିର୍ମାଣ କାର୍ଯ୍ୟ ସଂପର୍କରେ ଟିକିନିଖି ଦେଖିବା ପରେ ଠିକା ସଂସ୍ଥା ସହ ଆଲୋଚନା କରି ଫେରି ଯାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026

You Might Also Like