-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ରାମନାଗୁଡା ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

21-Oct-2024



ରାୟଗଡl(ସୁନୀତା ଷଡଙ୍ଗୀ): ତାରିଖ ଦିନ  ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାମନଗୁଡା ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର, ଗୁଣପୁର ଉପ ଜିଲ୍ଲାପାଳ, କିରନଦୀପ କୌର ସାହୋତା, ଜିଲ୍ଲା ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,  ନିହାର ରଞ୍ଜନ କହଁର, ରାମନଗୁଡା ବ୍ଲକ ଅଧ୍ୟକ୍ଷ ର୍ବୀ ଶଙ୍କର ଗମାଙ୍ଗ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ  ଅଭିଯୋଗ ଶୁଣାଣି କରିଥିଲେ l
         ଆଜି ମୋଟ ୪୪ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ

କରିଥିଲେ । ସେଥି ମଧ୍ୟରୁ ୧୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ  ୨୭ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ  ଥିଲା l  ୦୫ଗୋଟିମେଡିକାଲ ଅଭିଯୋଗ ଥିଲା । ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ଜମାଜମା ରେଜିଷ୍ଟ୍ରାସନ, ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଉଦ୍ୟାନ କୃଷି ଓ ଓଡିଶା ଜୀବିକା ମିଶନ ଆନୁକୂଲ୍ୟରେ ଖମ୍ବଗୁଡା ଠାରେ ଘଟଙ୍ଗା ତାରିଣୀ ସ୍ୱୟଂ ସହାୟକ ଗୋଷ୍ଠୀ ତରଫରୁ ଗୋଲାପ ଚାଷ କରି ଆଜିର ଶୁଣାଣି ଶିବିରରେ ମା ମନେ ଫୁଲ ପ୍ରତି ଦଶ ଟଙ୍କାରେ ବିକ୍ରି କରିବା ଦେଖି ଜିଲ୍ଲାପାଳ ଖୁସି ବ୍ୟକ୍ତ କରିଥିଲେ । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଜଣଙ୍କୁ ପାଞ୍ଚ ହଜାର, ରେଡ଼କ୍ରସ ତରଫରୁ ଦୁଇ ଜଣଙ୍କୁ ଦୁଇ ହଜାର ହିସାବରେ ଚାରି ହଜାର,  ମୁଖ୍ୟମନ୍ତ୍ରୀ କଲ୍ୟାଣ ଯୋଜନାରେ ଉଚ୍ଚ ଶିକ୍ଷା ନିମନ୍ତେ ଏକ ମତ୍ସଜୀବୀ ପରିବାରରଚେତନ ଗମାଙ୍ଗଙ୍କୁ କୋଡିଏ ହଜାର ଟଙ୍କାର ଚେକ ଜିଲ୍ଲାପାଳ ପ୍ରଦାନ କରିଥିଲେ ।    ଏହି ଅଭିଯୋଗ ଶିବିରରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ, ଉପଖଣ୍ଡ ଚିକିତ୍ସା ଅଧିକାରୀ

ରମେଶ ଚନ୍ଦ୍ର ସାହୁ, ଜିଲ୍ଲା ନିୟୋଜନ ଅଧିକାରୀ ତତ୍ୱ ମସି ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ବିଭୁତି ଭୂଷଣ ବିଶ୍ୱାଳ,  ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଆଲେନୁର, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ଜିଲ୍ଲା କୃଷି ଅଧିକାରୀ ବିଷ୍ଣୁ ପ୍ରସାଦ କର, ଜିଲ୍ଲା ଯୋଗାଣ ଅଧିକାରୀ ଦାସୀରଥି ସରେନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପ୍ରତିମା ପ୍ରଧାନ, ଜଳଛାୟା ମିଶନ ପ୍ରକଳ୍ପ ନିର୍ଦ୍ଦେଶକ ଦୟାନିଧି ବାଘ, ମତ୍ସ ବିଭାଗ ଉପ ନିର୍ଦ୍ଦେଶକ ଜ୍ଞାନ ରଞ୍ଜନ ସେଠି, ଏଲଡିଏମ ଦେବେନ୍ଦ୍ର ବାଉରୀ, ଅବକାରୀ ଅଧିକ୍ଷକ ସନ୍ତୋଷ କୁମାର ଧଳ ସାମନ୍ତ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି ନିର୍ବାହୀ ଯନ୍ତ୍ରୀ, ଟାଟା ପାୱାର ସହକାରୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ, ଭାରପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାଟି ଶ୍ରୀକାନ୍ତ ପାଣିଗ୍ରାହୀ,ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର,ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରିୟ,  ଅଧିକାରୀ ମାନେ ଉପସ୍ଥିତ ରହି  ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like